ଆମ ଜିଲା ଖବର

୨୦ ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା: କୋରାପୁଟକୁ ୭ ପଦକ

କୋରାପୁଟ,୩୧/୧୦(ଅମିତାଭ ବେହେରା): ଝାରସୁଗୁଡାଠାରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ କୋରାପୁଟକୁ ୭ ଟି ପଦକ ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। ଗତ ଅକ୍ଟୋବର ୨୪ରୁ ୨୬ ତାରିଖ ଯାଏ ଝାରସୁଗୁଡ଼ାରେ ୨୦ତମ ରାଜ୍ୟ ସ୍ତରୀୟ ସ୍କ୍ବାଏ ମାର୍ଶାଲ…

୭ ନଭେମ୍ବରରୁ ୩୧ ଡିସେମ୍ବର ପାଣି ଯୋଗାଣ ହେବ ବନ୍ଦ

ବରଗଡ଼,୩୧।୧୦(ପ୍ରେମାନନ୍ଦ ଖମାରୀ): ହୀରାକୁଦ ସେଚାଞ୍ଚଳ ଅଧୀନ ସମସ୍ତ କେନାଲରେ ଆସନ୍ତା ନଭେମ୍ବର ମାସ ୭ ତାରିଖରୁ କେନାଲ ପାଣି ଯୋଗାଣ ବନ୍ଦ ରହିବ । ଖରିଫ ଧାନ ଫସଲ ଅମଳ ଏବଂ ବିଭିନ୍ନ ଉନ୍ନୟନ କାମ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି…

‘କୃଷକଙ୍କ ଅଧିକାର ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ ସର୍ଦ୍ଦାର ପଟେଲ’

ଜି.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଗଣ ଦୌଡ଼ ଆୟୋଜନ କରାଯାଇଥିଲା। ଆଇଆଇସି ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଅୟୋଜିତ ଏହି ରନ୍‌…

ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ବଘିଆପଡ଼ା ୩୧।୧୦(ଶ୍ରୀକାନ୍ତ ସାହୁ): ବୌଦ୍ଧ ବ୍ଲକ ବ୍ରାହ୍ମଣୀପାଲି ପଞ୍ଚାୟତ ବିଜାପଦର୍‌ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକମାନେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ଏନେଇ ପାଠପଢା ଠପ୍‌ ହୋଇଯାଇଛି। ମିଳିଥିବା…

ଫୁଲବାଣୀ ଜେଲରେ ମାଷ୍ଟରମାଇଣ୍ଡ ପିଣ୍ଟୁ ଦାସ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଫୁଲବାଣୀ,୩୧।୧୦(ରାକେଶ କୁମାର ରାଉତ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଫୁଲବାଣୀ ସର୍କଲ ଜେଲକୁ ଅଣାଯାଇଛି। ବ୍ରହ୍ମପୁର ଜେଲରେ ପିଣ୍ଟୁ ନିଜକୁ ଅସୁରକ୍ଷିତ…

ବାଉଁଶ ଟାୱାର, ଟ୍ରଲର ଗାଞ୍ଜ ଜାଲ କଇଁଛ ପାଇଁ ବିପଦ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱପ୍ରସିଦ୍ଧ ଅଲିଭ୍‌ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ ବୋଲି ଗହୀରମଥା ପରିଚିତ। ପ୍ରଶାନ୍ତମହାସାଗରରୁ ଯୋଜନ ଯୋଜନ ମାଇଲ ପଥ ଅତିକ୍ରାନ୍ତ କରି ନିଜ ଜନ୍ମମାଟି ଗହୀରମଥାକୁ ସେମାନେ ଛୁଟି ଆସନ୍ତି। ଏହି ସାମୁଦ୍ରିକ ଅଭୟାରଣ୍ୟ ଉଷ୍ମ ଜଳବାୟୁ ବାଲୁକା ଶଯ୍ୟାରେ…

ଟ୍ରକ ଧକ୍କାରେ ବାପା ମୃତ, ଦାଦା-ଝିଅ ଗୁରୁତର

କେନ୍ଦୁଝର,୩୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଦ୍ମପୁର କଲେଜ ଛକ ବୁଲାଣି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ବାଇକ୍‌କୁ ଧକ୍କା ଦେବାରୁ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା…

ବ୍ୟକ୍ତିଗତ ଚକଭୁକ୍ତ ଜମିରେ ସରକାରୀ ରାସ୍ତା

ଜଗତ୍‌ସିଂହପୁର, ୩୧ା୧୦ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ବିରିଡ଼ି ତହସିଲ ଅନ୍ତର୍ଗତ ଉତ୍ତରଶାସନ ମୌଜାର ବ୍ୟକ୍ତିଗତ ଚକଭୁକ୍ତ ଜମିରେ ସରକାରୀ ଅର୍ଥ ବିନିମୟରେ ରାସ୍ତା ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି। କେବଳ ଏତିକି ନୁହେଁ , ଏ ସମ୍ପର୍କରେ ସୂଚନା…

ବେଆଇନ ଭାବେ ଗଚ୍ଛିତ ଗ୍ୟାସ ସିଲିଣ୍ଡର ଜବତ

ରାଇକିଆ,୩୧ା୧୦(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଫିସ ନିକଟରେ ଦୁଇଟି ଘରେ ବେଆଇନ ଭାବେ ଗଚ୍ଛିତ ଥିବା ୬୦ ଗ୍ୟାସ ସିଲିଣ୍ଡର୍‌କୁ ଯୋଗାଣ ବିଭାଗ ତରଫରୁ ଜବତ କରାଯାଇଛି। କୌଣସି ସୂତ୍ରରୁ ଖବରପାଇ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାୟାଧର…

ହିଂସା ହଟାଅ, ଏକତା ଆଣ: ପୋଲିସର ନିଆରା ପ୍ରୟାସ

ପୁରୁଷୋତ୍ତମପୁର,୩୧।୧୦(ସବିତା ମିଶ୍ର):ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଚ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ହିଂସାତ୍ମକ ମନୋଭାବକୁ ଦୂରକରି ସମସ୍ତଙ୍କ ମଧ୍ୟରେ ଏକତା ରକ୍ଷା କରିବା ଲାଗି ଏକ ପ୍ରୟାସ କରାଯାଇଛି। ଏହି…

ହଜାର ହଜାର ଚାଷୀଙ୍କ ପାଇଁ ଖୁସିଖବର: ଏତେ ଦିନ ପରେ ଖୋଲିଲା…

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ ): ଦୀର୍ଘ ଦୁଇ ଦଶନ୍ଧି ଧରି ଋଷିକୂଲ୍ୟା ମୁହାଣ ଖୋଲାଯିବା ପାଇଁ ଦାବି ହୋଇ ଆସୁଥିଲା । ପୂର୍ବତନ ବିଧାୟକ ସ୍ବର୍ଗତ ଆଦିକନ୍ଦ ସେଠୀ ବିଧାନସଭାରେ ଦାବି କରିଥିଲେ । ପରେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା…

‘ଜାତୀୟ ଏକତାର ପ୍ରତୀକ ଥିଲେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ନିଖିଳ ଉତ୍କଳ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ଜିଲୁଣ୍ଡି ଅଞ୍ଚଳ ପକ୍ଷରୁ ଶୁକ୍ରବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଗଞ୍ଜାମ ଜିଲା ଭଞ୍ଜନଗରରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ବାଉଁଶଲୁଣ୍ଡି କୁଳଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?