ନୂଆପଡ଼ା

ମୁସରଙ୍ଗି ଜଙ୍ଗଲରେ ବାଘ ଆତଙ୍କ

ନୂଆପଡ଼ା ଅଫିସ,୮ା୮: ସ୍ଥାନୀୟ ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ଟି କଲରାପତରିଆ ବାଘ ବୁଲୁଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି । ବୁଧବାର ସକାଳେ ସ୍ଥାନୀୟ ଜଙ୍ଗଲରେ ବାଘ ଦୁଇଟି ଘୁରି ବୁଲୁଥିବା କୁକୁଡାଟାଲ ଗ୍ରାମବାସୀ…

ଖଡିଆଳ ଓକିଲ ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଖଡିଆଳ,୮।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଓକିଲ ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଖଡିଆଳ, ସିନପାଲି, ବୋଡେନ ଅଞ୍ଚଳର ସମସ୍ତ ମାମଲାକୁ ଖଡିଆଳ ସିନିୟର ସିଭିଲ ଜଜ୍‌ ତଥା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାର…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଡୁମେରପାଣି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ହେମିନ ବିନାୟକ ସଭାପତିତ୍ୱ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଧନୀରାମ ସାହୁ, ବ୍ଲକ ଉପାଧ୍ୟକ୍ଷ ଚିନିଲାଲ ସାହୁ, ତେଜବାଈ ଜଗତ, ନିର୍ବାହୀ…

ଏସ୍‌ବିଆଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଏସବିଆଇ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୂଆପଡା ଆନୁକୂଲ୍ୟରେ ମହିଳାମାନଙ୍କୁ ସିଲେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଶିକ୍ଷଣ ଶିବିରର ନିର୍ଦ୍ଦେଶକ ରଶ୍ମିରଞ୍ଜନ ମହାନ୍ତି ସଭାପତିତ୍ୱ କରିଥିବାବେଳେ ଡିଆରଡିଏ ପିଡି ବୃଷଭ ଚନ୍ଦ୍ର ନାଏକ ମୁଖ୍ୟଅତିଥି, ଓଏଲଏମର ଡିପିଏମ ଟିମନ…

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ: ଏକ ସୁସ୍ଥ ଶିଶୁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ

ନୂଆପଡା ଅଫିସ,୬ା୮: ଏକ ସୁସ୍ଥ ଶିଶୁ ସୁସ୍ଥ ନାଗରିକ ହୋଇ ଗଢିତୋଳି ହୁଅନ୍ତି । ସୁସ୍ଥ ନାଗରିକ ଦେଶର ଉଜ୍ଜ୍ୱଳ ଭବିଷ୍ୟତ । ତେଣୁ ଏକ ସୁସ୍ଥ ନାଗରିକ ଗଢିବାର ଗୁରୁଦାୟୀତ୍ୱ ମା’ମାନଙ୍କ ରହିଥାଏ । ଏହା ଏତିକି ବେଳେ ସମ୍ଭବ…

ପିଡିଏସ୍‌ ସାମାନ ଲାଗି ଦିବ୍ୟାଙ୍ଗ ହଟହଟା

ସମ୍ବଲପୁର,୬ା୮(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ହୀରାକୁଦ ତାରାସିଂପଡ଼ାର ଦିବ୍ୟାଙ୍ଗ ବିପିନ ହରିପାଲ। ସେ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ ହେଇ କ୍ର.ନଂ ୨୮୧୪୧୨୨୦୫୬୮ରେ କାର୍ଡ ପାଇଛନ୍‌। ହେଲେ ୩ ବଛର ହେଲା କାର୍ଡ ଥିଲେ ବି ସେ ପିଡିଏସ୍‌ ସାମାନ ପାଏବାରୁ…

କ୍ଲଷ୍ଟର ବୋରୱେଲକୁ ବିଜୁଳି, ମୋଟର ଲାଗୁନିଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ ଚାଷୀ

