ଶିଁକ୍ଲା ବଁଧା ଜୀବନ୍ ବିତଉଛନ୍ ଟୁନୁରାମ
ସିନାପାଲି, ୧।୧୧(ଡି.ଏନ୍.ଏ.)- ସରକାର ମାନସିକ୍ ରୁଗୀକର ଚିକିଛା ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ ଅନେକ୍ ଜାଗାରେ ସଚେତନତା ଅଭାବୁ ଗରିବ୍ଦୁଖି ସରକାରକଁର ଇ ସୁବିଧା ସୁଯୋଗ ପାଏବାରୁ ବଁଚିତ୍ ହେଉଛନ୍। ଏନ୍ତା ଗୁଟେ ଉଦାହରନ୍ ଦେଖ୍ବାକେ ମିଲିଛେ ସିନାପାଲି…
ଅଜନା ରୋଗ୍ରେ ପୀଡ଼ିତ ହୀରାଦେଈ
ଖଡିଆଳ,୨୩।୧୦(ଡି.ଏନ୍.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗଁାର କେତୁ ଷଣ୍ଢକଁର ମାଏକିନା ହୀରାଦେଈ ଷଣ୍ଢ। ଆଏଜ୍କେ ୨ ବଛର ହେଲା କେହେନ୍ସି ଗୁଟେ ଅଜନା ରୋଗ୍ ପରଭାବରେ ତାକର ହାତ୍ଗୋଡ଼ ବଁକା ହେଇଯାଇଛେ। ପରିବାରଟା ନିହାତି ଗରିବ୍ ହେଇଥିଲାବେଲେ ହୀରାଦେଈ…
ମଝି ରାସ୍ତାରେ ବଁଧର ଭରମ୍
ସିନାପାଲି, ୧୬।୧୦ (ଡି.ଏନ୍.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ସିଙ୍ଗଝର-ଦେଭୋଗ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛେ। ହେଲେ ରାସ୍ତାଟା ଠିକ୍ ହିସାବେ ତିଆର ନାଇଁ ହେଇ। ଯେନ୍ଥିରଲାଗି ରାସ୍ତା ମଝିରେ ପୁଚ୍କୁନା ପାଏନ୍ ଜମି ଗୁଟେ ବଁଧ୍ର ଭରମ୍ ସୁରୁଷ୍ଟି କରୁଛେ।…
୧୩ ବର୍ଷର ବାଳକଙ୍କ ଉପରେ ପଡିଗଲା ରାବଣ ପ୍ରତିକୃତି
ନୂଆପଡା ଅଫିସ୍,୯।୧୦: ନୂଆପଡା ଜିଲା କୋମନା ଥାନା କାଣ୍ତେତରା ଗାଁରେ ରାବଣ ପ୍ରତିକୃତି ପଡି ଜଣେ ୧୩ ବର୍ଷର ବାଳକ ଗୁରୁତର ଆହତ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, କାଣ୍ତେତରା ଗାଁରେ ରାବଣ ପୋଡି ଉତ୍ସବ…
ଚିକିଛା ଅଭାବୁ ଖଟେ ପଡ଼ିଛେ ବାପ୍ : ଦାଦନ୍ ସରଦାର ହାତେ ନାବାଲିକ୍ ଝି’ର ଭବିଷତ୍
ସିନାପାଲି, ୫ା୧୦ (ଡି.ଏନ୍.ଏ.)- ପଶ୍ଚିମ ଓଡ଼ିଶାରେ ଦାଦନ୍ ସମସିଆ ସରକାରକଁର ମୁଡ଼ଦୁଖାର କାରନ୍ ସାଜିଛେ। ସରକାର ଇଥିରଲାଗି ଯେତେ ଯୋଜନା କଲେ ବି କାହିଁ ନାଇଁ କାହିଁ ପୁଲ ପଡ଼ିଯାଉଛେ। ହକ୍ଦାର ଲୋକ୍ ଯୋଜନାର ଲାଭ୍ ପାଇ ନାଇଁପାରବାର। ଯେନ୍ଥିରଲାଗି ଦାଦନ୍…
ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ
ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା ଜିଲା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ…
ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ବିନପୁର ଚାମ୍ପିୟନ
ବୋଡେନ,୪।୧୦(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ଟେମରି (ଦଣ୍ଡେଇବସା) ଚାରିଛକ ଖେଳ ପଡିଆଠାରେ ଗତ ୨୪ ତାରିଖରୁ ଚାଲିଥିବା ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ଖେଳ ବିନପୁର ଓ ଫରସରା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିନପୁର…
୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ
ଖଡିଆଳ,୪।୧୦(ଡି.ଏନ.ଏ.) – ନୂଆପଡା ଜିଲା ଖଡିଆଳ ବନାଞ୍ଚଳ ପକ୍ଷରୁ ୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି । ଏହା ଆସନ୍ତା ୮ ତାରିଖରେ ଉଦଯାପିତ ହେବ। ଏହି ପରିପ୍ରେକ୍ଷୀରେ ଗୁରୁବାର ଖଡିଆଳ ବନାଞ୍ଚଳ ପକ୍ଷରୁ ଖଡିଆଳ ୱେଷ୍ଟର୍ଣ୍ଣ ଓଡିଶା ପବ୍ଲିକ…
ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ରହିଛି
ନୂଆପଡା ଅଫିସ,୪ା୧୦- ସ୍ଥାନୀୟ ମହାମାୟା କଲେଜରେ ଚାଲିଥିବା ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର ଉଦ୍ଯାପିତ ହୋଇଯାଇଛି। ଗୁରୁବାର ମହାମାୟା କଲେଜରୁ ଛାତ୍ରୀଛାତ୍ରମାନଙ୍କ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ। ପରେ କଲେଜରେ ଉଦ୍ଯାପନୀ ଉତ୍ସବରେ…
ସମାଜ ସଂସ୍କାର ପାଇଁ ବରିଷ୍ଠ ନାଗରିକମାନେ ମଙ୍ଗୁଆଳ: ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ
ନୂଆପଡା ଅଫିସ,୨।୧୦ – ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିଥାଏ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ଜିନିଷ ଉପରେ ନିଖୁଣ ପାରଙ୍ଗମତା ରହିଛି। ସେମାନଙ୍କ ଉଚିତ ମାର୍ଗଦର୍ଶନରେ ସମାଜ ଚାଲିଛି। ଏହାର ସଦୁପଯୋଗ ହେବା ଆବଶ୍ୟକ। ବରିଷ୍ଠ ନାଗରିକମାନେ ସମାଜ ସଂସ୍କାରର…
ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ
ନୂଆପଡା ଅଫିସ,୨ା୧୦- ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ରକ୍ତଭଣ୍ଡାର ପକ୍ଷରୁ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ରକ୍ତଭଣ୍ଡାର ମୁଖ୍ୟ ଡା. ଲଳିତ ମୋହନ ବିଶି ସଭାପତିତ୍ୱ କରିଥିବାବେଳେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଜ୍ୟୋତ୍ସ୍ନାରାଣୀ…
ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର
ନୂଆପଡା ଅଫିସ,୨ା୧୦ – ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ନ୍ୟାଶନାଲ କଲେଜ ଛାତ୍ରୀଛାତ୍ରମାନେ ଗୋଟିଏ ପାଦ ଆଗକୁ ଆସି ନିୟମ ମାନି ଚଳୁଥିବା…

