ନୂଆପଡ଼ା

ଇଟାଭାଟିରେ ମା’ବାପା, ଆବାସିକ କେନ୍ଦ୍ରରେ ଶିଶୁ

ନୂଆପଡ଼ା ଅଫିସ,୭ା୩ : ନୂଆପଡ଼ା ଭଳି ଦାଦନ ପ୍ରବଣ ଜିଲାରୁ ରାଜ୍ୟ ବାହାରକୁ ଯାଉଥିବା ଶ୍ରମିକ ପରିବାର ଶିଶୁଙ୍କୁ ଏକ ସ୍ବତନ୍ତ୍ର ଆବାସିକ କେନ୍ଦ୍ରରେ ରଖି ସୁରକ୍ଷିତ ଏବଂ ଶୃଙ୍ଖଳିତ ଢଙ୍ଗରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଛି । ଗୋଟିଏ ପଟେ ମା’ବାପା…

ଦାଦନ ଯାଇ ନାବାଲକ୍‌ ପୁଓ ନିଖୋଜ: ଫିରବାର ବାଟ୍‌କେ ଚାହିଁ ଛନ୍‌ ମା’ବାପ୍‌

ସିନାପାଲି,୨।୩ (ଡି.ଏନ୍‌.ଏ.)- ପରିବାରକେ ଦାନା ଯୁଗାବାର ଲାଗି ପୁଓ ଦାଦନ୍‌ ଖଟିଯାଇଛେ। ସେ ଘରୁ ଯିବାର ଆଏଜ୍‌କେ ୬ ମାସ୍‌ ବିତିଗଲାନ। ଯାଇଛେ ଯେ ଆର ଫିରବାର ନାଇଁ। ତାର କିଛି ଖୋଜ୍‌ଖବର ନାଇଁ, ଫୋନ୍‌ କଲେ ନାଇଁ ଲାଗ୍‌ବାର। ମୋର…

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଦମ୍ପତି

  କୋମନା, ୧୧ା୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ଅସାହା, ଭୂମିହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକଁର ଉଦାସୀନତା ଲାଗି ହକ୍‌ଦାର ଗରିବ୍‌ ଦୁଖି…

ଅବ୍ୟବସ୍ଥାରେ ୧୧୦ବର୍ଷର ସ୍କୁଲ -୮ ଶ୍ରେଣୀ ପାଇଁ ୬ ଗୃହ

ନିରାକାରପୁର,୨୧ା୧(ଡି.ଏନ୍‌.ଏ.): ‘ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ’ ଶିକ୍ଷା ବିଭାଗ ପକ୍ଷରୁ ଏହି ନାରା ଦିଆଯାଉଛି। ଭିତ୍ତିଭୂମି ସୁଦୃଢ ନ କରି ଏହି ନାରା ଦେବାର ଯଥାର୍ଥତା କେତେ ତାହା ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ଡିଆ ଗ୍ରାମରେ ଅବସ୍ଥାପିତ ୧୧୦ ବର୍ଷର…

ମଣ୍ଡିରେ ପଡ଼ି ରହିଛି ଧାନ, ଜିଲା ଯୋଗାଣ ଅଧିକାରୀଙ୍କୁ ଚାଷୀଙ୍କ ଠେଲାପେଲା

ନୂଆପଡା ଅଫିସ,୧୬।୧: ନୂଆପଡା ମଣ୍ଡିରେ ତିନିଦିନ ଧରି ୫ହଜାର ବସ୍ତା ଧାନ ପଡ଼ି ରହିଛି। ଏହି ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଗୁରୁବାର ଘେରାଉ କରିଛନ୍ତି। ଏପରିକି ଅସନ୍ତୋଷ ଚାଷୀମାନେ ଅଧିକାରୀଙ୍କୁ ଠେଲାପେଲା କରିଥିବା ସୂଚନା…

ହୁଗୁଳା ଉନ୍ନୟନ

ଜନମଙ୍ଗଳ ରାଷ୍ଟ୍ରରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ । ଏହାକୁ ହିଁ ଉନ୍ନୟନ ବୋଲି କୁହାଯାଏ । ଏଥିରେ ଖିଲାପ ହେଲେ ପ୍ରଶାସନ ବାଟ ହୁଡୁଛି ବୋଲି ସମାଲୋଚନା କରାଯାଏ । ବିଶେଷ କରି…