ନୂଆପଡା ଅଫିସ,୬ା୮ ଆଜକୁ ଲାଗ ଲାଗ ୪ରୁ ୫ ବର୍ଷଧରି ମରୁଡି ପରିସ୍ଥିତି ଯୋଗୁ ଜିଲାର ଚାଷୀମାନେ ଘାଇଲା ହୋଇଗଲେଣି। ଅନ୍ୟପଟେ ଏଥିରୁ ରକ୍ଷା ପାଇବାକୁ ସରକାର ଚାଷୀଙ୍କୁ କ୍ଲଷ୍ଟର ଜରିଆରେ ବୋରୱେଲ ମାଧ୍ୟମରେ ଜଳ ସେଚନର ସୁବିଧା କରିବାକୁ ବ୍ୟବସ୍ଥା…

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ନୂଆପଡା ଅଫିସ,୬ା୮- ଶୈଶବରେ ସାଙ୍ଗ ସାଥୀ ମେଳରେ ଖେଳିବା ବୁଲିବା ବୟସ । ହେଲେ ରୋଗ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ଦୁଇ ଆଖିରେ ଦେଖିପାରୁ ନ ଥିବା ଡୁଲେଶ୍ୱର କାଳେତ (୮) ବର୍ତ୍ତମାନ ବିଦ୍ୟାଳୟ ଯାଇପାରୁନାହାନ୍ତି । ନୂଆପଡ଼ା ଜିଲା କୋମନା…

ଶିଶୁ ସୁରକ୍ଷା କାର୍ଯ୍ୟକ୍ରମର ସମୀକ୍ଷାସୁରକ୍ଷା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାମ କରିବା

ନୂଆପଡା ଅଫିସ,୩ା୮ ଜଣେ ସୁରକ୍ଷିତ ଶିଶୁ ହିଁ ଦେଶର ଉଜ୍ୱଳ ଭବିଷ୍ୟତ । ଶିଶୁଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଅହରହ କାମ କରିବାକୁ ପଡିବ ବୋଲି ଜିଲାପାଳ ମଧୁସ୍ମିତା ସାହୁ କହିଛନ୍ତି ।…

ସାରାବଙ୍ଗ ପଞ୍ଚାୟତ ସମ୍ମୁଖରେ ଧାରଣା

ନୂଆପଡା ଅଫିସ,୩ା୮ ନୂଆପଡା ଜିଲା ସଦର ବ୍ଲକ ସାରାବଙ୍ଗ ପଞ୍ଚାୟତରେ ଉନ୍ନୟନ କାମରେ ଅନିୟମିତତା ହୋଇଥିବା ନେଇ ସାରାବଙ୍ଗ ଗ୍ରାମବାସୀ ଆଜକୁ ଦେଢ ମାସ ହେବ ଧାରଣା ଦେଇଥିବାବେଳେ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପୁଞ୍ଜିଭୂତ ହେଉଛି…

ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗୀତା

ନୂଆପଡା ଅଫିସ,୨|୮-ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ଅଧ୍ୟକ୍ଷତା କରିଥିବାବେଳେ ଜିଲା ବିଜ୍ଞାନ ନିରୀକ୍ଷକ ଅଶ୍ୱିନୀ କୁମାର ଭୋଇ, ନ୍ୟାଶନାଲ ହାଇସ୍କୁଲ…

ସର୍ଗିମୁଣ୍ଡାରେ ଅନାହାର ମୃତ୍ୟୁ ପ୍ରସଙ୍ଗ: ଦଳିତ ଅଧିକାର ମଞ୍ଚର ବୋଡେନ ବ୍ଲକ ଘେରାଉ

ନୂଆପଡା ଅଫିସ/ବୋଡେନ,୨ା୮-ନୂଆପଡା ଜିଲା ବୋଡେନ ବ୍ଲକ କର୍ଲାକୋଟ ଗ୍ରାମପଞ୍ଚାୟତ ସର୍ଗିମୁଣ୍ଡା ଗାଁର ଗୌତମ ବେହେରାଙ୍କ ମୃତ୍ୟୁ ଅନାହାର ଜନିତ ହୋଇଥିଲା। ଏହି ଘଟଣା ଉପରେ ଜିଲା ପ୍ରଶାସନ କୌଣସି ଦୃଷ୍ଟି ନ ଦେଇ ଚୁପ ହୋଇ ରହିଛି ବୋଲି ଦଳିତ ଅଧିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri