ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି ଅଭିଯୋଗରେ ଓ୍ବେବପୋର୍ଟାଲ ଖବରଦାତା ଗିରଫ
ନୂଆପଡା ଅଫିସ,୪।୪- ରାଜ୍ୟ ପୋଲିସ ପ୍ରଶାସନ କରୋନା ନାଁରେ ଗୁଜବ କିମ୍ବା ବିଭ୍ରାନ୍ତି ସୃଷ୍ଟି ନ କରିବାକୁ ସବୁବେଳେ ତାଗିଦା କରୁଛି। ଏଭଳିକି କେତେଜଣଙ୍କୁ ଗିରଫ ମଧ୍ୟ କଲାଣି। ତଥାପି ଲୋକଙ୍କ ଭୟ ରହୁନି । ଏହିକ୍ରମରେ ନୂଆପଡ଼ା ଜିଲା ଖଡିଆଳ…
ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ
ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ ଧୂମାଭଟା ଗାଁରେ ବୋଲି ଜଣାପଡିଛି । ସେ ଭୋକଉପାସରେ ପଣ୍ଡରାପଥର ଗାଁ ମୁଣ୍ଡ ବରଗଛ…
୩୧ ରାଜସ୍ଥାନୀଙ୍କୁ ସହାୟତା ଦେଲା ଏନଏସି ପ୍ରଶାସନ
ନୂଆପଡା ଅଫିସ,୩୧ା୩- ବର୍ତମାନ ସାରା ଦେଶ ଲକ ଡାଉନ । ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟସୀମାକୁ ଯିବା ମନା ହୋଇଛି । ହେଲେ ଏଭଳି ସ୍ଥିତିରେ ମଧ୍ୟ ଲୋକେ ନିଜ ଘର ମୁହାଁ ହେଉଛନ୍ତି । ସୁଦୂର ବିଶାଖାପାଟଣାରୁ ଏକ ଗାଡି…
ତେଲେଙ୍ଗାନା ଇଟାଭାଟିରେ ୪୧ଶ୍ରମିକ
ନୂଆପଡା ଅଫିସ,୨୯ା୩- ସାରା ଦେଶରେ ଲକଡାଉନ। ଆଗକୁ କଅଣ ହେବ ଅନିଶ୍ଚିତତା ମଧ୍ୟରେ ଲୋକ ଜୀବନ ବଞ୍ଚାଇବାକୁ ରାହା ଖୋକୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ବାହାରେ ଇଟାଭାଟିଗୁଡିକରେ ଫସି ରହିଛନ୍ତି ଶ୍ରମିକମାନେ । ତେଲେଙ୍ଗାନାର ବୋମାଲା ରମାରାମ ପୋଲିସ ଷ୍ଟେଶନ ଅନ୍ତର୍ଗତ…
କରୋନା ପାଇଁ ସୀମାନ୍ତ ସିଲ୍ କଲା ପ୍ରଶାସନ
ସିନାପାଲି,୨୮।୩ (ଡି.ଏନ.ଏ): କରୋନା ସଂକ୍ରମଣ ରୋକିବା ପାଇଁ ସିନାପାଲି ବ୍ଲକ ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ଛତିଶଗଡ ସୀମାକୁ ସିଲ୍ କରିବା ସହ ସହର ସମେତ ଗ୍ରାମାଞ୍ଚଳରେ ଯାଞ୍ଚ କଡାକଡି କରାଯାଇଛି। ସିନାପାଲି ପୋଲିସ ତରଫରୁ ସଦାସର୍ବଦା…
ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ
ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି ରହିଛନ୍ତି…
ବାପ୍ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍କେ ପଢ଼ଉଛନ୍ ତିନ୍ ଭାଇ
କୋମନା, ୨୪।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍। ଯେନ୍ଥିରଲାଗି ତାକର ଗୁଟେ ଗୋଡ଼ ଠିକ୍ରେ ନାଇଁ…
ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ
କୋମନା,୨୧।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍। ହେଲେ ସେ ହାର ନାଇଁମାନି। ଫିଦିନ ନିଜର ଟ୍ରାଇ ସାଇକେଲରେ ଆସର…
ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ
ଖଡିଆଳ, ୨୦।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍କେ ୧୫ ଦିନ୍ ତଲେ ପକ୍ଷାଘାତ ରୋଗ୍ରେ ଆକ୍ରଁ। ତ ହେଇଛନ୍। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି…
ସରକାରୀ ସୁବିଧା ସୁଯୋଗରୁ ବଁଚିତ୍ ପୁଷ୍ପା: ଝି’ର ଚିକିଛା ଲାଗି ଦାଦନ ଖଟୁଛେ ବାପ୍
କୋମନା, ୧୬।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଭେଲା ଗାଁ ହରିଜନ ପଡ଼ାର ବିଜେ ସୁନାନୀକଁର ଝି’ ପୁଷ୍ପା ସୁନାନୀ(୧୬)। ସେ ଛୁଆବେଲୁ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ମା’ବାପ୍ ସରକାରୀ, ବେସରକାରୀ ସାହାଜ୍ ଲାଗି ଗୁହାରି…
ଅଜନା ରୋଗ୍ରେ ଦିବ୍ୟାଙ୍ଗ ପାଲଟିଛନ୍ ଭାଇବହେନ୍
କୋମନା, ୧୪।୩ (ଡି.ଏନ୍.ଏ.)- ରାଏଜ୍ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍। ହେଲେ ସରକାରୀ ଅଧ୍କାରୀ, କରମ୍ଚାରୀକଁର ଖାମ୍ଖିଆଲି ମନଭାବ ଲାଗି ଅନେକ ଜାଗାରେ ହକ୍ଦାର ହିତାଧିକାରୀ ସରକାରକଁର ଇ…
ସେବାଶ୍ରମ ଶିକ୍ଷା
ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ ବିଦ୍ୟାଳୟ…

