ନୂଆପଡ଼ା

ଭଂଗା କୁରିଆରେ ବିତୁଛେ ଜୀବନ୍‌:ଘରଖଁଡ଼େ ଲାଗି ଗୁହାରି କରି ଦମ୍ପତି ନିରାଶ

ସିନାପାଲି, ୧୦।୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକ ନୂଆମାଲପଡ଼ା ଗଁାର ଅସାହା ଦମ୍ପତି ରାମ ସିଂ ବାଗ(୬୦) ଆର ମାଏକିନା ସୁବର୍ଣ୍ଣୀ ବାଗ(୫୭)। ଇମାନକର ପିଲାଛୁଆ କିଛି ନାଇଁ। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ନଁାକେ ଜମିବାଡ଼ି ଦୁଇଟୁକ୍‌ରି ରହିଛେ।…

କୃଷି ବୀମା ଅର୍ଥ ପ୍ରଦାନ, ଜଳସେଚନ ବ୍ୟବସ୍ଥା :ଦାବିଚାଷୀଙ୍କ ୬ ଘଣ୍ଟା ରାସ୍ତା ଅବରୋଧ

ନୂଆପଡ଼ା ଅଫିସ/ଖଡ଼ିଆଳ,୧୦।୮(ଡି.ଏନ.ଏ.) ଗତବର୍ଷ ମରୁଡ଼ିର ଉଚିତ କୃଷିବୀମା ଟଙ୍କା ପ୍ରଦାନ ସହ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ପାଣି ଯୋଗାଣ ଦାବିରେ ଚାଷୀମାନେ ଖଡିଆଳ-ଭବାନୀପାଟଣା ରାସ୍ତାକୁ ଦୀର୍ଘ ୬ ଘଣ୍ଟା ଧରି ଅବରୋଧ କରିଥିଲେ ା ଫଳରେ ଉପରୋକ୍ତ ରାସ୍ତାର ଦୁଇ…

ଯୁବଗୋଷ୍ଠୀଙ୍କୁ ପ୍ରୋତ୍ସାହିତ ପାଇଁ ଯୋଜନା ଚାଲିଛି

ନୂଆପଡା ଅଫିସ,୧୦ା୮ ନୂଆପଡା ଏକ ଉପାନ୍ତ ଜିଲା । ଏଠାରେ ଯୁବ ସମାଜ ଦିନକୁ ଦିନ ପଥଭ୍ରଷ୍ଟ ଯେମିତି ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାର ସମୟ ଆସିଛି। ଏଥିପାଇଁ ନେହେରୁ ଯୁବ କେନ୍ଦ୍ର ପର୍ଯ୍ୟାୟ କ୍ରମେ ବିଭିନ୍ନ କାର୍ଯ୍ୟକ୍ରମ କରି…

ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଜିଲାପାଳ ଉଦ୍‌ଘାଟନ କରି ଏହା…

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା…

ବଢ଼ୁଛେ ଝୁନକେତନର ପେଟ୍‌:ସାହାଯ୍‌ ଲାଗି ଗୁହାରି କରି ମା’ବାପ୍‌ ନିରାଶ

କୋମନା,୯ା୮(ଡି.ଏନ୍‌.ଏ): ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ପଁଚେତ୍‌ ଜଗନ୍ନାଥପାଲିର ଝନେ ନିହାତି ଗରିବ୍‌ ଅସାହା ବାପ୍‌ ପୁଓର ଚିକିଛା ସାହାଯ୍‌ ଲାଗି ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ କୋମନା ବ୍ଲକ ଜଗନ୍ନାଥପାଲିର କ୍ଷୀର ହଂସ।…

ସିନାପାଲିରେ ବର୍ଷା ବିତ୍ପାତ, ବ୍ୟାପକ କ୍ଷୟକ୍ଷତି: ସିନାପାଲି ବିଡିଓ, ରାଜସ୍ବ ଅଧିକାରୀଙ୍କ ଅଞ୍ଚଳ ପରିଦର୍ଶନ

ସିନାପାଲି,୯।୮(ଡି.ଏନ.ଏ.)-ନୂଆପଡା ସିନାପାଲି ଅଞ୍ଚଳରେ ଗତ ୨ ଦିନର ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ଲୋକଙ୍କ ଘରଦ୍ୱାରା ଭୁଶୁଡି ପଡିଥିବା ବେଳେ ଚାଷଜମିଗୁଡିକରେ ହିଡ ଭାଙ୍ଗି ପୋତି ହୋଇଯାଇଛି। ଶହ ଶହ ଏକର ଜମି ବାଲିଚର ହୋଇଯାଇଛି ।…

ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ

ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଦିନତମାମ ଜଙ୍ଗଲରେ ଥିବା ପାହାଡ଼ ଶିଖରରେ ବାଘ ହାକୁଟି ମାରୁଥିବାବେଳେ ରାତିରେ ଜଙ୍ଗଲ…

ବ୍ଲକ ସ୍ଥାୟୀ ଶିକ୍ଷା କମିଟି ବିଦ୍ୟାଳୟ ପରିଦର୍ଶନ କଲେ; ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ବୁଝିଲେ

ନୂଆପଡା ଅଫିସ,୮ା୮: ନୂଆପଡା ଏକ ଉପାନ୍ତ ବ୍ଲକ। ଏଠାରେ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ଥିବାବେଳେ ବିଦ୍ୟାଳୟଗୁଡିକ ଆନୁଷଙ୍ଗି ବ୍ୟବସ୍ଥା ଠିକ ନ ଥିବା ନେଇ ବାରମ୍ବାର ଅଭିଭାବକ ମହଲରେ ଅସନ୍ତୋଷ ଲାଗି ରହିଥିଲା । ଏଥିପ୍ରତି ଦୃଷ୍ଟି ଦେବାକୁ ନୂଆପଡା ଜିଲା…

ମୁସରଙ୍ଗି ଜଙ୍ଗଲରେ ବାଘ ଆତଙ୍କ

ନୂଆପଡ଼ା ଅଫିସ,୮ା୮: ସ୍ଥାନୀୟ ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ଟି କଲରାପତରିଆ ବାଘ ବୁଲୁଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି । ବୁଧବାର ସକାଳେ ସ୍ଥାନୀୟ ଜଙ୍ଗଲରେ ବାଘ ଦୁଇଟି ଘୁରି ବୁଲୁଥିବା କୁକୁଡାଟାଲ ଗ୍ରାମବାସୀ…

ଖଡିଆଳ ଓକିଲ ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ

ଖଡିଆଳ,୮।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଓକିଲ ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଖଡିଆଳ, ସିନପାଲି, ବୋଡେନ ଅଞ୍ଚଳର ସମସ୍ତ ମାମଲାକୁ ଖଡିଆଳ ସିନିୟର ସିଭିଲ ଜଜ୍‌ ତଥା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାର…

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଡୁମେରପାଣି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ହେମିନ ବିନାୟକ ସଭାପତିତ୍ୱ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଧନୀରାମ ସାହୁ, ବ୍ଲକ ଉପାଧ୍ୟକ୍ଷ ଚିନିଲାଲ ସାହୁ, ତେଜବାଈ ଜଗତ, ନିର୍ବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?