ବିଜ୍ଞାନ,କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ନୂଆପଡା ଗସ୍ତ: ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା; ଯୋଗେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା
ନୂଆପଡ଼ା ଅଫିସ,୧୯ା୮ : ପୂର୍ବତନ ପର୍ଯ୍ୟଟନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜ୍ଞାନ, କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଦିନିକିଆ ନୂଆପଡା ଗସ୍ତରେ ଆସି ଜିଲାର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ସ୍ଥାନୀୟ…
ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍ ଘଟଣା:ସିଏସ୍ପି ମୁଖ୍ୟ ଗିରଫ
ନୂଆପଡା ଅଫିସ,୧୭ା୮ ଏସ୍ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନୂଆପଡା ପୋଲିସ । ଅଭିଯୁକ୍ତ ଜଣକ…
କାର୍ଯ୍ୟାଦେଶ ମିଳିଛି, ଟଙ୍କା ମିଳୁନି: ସ୍ଲାବ ପାଇଁ ଟଙ୍କା ନାହିଁ; ଭଙ୍ଗା ଘର ଭରସା
ନୂଆପଡା ଅଫିସ,୧୫ା୮ : ସରକାର କାହାରିକୁ ଖପର ଘରେ ରହିବାକୁ ଦେବେ ନାହିଁ ବୋଲି ହଜାର ହଜାର ସଂଖ୍ୟାରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇଦେଉଛନ୍ତି । ହେଲେ ସେଗୁଡିକର ପରିଚାଳନା ବ୍ୟବସ୍ଥା ଢିଲା ପଡିଥିବା ଯୋଗୁ ଥିଲାବାଲା ଲୋକ ଶୀଘ୍ର ଏଥିରୁ…
ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ
ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ପ୍ରଦାନ ସହ ଉଜ୍ଜ୍ୱଳା ଯୋଜନାରୁ ମହିଳାଙ୍କୁ ଗ୍ୟାସ ବଣ୍ଟନ…
ଜିଲା ପରିଷଦ ଜୋନସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ
ସିନାପାଲି,୧୪।୮(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ୍ କାର୍ଯ୍ୟାଳୟ ସଭାଗୃହରେ ୧୪ ନଂ. ଜିଲା ପରିଷଦ ଜୋନସ୍ତରରେ ସମସ୍ତ ବିଦ୍ୟାଳୟ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲ। ଗୋଷ୍ଠୀ ଶିକ୍ଷାଧିକାରୀ ଜଗଦୀଶ ପ୍ରସାଦ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏବିଇଓ ଉତ୍କଳମଣି…
ଗୋଡଫୁଲା ଗାଁ ବସ୍ତିରେ ଆଣ୍ଠୁଏ ପାଣି
ନୂଆପଡା ଅଫିସ,୧୪ା୮-ନୂଆପଡା ଜିଲା ସଦର ବ୍ଲକର ଗୋଡଫୁଲା ଗ୍ରାମପଞ୍ଚାୟତ ସଦର ଗାଁରେ ଲଗାଣ ବର୍ଷା ଲାଗିରହିଥିବାରୁ ଏଠାରେ ନାହିଁ ନ ଥିବା ଅସୁବିଧା ହୋଇଛି । ଗାଁରେ ଠିକ ଭାବେ ଡ୍ରେନେଜ ବ୍ୟବସ୍ଥା ନ ଥିବାବେଳେ କିଛି ଅସାଧୁ ଲୋକ ପାଣିକୁ…
ଦୃଷ୍ଟି ବାଧିତ ଶିଶୁଙ୍କର ଶିଖିବାର ଅଧିକାର ରହିଛି: ଦୃଷ୍ଟିବାଧିତଙ୍କୁ ଡେଜିପ୍ଲେୟର ବଣ୍ଟନ
