ଆମ ଜିଲା ଖବର

ସ୍କୁଲରେ ପ୍ରଶ୍ନପତ୍ର ପହଞ୍ଚିବାରେ ହେଉଛି ବିଳମ୍ୱ: ପରୀକ୍ଷା ଦେବାକୁ ଆସି ବସି ରହୁଛନ୍ତି ଛାତ୍ରୀଛାତ୍ର

ଗୋପ,୧୦ା୩(ଭାରତୀ ଭୂଷଣ ଉପାଧ୍ୟାୟ): ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ସୋମବାରଠାରୁ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ହେଲେ ପୁରୀ ଜିଲା ଗୋପ ବ୍ଲକର ବିଭିନ୍ନ ସ୍କୁଲରେ ବିଳମ୍ୱରେ ପ୍ରଶ୍ନପତ୍ର ପହଞ୍ଚି ଥିବାରୁ ପରୀକ୍ଷା ବିଳମ୍ୱରେ ହୋଉଥିବା ଭଳି ଅଭିଯୋଗ ହୋଇଛି।…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି । ହାତୀଟି ବାରହା ପାଇଁ ଖଞ୍ଜା ଯାଇଥିବା ବୋମାଖାଇ ଅସୁସ୍ଥ ହୋଇଯାଇଥିଲା । ତାକୁ…

ବାଇକରେ କରୁଥିଲେ ଗଞ୍ଜେଇ ଚାଲାଣ, ଅଚାନକ ମାଡିବସିଲା ଅବକାରୀ ପୋଲିସ, ଜବତ ହେଲା ଏତେ ଟଙ୍କାର…

ବାଲେଶ୍ୱର, ୧୦।୩: (ବାଞ୍ଛାନିଧି ଦେ): ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି । ଏଥିସହ…

ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ

ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି। ଘରେ ଥିବା ଖାଦ୍ୟ ଖାଇବା ସହ ବଗିଚାରେ ପଶି କଦଳୀ, ମକା, କଖାରୁ,…

ଦୋଳଯାତ୍ରା ଦେଖି ଫେରିବା ବେଳେ ଭୟଙ୍କର ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ ମୃତ

ବିଷମକଟକ,୧୦।୩(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଜଗନ୍ନାଥ ମନ୍ଦିର ପାଖ ଢାବା ନିକଟରେ ଭୟଙ୍କର ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସା…

ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ, ଜିଲାପାଳ…

ପୁରୁଷୋତ୍ତମ ପୁର,୧୦।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି ‌। ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ ଦର୍ଶନ କରିବା ନିମନ୍ତେ ମଧ୍ଯରାତ୍ରରୁ…

ଗର୍ଜିଲେ ଚାଷୀ: ଅଧେ ଚାଷୀଙ୍କୁ ଉଠାଇନେଲା ପୋଲିସ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ବିଭିନ୍ନ ଗ୍ରାମର ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ଗଦା କରି ଧାରଣାରେ ବସିଛନ୍ତି। ତେବେ ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରୁ…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରିବା ପାଇଁ ଆହ୍ବାନ ଦିଆଯାଇଛି।…

ଧାନ ଗଦାକଲେ, ପଖାଳ ଖାଇଲେ: ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ ଅଧିକାରୀଙ୍କଠାରେ ଆବଶ୍ୟକ କାଗଜାତ ଦାଖଲ ସତ୍ତ୍ୱେ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଗତ ଖରିଫ୍‌ରେ ଅମଳ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ ମୃତାହତ ହେଉଛନ୍ତି। ସୋମବାର ରାତି ପ୍ରାୟ ୯ଟା ସମୟରେ ସ୍ଥାନୀୟ ସରକାରୀ ବସଷ୍ଟାଣ୍ଡ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ରାୟଗଡା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ (ଏଡିବି) ନିକଟରେ ଏଭଳି ଲୁଟ୍‌ ଘଟିଛି। ସୋମବାର ଅପରାହ୍ନ…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri