ନୂଆପଡ଼ା

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଭାଜପା ପକ୍ଷରୁ ଫଳ ବଣ୍ଟନ

କୋମନା,୧୮।୯(ଡି.ଏନ.ଏ.)-ନୂଆପଡ଼ା ଜିଲା କୋମନା ପାତାଳେଶ୍ୱର ମଣ୍ଡଳ ଭାଜପା ପକ୍ଷରୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୬୯ତମ ଜନ୍ମଦିନ ପାଳନ କରାଯାଇଛି। ଏହି ଅବସରରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରୋଗୀମାନଙ୍କୁ ଓ କସ୍ତୁରବା ଗାନ୍ଧୀ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କୁ ଭାଜପା କାର୍ଯ୍ୟକର୍ତ୍ତାମାନେ ଫଳ ବଣ୍ଟନ…

ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ

କୋମନା,୧୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ସିହିନାମୁଣ୍ଡା ଗାଁର ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ଉଦ୍ୟାନବନ୍ଧ ଓ ମାନିଗୁଡା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନିଗୁଡା ଦଳ ଉଦ୍ୟାନବନ୍ଧ…

ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ବ୍ଲକସ୍ତରୀୟ ପ୍ରତିଯୋଗିତା

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟରେ ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଖଡିଆଳ ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ନକୁଲ ଶବରଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ…

ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ ।…

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…

ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍‌ପି

ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…

ମାଓବାଦୀ ଗଡରେ ମହିଳା ଜିଲାପାଳ; ସୁନାବେଡାବାସୀଙ୍କ ସବୁ ସମସ୍ୟା ବୁଝିଲେ

ନୂଆପଡା ଅଫିସ,୧୬ା୯: ନୂଆପଡା ଜିଲାର ମାଓବାଦୀଙ୍କ ଗଡ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟରେ ଖୁବ କମ୍‌ ଅଧିକାରୀ ପାଦ ମାଡିଛନ୍ତି । ସେମାନେ ବି କଡା ସୁରକ୍ଷା ବ୍ୟବସ୍ଥା ଭିତରେ ଯାଇଥିବାବେଳେ ବର୍ତ୍ତମାନ ଜିଲାପାଳ ମଧୁସ୍ମିତା ସାହୁ ବିନା ପୋଲିସ କର୍ଡନରେ ଦିନସାରା…

ସଚେତନତାରେ ପୋଲିସ, ଓକିଲ ସଂଘ କର୍ମକର୍ତ୍ତା ସାମିଲ; ହେଲମେଟ ପିନ୍ଧିବା ପାଇଁ ଏସ୍‌ପି ପରାମର୍ଶ ଦେଲେ

ନୂଆପଡା ଅଫିସ,୧୬ା୯ : ପରିବର୍ତ୍ତିତ ପରିବହନ ଅଧିନିୟମକୁ କଡାକଡି କାର୍ଯ୍ୟାନ୍ବୟନ କରିବା ପୂର୍ବରୁ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ଆଣିବାକୁ ଜିଲା ପୋଲିସ ଉଦ୍ୟମ ଆରମ୍ଭ କରିଛି। ବିଭିନ୍ନ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ପ୍ରତିଦିନ ବିକଳ୍ପ ଖୋଜି ଲୋକଙ୍କ ମଧ୍ୟରେ…

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ଭେଲା ଦଳକୁ ହରାଇ ଚାମ୍ପିୟନ ହୋଇଛି। ପୂର୍ବାହ୍ନରେ ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ…

ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା

ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ, ଉପସଭାପତି ତଥା କାର୍ଯ୍ୟକାରୀ ସଭାପତି ଚଞ୍ଚଳ ସଗରିଆ,…

ଉଚ ଶିକ୍ଷାରୁ ବଁଚିତ୍‌ ଜ୍ୟୋତିଜୟା ଘଟଣା: କୋମନା କଲେଜରେ ନାଁ ଲେଖାଲେ ଜ୍ୟୋତିଜୟା

କୋମନା, ୧୧ା୯ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଗରିବ ଛାତ୍ରୀ ଜ୍ୟୋତିଜୟା ପାତ୍ର ଟଁକା ଅଭାବୁ ଉଚ ଶିକ୍ଷାରୁ ବଁଚିତ୍‌ ହେଇ ରହିଥିଲେ। ଇଥିରଲାଗି ଜ୍ୟୋତିଜୟାକଁର ମା’ ଝି’ର ପାଠ୍‌ପଢ଼ା ସାହାଯ୍‌ ଲାଗି…

ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁନାମେଣ୍ଟ: ବାରିକ ଚ୍ୟାଲେଞ୍ଜର ଉଦ୍ୟାନବନ୍ଧ ବିଜୟୀ

କୋମନା,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ଭେଲାସ୍ଥିତ ହାଇସ୍କୁଲ ମିନି ଷ୍ଟାଡିୟମରେ ଭେଲା ଫୁଟବଲ ଆସୋସିଏଶନ ପକ୍ଷରୁ ଚାଲିଥିବା ପ୍ରଥମ ଭାନୁପ୍ରତାପ ଯୋଷୀ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଦ୍ୱିତୀୟ ମ୍ୟାଚରେ ଉଦ୍ୟାନବନ୍ଧ ବାରିକ ଚ୍ୟାଲେଞ୍ଜର ବିଜୟୀ ହୋଇଛି। ମଙ୍ଗଳବାର ପୁଲ ଏ’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?