ନୂଆପଡ଼ା

ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା

ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ, ଉପସଭାପତି ତଥା କାର୍ଯ୍ୟକାରୀ ସଭାପତି ଚଞ୍ଚଳ ସଗରିଆ,…

ଉଚ ଶିକ୍ଷାରୁ ବଁଚିତ୍‌ ଜ୍ୟୋତିଜୟା ଘଟଣା: କୋମନା କଲେଜରେ ନାଁ ଲେଖାଲେ ଜ୍ୟୋତିଜୟା

କୋମନା, ୧୧ା୯ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଗରିବ ଛାତ୍ରୀ ଜ୍ୟୋତିଜୟା ପାତ୍ର ଟଁକା ଅଭାବୁ ଉଚ ଶିକ୍ଷାରୁ ବଁଚିତ୍‌ ହେଇ ରହିଥିଲେ। ଇଥିରଲାଗି ଜ୍ୟୋତିଜୟାକଁର ମା’ ଝି’ର ପାଠ୍‌ପଢ଼ା ସାହାଯ୍‌ ଲାଗି…

ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁନାମେଣ୍ଟ: ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ବିଜୟୀ

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ମିନି ଷ୍ଟାଡିୟମରେ ଭେଲା ଫୁଟବଲ ଆସୋସିଏଶନ ପକ୍ଷରୁ ଚାଲିଥିବା ପ୍ରଥମ ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଦ୍ୱିତୀୟ ମ୍ୟାଚରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ବିଜୟୀ ହୋଇଛି। ମଙ୍ଗଳବାର ପୁଲ ଏ’ର…

ଦମାପଲା ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌, କବିତା ପାଠୋତ୍ସବ

ଖଡିଆଳ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ଖଡିଆଳ ବ୍ଲକ ଚିନ୍ଦାଗୁଡା ପଞ୍ଚାୟତ ଦମାପଲା କ୍ଲବ ଗୃହରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଥାନାଧିକାରୀ ନନ୍ଦକିଶୋର ପ୍ରଧାନୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ବିଶିଷ୍ଟ ସଙ୍ଗୀତଜ୍ଞ ନନ୍ଦଲାଲ ବାରିକ,…

ବୋଡେନ ପଞ୍ଚାୟତ ସମିତି ବୈଠକ: ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା

ବୋଡେନ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ଷଷ୍ଠ ସମିତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧକ୍ଷା ପ୍ରେମଶିଳା ନାଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବୋଡେନ ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ ସଭା ପରିଚାଳନା କରିଥିଲେ। ନୂଆପଡା ଜିଲା ପରିଷଦ…

ଭାଜପାର ସାଙ୍ଗଠନିକ ନିର୍ବାଚନ କର୍ମଶାଳା

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପଠାରେ ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ କର୍ମଶାଳା ଅନୁଷ୍ଠିିତ ହୋଇଯାଇଛି। ସହସଙ୍ଗଠନ ମନ୍ତ୍ରୀ ରଞ୍ଜନ ପଟେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ବୁଥ ଓ ମଣ୍ଡଳସ୍ତରୀୟ କର୍ମୀଙ୍କୁ ନିର୍ବାଚନ ପ୍ରକ୍ରିୟା ଉପରେ ମାର୍ଗଦର୍ଶନ କରିଥିଲେ। ସମ୍ମାନିତ ଅତିଥି…

ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଶାସନି ଟିମ୍‌

ସିନାପାଲି,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ସିନାପାଲି ତହସିଲ ଅନ୍ତର୍ଗତ ଛତିଶଗଡ ସୀମାନ୍ତରେ ଥିବା ନୂଆମାଲପଡା ଗ୍ରାମ ଚାଷୀଙ୍କ ଜମିକୁ ଜବରଦସ୍ତ ଛଡାଇ ନେଇ ଛତିଶଗଡ ରାଜ୍ୟର ଚାଷୀ ଚାଷ କରୁଥିବା ଅଭିଯୋଗ ହେଉଛି। ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ଗଣମାଧ୍ୟମରେ ଖବର ପ୍ରକାଶ ହେବା…

