କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ କୋରାପୁଟ ଜିଲାପାଳଙ୍କ…
୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…
କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ଲକ୍ଷ୩୨ ହଜାର ଟଙ୍କା ମଞ୍ଜୁର…
ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି
ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର ଡବେରୀ ସମେତ ବାଲୁବାଙ୍ଗା, ବ୍ରାହାସାଲାକା ଆଦି ଗ୍ରାମର ଶତାଧିକ ମହିଳା, ପୁରୁଷ ଏକତ୍ରିତ…
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ଖବର ସୋମବାର ଜଣାପଡିବା ପରେ ନୀଳମାଧବଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।…
କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ
ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ ହୋଇପଡିଛ। ସୋମବାର ଅପରାହ୍ନ ୩ଟାରୁ ସାଢେ ୩ଟା ଯାଏ ଅତାବିରା ବ୍ଲକର ସବୁ…
ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…
ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର ପଞ୍ଚାୟତ କଣ୍ଟାପଡାସ୍ଥିତ ମଠ ମକୁନ୍ଦପୁର ଗ୍ରାମଠାରେ ଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ ସଦସ୍ଯ ଅରୁଣକୁମାର ପଣ୍ଡାଙ୍କ ସଂଯୋଜନାରେ ସୋମବାର ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ…
ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…
ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ। ବୃଦ୍ଧ ଗୋବିନ୍ଦ ପାତ୍ର (୮୫) ନିଜ ଘର ପାଖରେ ଥିବା ଆମ୍ବ, ପଣସ…
ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଜାତୀୟ ସେବା ଯୋଜନା…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷଭାବେ ନନ୍ଦପୁର…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ ୨ ରେ ବାସିନ୍ଦା କୃଷ୍ଣ ଚନ୍ଦ୍ର…
ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା
କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍ବିବିଏସ୍ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି ଦ୍ୱାରା ୫୨୮୪ ପଦବୀ ଆହ୍ୱାନ କରାଯାଇଥିବା…
Archives


