କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ
ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ କରିଦେଲେ ବୁଢ଼ୀ ଗାଈ, ବାଛୁରି ଓ ଅନ୍ୟ ଗୋରୁଙ୍କୁ ଖୋଲାରେ ଛାଡ଼ି ଦେଉଛନ୍ତି।…
ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା
ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ କିରୋସିନ ଢାଳି ନିଆଁ ଲଗାଇ ଜଳିଯାଇଥିଲେ। ତାଙ୍କୁ ଆଇଜିଏଚ୍ରେ ଚିକିତ୍ସା ପାଇଁ ଭର୍ତ୍ତି…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର କଡ଼ା ନିଷେଧାଦେଶ ରହିଛି। ହେଲେ ସମ୍ବଲପୁର ଜିଲାରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି।…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ ପ୍ରକ୍ରିୟା ବିଗତବର୍ଷ ତୁଳନାରେ ଧିମେଇ ଯାଇଛି।…
ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ କରି ସେଗୁଡ଼ିକୁ ତୁରନ୍ତ ଭାଙ୍ଗିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ମୁଖ୍ୟ…
ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…
ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଟୁସୁଳା ଗ୍ରାମର ଟିକେଶ୍ୱର ନାୟକ(୪୦) ସବୁଦିନ ଭଳି ରାତିରେ…
ଜାତୀୟ ରାଜପଥରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍ କରିଥିବା ଘଟଣାରେ ପୋଲିସ…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ତେବେ ପ୍ରାୟ ୮ ହଜାର ୮୦୦ ଲିଟର ମଦ…
ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି
କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ ରାସ୍ତା ଶୋଚନୀୟ ହୋଇ ପଡ଼ି ରହିଥିଲା। ସ୍ଥାନୀୟ ଅଞ୍ଚଳବାସୀଙ୍କ ବାରମ୍ବାର ଅଭିଯୋଗ ଓ…
ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….
ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ ପରିସର, ଧାର୍ମିକ ସ୍ଥଳୀ, ପର୍ଯ୍ୟଟନସ୍ଥଳୀ ଓ ଅନ୍ୟାନ୍ୟ ଜନସମାଗମ ସ୍ଥଳରେ ମଦ୍ୟପାନ ଓ…
କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…
କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ ବାପି କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ ।ଜରିମାନା…
୫ ମାସ ହେଲା ଅନ୍ତେବାସୀଙ୍କୁ ମିଳିନି ପ୍ରି-ମାଟ୍ରିକ୍ ସ୍କଲାରସିପ୍, ହଷ୍ଟେଲ ଚଳାଇବା ପାଇଁ ପରିଚାଳକ ବାର ଦୁଆର ଶୁଣ୍ଢି ପିଣ୍ଡା
କୁଆଁରମୁଣ୍ଡା,୧୯।୮(ମହେନ୍ଦ୍ର କୁମାର ସାହୁ): ଗଣଶିକ୍ଷା ବିଭାଗ ଅଧୀନ ରେଗୁଲାର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର ଗତ ଜୁଲାଇ ମାସରେ ୪ ମାସର ପିଏମଏସ( Pre Matric Scholarship) ମିଳିଥିଲା । ହେଲେ ସୁନ୍ଦରଗଡ ଜିଲାରେ ଗଣଶିକ୍ଷା ବିଭାଗ ଅଧୀନରେ ଚାଲୁଥିବା ହଷ୍ଟେଲ ଗୁଡିକୁ…