ଖରିଆରରୋଡରେ ଆବାସ ଯୋଜନା ବାଟବଣା: ହିତାଧିକାରୀ ଜିଲାପାଳଙ୍କ ଦ୍ୱାରସ୍ଥ; କାର୍ଯ୍ୟାଦେଶ ପରେ ବି ଟଙ୍କା ମିଳୁନି

ନୂଆପଡା ଅଫିସ,୧୧ା୯-ରାଜ୍ୟରେ ଜଣେ ହେଲେ କୁଡିଆ ଘରେ ରହିବେ ନାହିଁ। ୨୦୨୦ ସୁଦ୍ଧା ସମସ୍ତଙ୍କୁ ପକ୍କା ଘର ଯୋଗାଦେବାର ସଂକଳ୍ପ ନେଇଛନ୍ତି ସରକାର। ହେଲେ ବିଭାଗୀୟ ଅଧିକାରୀମାନଙ୍କ ଅବହେଳା ଯୋଗୁ ଯୋଜନାର ସଫଳ ରୂପାୟନ ହୋଇପାରୁନାହିଁ । ଲୋକଙ୍କୁ ନାଁକୁ ମାତ୍ର…

ଭାନୁପ୍ରତାପ ଯୋଷୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ପ୍ରଥମ ମ୍ୟାଚରେ ଗନିଆରୀ ବିଜୟୀ

କୋମନା,୧୦।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ଖେଳ ପଡିଆରେ ପ୍ରଥମ ଭାନୁପ୍ରତାପ ଯୋଷୀ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ରୋୟଲ କ୍ଲବ ଗନିଆରୀ ଏବଂ ନୂଆପଡା ମଧ୍ୟରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ ହୋଇଥିଲା।…

ନୂଆ ମୋଟରଯାନ ଆଇନ ନେଇ ପୋଲିସର ସଚେତନତା

କୋମନା,୧୦।୯(ଡି.ଏନ.ଏ.) ନୂଆପଡ଼ା ଜିଲା କୋମନା ପୋଲିସ ପକ୍ଷରୁ ସୋମବାର ନୂଆ ମୋଟରଯାନ ଆଇନ ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜନସାଧାରଣ, ମୋଟରଯାନ ଚାଳକ ଓ ମାଲିକମାନଙ୍କ ପାଇଁ ସଂଶୋଧିତ ମୋଟରଯାନ ଆଇନ ୨୦୧୯ ନିୟମାବଳି ଉପରେ କୋମନା ବସଷ୍ଟାଣ୍ଡ…

ମେଡିକାଲ କଲେଜ ସ୍ଥାପନ ଦାବି ତେଜୁଛି :୧୧ରେ ନୂଆପଡା ବନ୍ଦ ଡାକରା

ନୂଆପଡା ଅଫିସ,୧୦ା୯ ନୂଆପଡା ରାଜ୍ୟର ଏକ ଉପାନ୍ତ ଜିଲା । ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲୋକଙ୍କୁ ଉପଲବ୍ଧ ହୋଇପାରୁନାହିଁ । ବିଭିନ୍ନ ସମୟରେ ଲୋକେ ଦାବି କରୁଥିଲେ ମଧ୍ୟ ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ବିକାଶ ଦିଗରେ ଉପଯୁକ୍ତ…

ସିନାପାଲି: ଉଦନ୍ତୀର ଦୁଇ କୂଳ ମୁକୁଳା :ବନ୍ୟା ଜଳରେ ତଟବର୍ତ୍ତୀ ଗଁ। କ୍ଷତିଗ୍ରସ୍ତ

ସିନାପାଲି,୭।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି ଦେଇ ପ୍ରବାହିତ ଉଦନ୍ତୀ ନଦୀରେ ବନ୍ୟା ଜଳ ଆସି ୨ କୂଳର ଅନେକ ଚାଷ ଜମି ନଷ୍ଟ ହେଉଥିବା ବେଳେ କେତକ ଗ୍ରାମ ନଦୀ ଗର୍ଭରେ ଲୀନ ହେବା ଆଶଙ୍କା ଦେଖାଦେଇଛି। ପ୍ରତିବର୍ଷ ବର୍ଷା ଋତୁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri