ନୂଆପଡ଼ା

ନୂଆପଡ଼ା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ  

ନୂଆପଡା ଅଫିସ/ଖଡିଆଳ,୮ା୫-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଫେରିଛନ୍ତି। ନୂଆପଡ଼ା ଜିଲା ସଦର ମହକୁମାର ଅନ୍ବେଷା ହଷ୍ଟେଲ୍‌ରେ ୨ ଶହ ଶଯ୍ୟାବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଲାଗି କାମ ଚାଲିଛି।…

ଆର୍ଥିକ ଅନଟନରେ ବାରିକ ପରିବାର

ସିନାପାଲି,୩ା୫(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୌଣସି ସେଲୁନ ଓ ବିଉଟି ପାର୍ଲର ଖୋଲିବା ନାହିଁ ବୋଲି ସରକାର ଘୋଷଣା କରିଛନ୍ତି ା ଏଥିପାଇଁ ଗତ ଦେଢ଼ ମାସ ହେବ ସେଲୁନଗୁଡିକ ବନ୍ଦ ରହିଛି ା ଫଳରେ ଏହି ବେଉସାକୁ ଆଶ୍ରା…

କୋମନା ସହରକୁ ବିଶୋଧନ କରାଗଲା

କୋମନା,୨୯ା୪(ଡି.ଏନ୍‌.ଏ.): ବୁଧବାର ଭୋରରୁ ଅଗ୍ନିଶମ ବିଭାଗ ତରଫରୁ କୋମନା ସହରକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯାଇଛି । ସହରର ପ୍ରତ୍ୟେକ ଦୋକାନ ବଜାର, ବସଷ୍ଟାଣ୍ଡ ସମେତ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ, କୃଷି ବିଭାଗ, ଭାରତୀୟ ଷ୍ଟେଟବ୍ୟାଙ୍କ, ଅସ୍ଥାୟୀ କରୋନା ସ୍ବାସ୍ଥ୍ୟ…

୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଆରମ୍ଭ

ନୂଆପଡା ଅଫିସ,୨୭।୪-ସ୍ଥାନୀୟ ସିଲଦାସ୍ଥିତ ଅନ୍ବେଷା ହଷ୍ଟେଲରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଉଦ୍‌ଘାଟିତ ହୋଇଛି । ଏହାକୁ ଜିଲାପାଳ ମଧୁସ୍ମିତା ସାହୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ସୂଚନା ଦେଇ କହିଛନ୍ତି ଯେ,…

ମାକ୍ସ ପିନ୍ଧି ଅଖିମୁଠି ଶୁଭଦେଲେ ଚାଷୀ

ନୂଆପଡ଼ା ଅଫିସ,୨୬ା୪- ବୈଶାଖ ମାସ ଶୁକ୍ଲପକ୍ଷ ତୃତୀୟା ତିଥି ଅର୍ଥାତ୍‌ ଅକ୍ଷୟ ତୃତୀୟାରେ ଚାଷୀ ଅଖିମୁଠି ପକାଏ । ଜମିରେ ପୂଜାର୍ଚ୍ଚନା କରି ଭଲ ଫସଲ ପାଇଁ ମାଟି ମାଆକୁ ବିନତୀ କରେ । ହେଲେ ଏଥର ଚାଷୀଙ୍କ ମନରେ ସେହି…

ଗଛମୂଳେ କ୍ୱାରାଣ୍ଟାଇନରେ ଶ୍ରମିକ

ନୂଆପଡା ଅଫିସ/ବୋଡେନ,୨୪|୪ – କରୋନା ଲକ୍‌ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି। ହେଲେ ଏଠାରେ ପରିବାର କିମ୍ବା ପଞ୍ଚାୟତ କର୍ତ୍ତୃପକ୍ଷ କ୍ୱାରାଣ୍ଟାଇନର ବ୍ୟବସ୍ଥା କରୁ ନ ଥିବାରୁ…

କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା,୧୪ ଦିନ ପରେ ବି ସ୍ୱାସ୍ଥ୍ୟ ପରୀକ୍ଷା ହେଉନି

ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍‌ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ ଖାଦ୍ୟ ପାନୀୟ ସହ ଜରୁରୀ ସେବା ଯୋଗାଇଦେବାର ନିୟମ ରହିଛି। ହେଲେ ଛତିଶଗଡ଼…

ଲକ୍‌ଡାଉନ ଯୋଗୁ ହନ୍ତସନ୍ତ ଶତାୟୁ, ପରିବାର ସଦସ୍ୟଙ୍କୁ ସହାୟତା ମିଳୁନି

ନୂଆପଡ଼ା ଅଫିସ,୨୨ା୪-ଘରେ ପଡି ରହିଛନ୍ତି ଶହେ ବର୍ଷ ବୟସର ଆଈ ବିଶାହୀନ ା ୭୫ ବର୍ଷ ବୟସର ବାପା ରେଶମଲାଲ ା ଏମାନଙ୍କ ସହିତ ସ୍ତ୍ରୀ ପୁନେଇ(୪୫), ଦୁଇ ପୁଅ ତୁଲେଶ(୧୫) ଓ ହୁତେଶ(୧୩) ା ଲକ୍‌ଡାଉନ ଯୋଗୁ ପଦାକୁ ଗୋଡ଼…

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦିନକର ଦରମା ଦେଲେ ଶିକ୍ଷା ବିଭାଗ କର୍ମଚାରୀ

ନୂଆପଡା ଅଫିସ, ୨୧।୪-କୋଭିଡ-୧୯କୁ ମୁକାବିଲା କରିବାକୁ ନୂଆପଡା ଜିଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ସମସ୍ତ ଶିକ୍ଷକ, କର୍ମଚାରୀ ଏବଂ ଅଧିକାରୀ ଆଗକୁ ଆସିଛନ୍ତି। ସେମାନେ ନିଜର ଦିନକର ଦରମା ବାବଦକୁ ୪୯ଲକ୍ଷ ୧୬ହଜାର ୩୫୧ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ…

ଜୈବିକ କୃଷିକୁ ଗୁରୁତ୍ୱ ଦେବାକୁ ଜିଲାପାଳଙ୍କ ପରାମର୍ଶ

ନୂଆପଡା ଅଫିସ,୨୧ା୪: ଚାଷୀମାନେ ଦେଶର ମେରୁଦଣ୍ଡ। ଦେଶ ବିଭିନ୍ନ ସମୟରେ ନାନାଦି ଦୁର୍ବିପାକ ଦେଇ ଗତି କରିଛି। ତଥାପି ଚାଷୀମାନେ ଲୋକଙ୍କ ମୁହଁରେ ଅନ୍ନ ଦେବା ବନ୍ଦ କରି ଦେଇନାହିଁ। ସବୁ ପରିସ୍ଥିତିରେ ନିଜକୁ ଜଳାଞ୍ଜଳି ଦେଇ ଓ ନିରନ୍ତର ଝାଳ…

ପରିବା ଚାଷୀଙ୍କ କରୋନା ପାଣ୍ଠିକୁ ସହାୟତା

ନୂଆପଡା ଅଫିସ,୨୦ା୪: କରୋନା ମୁକାବିଲା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ସଂଗଠନ, ବ୍ୟକ୍ତିବିଶେଷ ସହାୟତାର ହାତ ବଢାଉଛନ୍ତି। ଏହିକ୍ରମରେ ନୂଆପଡା ସଦର ବ୍ଲକ ଭେରା ଗଁାର ୨୭ଜଣ ପରିବା ଚାଷୀ ସଂଗ୍ରହ କରିଥିବା…

ମୁଖ୍ୟମନ୍ତ୍ରୀ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କାର ସହାୟତା

ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?