ନ୍ୟାସ୍‌ନାଲ କଲେଜ କ୍ୟାମ୍ପସରେ ୩ ଭାଲୁ

ନୂଆପଡା ଅଫିସ,୪।୧-ଦିନ ଦ୍ୱିପ୍ରହରେ ନୂଆପଡା ଜିଲା ସଦର ମହକୁମାରେ ଥିବା ନ୍ୟାସନାଲ କଲେଜ କ୍ୟାମ୍ପସକୁ ଶୁକ୍ରବାର ୩ଟି ବଣୁଆ ଭାଲୁ ଆସି ଆତଙ୍କ ଚଳାଇଥିବା ଦେଖାଯାଇଛି। ଅପରାହ୍ନ ୪ଟାବେଳେ ଆସି ଆଡ୍ଡା ଜମାଇ ରହିଛନ୍ତି। ଏହା କଲେଜ କର୍ମଚାରୀମାନଙ୍କ ପାଇଁ ମୁଣ୍ଡ…

ବିଦ୍ୟୁତ୍‌ ତାର ଛିଡ଼ି ମା’ଝି’ର ମୁ୍‌ର୍‌ତୁ ଘଟନା: ପରିବାରକେ ମିଲ୍‌ଲା ୫ ଲାଖ୍‌ କ୍ଷତିପୂରନ

  ନୂଆପଡା ଅଫିସ/ସିନାପାଲି/ବରଗାଁ,୪ା୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ମଖାପଦର ଗଁାରେ ୧୧ କେଭି ବିଦ୍ୟୁତ୍‌ ତାର ଛିଡ଼ି ଗୁଟେ ପରିବାରର ମା’ଝି’ର ମୁର୍‌ତୁ ହେଇଥିଲା। ଘଟନାର ୪୮ ଘଁଟା ଉତାରୁ ବିଦ୍ୟୁତ୍‌ ବିଭାଗ୍‌ ପୀଡ଼ିତ ପରିବାରକେ ସାହାଯ୍‌ ଟଁକା…

କୋମନା ବ୍ଲକରେ ହାଡଭଂଗା ଶୀତ: ରାଏତ୍‌ବେଲା ୬ ଡିଗ୍ରୀକେ ଖସୁଛେ ତାପ୍‌ମାନ

କୋମନା, ୩।୧ (ଡି.ଏନ୍‌.ଏ.)- ଦିନାକେତେ ହେଲା ପଶ୍ଚିମ ଓଡ଼ିଶାରେ ହାଡ଼ଭଂଗା ଶୀତ ହେଉଛେ। ରାଏତ୍‌ବେଲା ବଡ଼ଭାଗି ସହରର ତାପ୍‌ମାନ ୧୦ ଡିଗ୍ରୀ ତଲେ ରହୁଛେ। ଏନ୍‌ତାଥି ବୁଢ଼ାବୁଢ଼ି, ଛୁଆପିଲା, ରୁଗୀମାନେ ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ଇ ହିସାବେ ନୂଆପଡ଼ା ଜିଲା କୋମନା…

ହାତୀବନ୍ଧାରେ ‘ମୋ ଗାଁରେ ତହସିଲ’ କାଯ୍‌କରମ

ସିନାପାଲି, ୩।୧ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ତହସିଲ ଅଧୀନ ହାତୀବନ୍ଧାନେ ସିନାପାଲି ତହସିଲ ତରଫୁ ‘ମୋ ଗଁାରେ ତହସିଲ’ କାଯ୍‌କାରମ ଅନୁଷ୍‌ଠିତ ହେଇଯାଇଛେ। ସିନାପାଲି ତହସିଲଦାର କପିଳଦେବ ସାହୁକଁର ସଭାପତିତ୍ୱନେ ଅନୁଷ୍‌ଠିତ ଇ କାଯ୍‌କରମରେ ନୂଆପଡ଼ା ଉପଜିଲାପାଳ ତରଣୀସେନ ନାଏକ…

ବାପ୍‌ ଆରପାରେ: ଦୁଇ ପୁଓର ଭବିଷତ୍‌ ଚିନ୍‌ତାରେ ମା’

କୋମନା, ୪।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍‌ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍‌ଭାଲ, ଭବିଷତ୍‌ ଚିନ୍‌ତାରେ ସେ ଭାଂଗି ପଡ଼ିଛନ୍‌। ଏନ୍‌ତାଥି ସେ ସରକାରୀ ସାହାଯ୍‌ ଲାଗି ପରଶାସନକେ…

ଚିକିଛା ଅଭାବୁ ମୁର୍‌ତୁ ସଂଗେ ଯୁଝୁଛନ୍‌ ରବି

  କୋମନା, ୨।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍‌ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର ଶିକାର ହେଇ ସେ ଖଟେ ପଡ଼ି ରହିଛନ୍‌। ଏନ୍‌ତାଥି ଟଁକା ପଏସା ଅଭାବ୍‌କେ ଚିକିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?