ନୂଆପଡ଼ା

ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ବଲାଙ୍ଗୀର ବିଜୟୀ

କୋମନା,୧।୧୦(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧ ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଟୁର୍ନାମେଣ୍ଟରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାର ପ୍ରତିଷ୍ଠିତ ଫୁଟବଲ ଦଳ ଭାଗ ନେଇଛନ୍ତି।…

ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ ଲଢିବା ଦରକାର ବୋଲି ମତ ପ୍ରକାଶ ପାଇଛି। ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡଠାରେ…

ନ୍ୟାଶନାଲ ହାଇସ୍କୁଲରେ ଆଇନ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୧ା୧୦ ନୂଆପଡା ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲ ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣର ଅଧ୍ୟକ୍ଷ ଅସୀମ କୁମାର ଦଳବେହେରା ସଭାପତିତ୍ୱ କରିଥିବାବେଳେ ସିଜେଏମ ସଞ୍ଜୀବ କୁମାର ସାମନ୍ତ, ଅତିରିକ୍ତ…

ସାଲିହାରେ କ୍ରାନ୍ତି ଦିବସ ବୀରଭୂମି ସାଲିହାର ସଂଗ୍ରାମୀ ଚିରନମସ୍ୟ

ନୂଆପଡ଼ା ଅଫିସ,୧ା୧୦ ସଦର ବ୍ଲକ ସାଲିହା ଶହୀଦ ସ୍ମୃତି ସ୍ତମ୍ଭ ନିକଟରେ ସୋମବାର ସାଲିହା କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଖାମସିଂ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମହାସମୁନ୍ଦ ଏମପି ଚୁନ୍ନିଲାଲ ସାହୁ ମୁଖ୍ୟଅତିଥି, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ…

୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ…

ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା; ଖେଳ ବିଦ୍ୟାଳୟ ପାଠ୍ୟକ୍ରମର ଅଭିନ୍ନ ଅଙ୍ଗ

ନୂଆପଡା ଅଫିସ, ୩୦ା୯: ପ୍ରାଚୀନ ଆଶ୍ରମ ଶିକ୍ଷାପ୍ରଣାଳୀରେ ଶିକ୍ଷା ବ୍ୟବସ୍ଥାରେ କ୍ରୀଡ଼ା ଯୋଡି ହୋଇଯାଇଥିଲା । ଏହା ବର୍ତ୍ତମାନ ମଧ୍ୟ ଚାଲିଛି । ଏହା ଦ୍ୱାରା ଶିକ୍ଷାର୍ଥୀଙ୍କର ଶାରୀରିକ ଏବଂ ମାନସିକସ୍ତରରେ ବିକାଶ ହୋଇଥାଏ । ତେଣୁ ବିଦ୍ୟାଳୟ ପାଠ୍ୟକ୍ରମରେ ଖେଳ…

ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ନୂଆପଡା ଅଫିସ,୨୮ା୯ ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ…

ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ

ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ ଯାଉଛୁ…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡା ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଗୁରୁବାର ସିନାପାଲି ଉଚ୍ଚ ବିଦ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୮୨ ଜଣ ଭିନ୍ନକ୍ଷମ ବସ୍‌ ଓ ଟ୍ରେନ୍‌ ପାସ…

ଜିଲା କଂଗ୍ରେସର ଗାନ୍ଧି ଜୟନ୍ତୀ ପାଇଁ ପ୍ରସ୍ତୁତି: ୨ରୁ ଜିଲା ବ୍ୟାପୀ ଗଣପଦଯାତ୍ରା

ନୂଆପଡା ଅଫିସ,୨୭।୯-କେନ୍ଦ୍ରର ମୋଦି ସରକାରଙ୍କ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ କମ୍‌ ତାଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ମର୍ଯ୍ୟାଦା ଦେଉଛନ୍ତି। ଏହାକୁ ନୂଆପଡା ଜିଲା କଂଗ୍ରେସ ତୀବ୍ର ବିରୋଧ କରିବ। ବାପୁଜୀଙ୍କ ନୀତି ଏବଂ ଆଦର୍ଶର ପ୍ରଚାର ପ୍ରସାର ସକାଶେ…

ତାଲୁକସ୍ତରୀୟ ଆଇନ ସଚେତନତା ଶିବିର

ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଜି.ମେ. ମହାବିଦ୍ୟାଳୟ ପରିସରରେ ଗୁରୁବାର ଏକ ତାଲୁକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସିନାପାଲିସ୍ଥିତ ଆଇନ ସେବା ପ୍ରାଧୀକରଣ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଶବିରରେ ସିନାପାଲି ଜେଏମଏଫ୍‌ସି ମାଜିଷ୍ଟ୍ରେଟ ସରୋଜିନୀ ସାହୁ…

ନୂଆପଡା ପଞ୍ଚାୟତ ସମିତି ବୈଠକ: ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ସମୁଚିତ ମର୍ଯ୍ୟାଦା ମିଳୁନାହିଁ; ବୈଠକ ପ୍ରାରମ୍ଭରେ ଝଡ

ନୂଆପଡା ଅଫିସ,୨୭ା୯-ନୂଆପଡା ଜିଲା ସଦର ବ୍ଲକ ସବୁ କ୍ଷେତ୍ରରେ ଅବହେଳିତ। ଏଠାରେ ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ରହିଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଏକ ପ୍ରକାର ଭୁଶୁଡି ପଡିିଛି। ବିଭିନ୍ନ ସମୟରେ ଏଠିକାର ଜନପ୍ରତିନିଧିମାନଙ୍କୁ ଉପେକ୍ଷା କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?