ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ
ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…
ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍ପି
ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…
ମାଓବାଦୀ ଗଡରେ ମହିଳା ଜିଲାପାଳ; ସୁନାବେଡାବାସୀଙ୍କ ସବୁ ସମସ୍ୟା ବୁଝିଲେ
ନୂଆପଡା ଅଫିସ,୧୬ା୯: ନୂଆପଡା ଜିଲାର ମାଓବାଦୀଙ୍କ ଗଡ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟରେ ଖୁବ କମ୍ ଅଧିକାରୀ ପାଦ ମାଡିଛନ୍ତି । ସେମାନେ ବି କଡା ସୁରକ୍ଷା ବ୍ୟବସ୍ଥା ଭିତରେ ଯାଇଥିବାବେଳେ ବର୍ତ୍ତମାନ ଜିଲାପାଳ ମଧୁସ୍ମିତା ସାହୁ ବିନା ପୋଲିସ କର୍ଡନରେ ଦିନସାରା…
ସଚେତନତାରେ ପୋଲିସ, ଓକିଲ ସଂଘ କର୍ମକର୍ତ୍ତା ସାମିଲ; ହେଲମେଟ ପିନ୍ଧିବା ପାଇଁ ଏସ୍ପି ପରାମର୍ଶ ଦେଲେ
ନୂଆପଡା ଅଫିସ,୧୬ା୯ : ପରିବର୍ତ୍ତିତ ପରିବହନ ଅଧିନିୟମକୁ କଡାକଡି କାର୍ଯ୍ୟାନ୍ବୟନ କରିବା ପୂର୍ବରୁ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ଆଣିବାକୁ ଜିଲା ପୋଲିସ ଉଦ୍ୟମ ଆରମ୍ଭ କରିଛି। ବିଭିନ୍ନ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ପ୍ରତିଦିନ ବିକଳ୍ପ ଖୋଜି ଲୋକଙ୍କ ମଧ୍ୟରେ…
ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ
କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ଭେଲା ଦଳକୁ ହରାଇ ଚାମ୍ପିୟନ ହୋଇଛି। ପୂର୍ବାହ୍ନରେ ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ…
ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା
ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ, ଉପସଭାପତି ତଥା କାର୍ଯ୍ୟକାରୀ ସଭାପତି ଚଞ୍ଚଳ ସଗରିଆ,…
ଉଚ ଶିକ୍ଷାରୁ ବଁଚିତ୍ ଜ୍ୟୋତିଜୟା ଘଟଣା: କୋମନା କଲେଜରେ ନାଁ ଲେଖାଲେ ଜ୍ୟୋତିଜୟା
କୋମନା, ୧୧ା୯ (ଡି.ଏନ୍.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍ ଅଧୀନ ମହୁଲଭଟା ଗଁାର ଗରିବ ଛାତ୍ରୀ ଜ୍ୟୋତିଜୟା ପାତ୍ର ଟଁକା ଅଭାବୁ ଉଚ ଶିକ୍ଷାରୁ ବଁଚିତ୍ ହେଇ ରହିଥିଲେ। ଇଥିରଲାଗି ଜ୍ୟୋତିଜୟାକଁର ମା’ ଝି’ର ପାଠ୍ପଢ଼ା ସାହାଯ୍ ଲାଗି…
ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁନାମେଣ୍ଟ: ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ବିଜୟୀ
କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ମିନି ଷ୍ଟାଡିୟମରେ ଭେଲା ଫୁଟବଲ ଆସୋସିଏଶନ ପକ୍ଷରୁ ଚାଲିଥିବା ପ୍ରଥମ ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଦ୍ୱିତୀୟ ମ୍ୟାଚରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ବିଜୟୀ ହୋଇଛି। ମଙ୍ଗଳବାର ପୁଲ ଏ’ର…
ଦମାପଲା ଗ୍ରାମରେ ନୂଆଁଖାଇ ଭେଟ୍ଘାଟ୍, କବିତା ପାଠୋତ୍ସବ
ଖଡିଆଳ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ଖଡିଆଳ ବ୍ଲକ ଚିନ୍ଦାଗୁଡା ପଞ୍ଚାୟତ ଦମାପଲା କ୍ଲବ ଗୃହରେ ନୂଆଁଖାଇ ଭେଟ୍ଘାଟ୍ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଥାନାଧିକାରୀ ନନ୍ଦକିଶୋର ପ୍ରଧାନୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ବିଶିଷ୍ଟ ସଙ୍ଗୀତଜ୍ଞ ନନ୍ଦଲାଲ ବାରିକ,…
ବୋଡେନ ପଞ୍ଚାୟତ ସମିତି ବୈଠକ: ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା
ବୋଡେନ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ଷଷ୍ଠ ସମିତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧକ୍ଷା ପ୍ରେମଶିଳା ନାଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବୋଡେନ ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ ସଭା ପରିଚାଳନା କରିଥିଲେ। ନୂଆପଡା ଜିଲା ପରିଷଦ…
ଭାଜପାର ସାଙ୍ଗଠନିକ ନିର୍ବାଚନ କର୍ମଶାଳା
କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପଠାରେ ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ କର୍ମଶାଳା ଅନୁଷ୍ଠିିତ ହୋଇଯାଇଛି। ସହସଙ୍ଗଠନ ମନ୍ତ୍ରୀ ରଞ୍ଜନ ପଟେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ବୁଥ ଓ ମଣ୍ଡଳସ୍ତରୀୟ କର୍ମୀଙ୍କୁ ନିର୍ବାଚନ ପ୍ରକ୍ରିୟା ଉପରେ ମାର୍ଗଦର୍ଶନ କରିଥିଲେ। ସମ୍ମାନିତ ଅତିଥି…
ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଶାସନି ଟିମ୍
ସିନାପାଲି,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ସିନାପାଲି ତହସିଲ ଅନ୍ତର୍ଗତ ଛତିଶଗଡ ସୀମାନ୍ତରେ ଥିବା ନୂଆମାଲପଡା ଗ୍ରାମ ଚାଷୀଙ୍କ ଜମିକୁ ଜବରଦସ୍ତ ଛଡାଇ ନେଇ ଛତିଶଗଡ ରାଜ୍ୟର ଚାଷୀ ଚାଷ କରୁଥିବା ଅଭିଯୋଗ ହେଉଛି। ଏହି ଘଟଣା ସମ୍ପର୍କରେ ମଙ୍ଗଳବାର ଗଣମାଧ୍ୟମରେ ଖବର ପ୍ରକାଶ ହେବା…
Archives