ନୂଆପଡା ଅଫିସ,୧୪ା୮-ଭିନ୍ନକ୍ଷମମାନେ ଅକ୍ଷମ ନୁହନ୍ତି। ସେମାନଙ୍କଠାରେ ଅନନ୍ୟ ପ୍ରତିଭା ଭରି ରହିଛି । ସେମାନଙ୍କ ମଧ୍ୟ ଶିକ୍ଷାଧିକାର ରହିଛି। ବିଶେଷ କରି ଦୃଷ୍ଟିବାଧିତ ଶିଶୁଙ୍କ ଶିଖିବାର ଅଧିକାରକୁ ଅଗ୍ରାଧିକାର ଦେବାର ପରମକର୍ତ୍ତବ୍ୟ ରହିଛି ବୋଲି ମତପ୍ରକାଶ ପାଇଛି । ମଙ୍ଗଳବାର ସ୍ଥାନୀୟ…
ଗ୍ରାମ ପୋଖରୀରେ ୨ କୁମ୍ଭୀର : ଲୋକେ ଆତଙ୍କିତ
ଗଣିଆ,୧୩।୮(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ଗୋପୀନାଥପୁର ଗ୍ରାମ ପୋଖରୀରେ ୨ଟି କୁମ୍ଭୀର ରହିଥିବା ଦେଖିବାକୁ ମିଳିଛି । ପାଖାପାଖି ଥିବା ଦୁଇଟି ପୋଖରୀରେ କୁମ୍ଭୀର ୨ଟି ଦେଖି ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । କୁମ୍ଭୀର ଆକ୍ରମଣ ଭୟରେ…
ବରଷା ଉତାରୁ ଜୋରସୋରରେ ଚାଲିଛେ ଧାନ୍ରୁଆ
କୋମନା,୧୩ା୮(ଡି.ଏନ୍.ଏ.): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍। ରାଏଜର ବଡ଼ଭାଗି ଲୋକ୍ ଚାଷ୍ବାସ ଉପରେ ନିରଭର କରି ନିଜର ଜୀବନ୍ ଜୀବ୍କା ଚଲଉଛନ୍। ଚଲତି ବଛର ପାନିପାଗ ବିଭାଗର ବି ଆଗତୁରା ଅନ୍ମାନ କରିଥିଲା ଯେ, ଇ ବଛର ବରଷାଟା…
ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ
ନୂଆପଡା ଅଫିସ/ବୋଡେନ,୧୨ା୮: ନୂଆପଡା ଜିଲା ବୋଡେନ ବ୍ଲକ ସଭାଗୃହରେ ବିଡିଓ ପୂର୍ଣ୍ଣ ନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ସ୍ବାଧୀନତା ଦିବସ ପାଳନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିଆରପିଏଫ ଆସିଣ୍ଟାଣ୍ଟ କମାଣ୍ଡାଣ୍ଟ ଗଣେଶ, ପୋଲିସ ସବଇନ୍ସପେକ୍ଟର ଦିବ୍ୟ…
ହରିପୁର ଆଶ୍ରମରେ ଶ୍ରାବଣୀ ଉତ୍ସବ
ନୂଆପଡା ଅଫିସ,୧୨ା୮ ବିଶ୍ୱର ଆଦ୍ୟ ଜ୍ଞାନର ଉତ୍ସ ଏବଂ ଋଷିଙ୍କ ଦ୍ୱାରା ସାକ୍ଷାତକୃତ ଈଶ୍ୱରୀୟ ବାଣୀ ଚତୁର୍ବେଦ ପ୍ରଚାର, ପ୍ରସାର ଏବଂ ସ୍ବାଧ୍ୟାୟର ଆଲୋଚନା, ପର୍ଯ୍ୟାଲୋଚନା ଉଦ୍ଦେଶ୍ୟରେ ସ୍ଥାନୀୟ ହରିପୁରସ୍ଥିତ ଗୁରୁକୁଳ ଆଶ୍ରମରେ ଶ୍ରାବଣୀ ଉତ୍ସବ ପାଳିତ ହୋଇଯାଇଛି। ରବିବାର ପୂର୍ବାହ୍ନ…
କବିତା ପାଠତ୍ସୋବ, ଆଧ୍ୟାତ୍ମିକ ଆଲୋଚନାଚକ୍ର: ମାନବ ସେବା ହିଁ ମାଧବ ସେବା
ଖଡିଆଳ,୧୨।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ବ୍ଲକ ଦମାପଲା ଗ୍ରାମରେ କବିତା ପାଠତ୍ସୋବ ଏବଂ ଆଧ୍ୟାତ୍ମିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ ବଳଭଦ୍ର ମହାଉତିଙ୍କ ଅଧ୍ୟକ୍ଷତାରେ ଖଡିଆଳ ଅଞ୍ଚଳର ଅନେକ କବି ଓ ସାହିତ୍ୟକ ଯୋଗଦାନ କରି ନିଜ କବିତା ପାଠ…
Archives


