ଆମ ଜିଲା ଖବର

ପାଟଣାରେ ମାଫିଆ ବେଲଗାମ, ବେଆଇନ ଗଛକଟାକୁ ନେଇ ଡିଏଫ୍‌ଓଙ୍କ ଚଢ଼ାଉ, ଜବତ କଲେ…

ପାଟଣା,୨୦।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବନ ବିଭାଗର ନିଷ୍କ୍ରିୟତାକୁ ନେଇ ରେଞ୍ଜ ଅଞ୍ଚଳରେ ଏବେ କାଠ ମାଫିଆ ସକ୍ରିୟ ହୋଇପଡିଛନ୍ତି। ଦିନ ଦ୍ୱିପହରରେ ମାଫିଆମାନେ ମେସିନ ଲଗାଇ ଗଛ କାଟି ନେଇ ଚାଲାଣ କରୁଛନ୍ତି। ବନ ବିଭାଗର କିଛି…

ଗଞ୍ଜାମ ଆର୍‌ଟିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଦେବାଶିଷ ସ୍ବାଇଁ

ଛତ୍ରପୁର,୨୦।୮(ଦିଲୀପ ସାମଲ): ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ଭାବେ ଇଂ ଦେବାଶିଷ ସ୍ବାଇଁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଢେଙ୍କାନାଳ ଏମ୍‌ଭିଆଇ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଏବେ ତାଙ୍କ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ପଦୋନ୍ନତି…

କାଠ ମାଫିଆଙ୍କଠାରୁ ଟଙ୍କା ନେଉଥିଲେ, ଭିଡିଓ ଭାଇରାଲ ପରେ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ସସ୍‌ପେଣ୍ଡ

ବୁଗୁଡା,୨୦।୮(କାଳିଚରଣ ଦାଶ): ଗତ ୧୭ ତାରିଖ ଦିନ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର ଜଣେ କାଠ ମାଫିଆଙ୍କଠାରୁ ଟଙ୍କା ଗ୍ରହଣ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପରେ ଏନେଇ ବିଭିନ୍ନ ବୈଦୁୁତିକ ଓ ଛାପା ଗଣମାଧ୍ୟମରେ…

ଯାଜପୁରରେ ଏକାଠି ହେଲେ ବିଜେଡିର ପୂର୍ବତନ ପୁରୁଖା ନେତା, ନୂଆ ଫ୍ରଣ୍ଟ ଚର୍ଚ୍ଚା

ଭୁବନେଶ୍ୱର,୨୦ା୮: ଯାଜପୁର ଜିଲାର ଓଳାଶୁଣି ଗୁମ୍ଫା ପୀଠରେ ବିଜୁ ଜନତା ଦଳ (ବିଜେଡି)ର ପୂର୍ବତନ ପ୍ରମୁଖ ନେତାମାନଙ୍କର ଏକ ମେଳି ଅନୁଷ୍ଠିତ ହୋଇଯାଇଛି। ଏହି ମେଳିରେ ଅମର ଶତପଥୀ, ପ୍ରଭାତ ତ୍ରିପାଠୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ରବି ପାଣି…

ନିଆଁରେ ପୋଡ଼ି ହୋଇଯାଇଥିଲେ ଆଦିବାସୀ ଝିଅ, ଏବେ ମିଳୁନି ଆୟୁଷ୍ମାନ ଚିକିତ୍ସା କାର୍ଡ, ସରକାର ଚାହିଁଲେ…

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁଇ ବର୍ଷ ତଳେ ଶୀତ ଋତୁରେ ନିଆଁ ପୁଇଁ ହେଉଥିବା ବେଳେ ନିଆଁରେ ପୋଡ଼ି ହୋଇ ଆହତ ହୋଇ ଶାରୀରିକ ଭିନ୍ନକ୍ଷମ ହୋଇଥିବା ଜଣେ ୮ ବର୍ଷର ଆଦିବାସୀ ଝିଅ ଏବେ ଅର୍ଥାଭାବରୁ ଅପରେଶନ ହୋଇ ପାରୁ…

ଶିମିଳିପାଳ ପାଇଁ ଖୁସି ଖବର: ବାଘୁଣୀ ଜୀନତ ଗର୍ଭବତୀ

ମୟୁରଭଞ୍ଜ,୨୦ା୮: ମହାରାଷ୍ଟ୍ରର ତାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି। ଜୀନତ, ଯିଏ ମୁକ୍ତ ହେବା ପରେ ଶିମିଳିପାଳର କର ଅଞ୍ଚଳରେ…

‘ବେକାରୀ ଦୂରୀକରଣ ପାଇଁ କର୍ମ ନିୟୋଜନ ଉପରେ ଜୋର୍‌ ଦେଇଥିଲେ ରାଜୀବ ଗାନ୍ଧୀ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଦେଶର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଯୁବକମାନଙ୍କ ଉନ୍ନତି ଲାଗି ଅନେକ ପଦକ୍ଷେପ ନେଇଥିଲେ। ବେକାରୀ…

ଫସଲ ବୀମା କ୍ଷତିପୂରଣ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସଭାପତି ପି.ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଶହଶହ ଚାଷୀ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ…

ପ୍ରଶଂସା ସାଉଁଟିଛନ୍ତି ବଡ଼ପାଟଣା ସରପଞ୍ଚ, ବିରାଟ ଶୋଭାଯାତ୍ରାରେ ପଞ୍ଚାୟତବାସୀ ନେଇ…

ପାଟଣା,୨୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୭୯ତମ ସ୍ବାଧୀନତା ଦିବସ ପରେଡ୍‌ରେ ପଞ୍ଚାୟତିରାଜ ସଦସ୍ୟ ଭାବେ ସତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇ ବେଶ୍‌ ପ୍ରଶଂସା ସାଉଁଟିଛନ୍ତି। ଏଥି ପାଇଁ…

ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ୭ ଜଣଙ୍କୁ ଅଟକ ରଖି…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଅଟକ ରହିଛନ୍ତି। ଭେଡେନ ଥାନାରେ ଉକ୍ତ ୭ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା ଚଳାଇଛି। ଅଶ୍ଲୀଳ ଫଟୋ ଭାଇରାଲ ନେଇ ନାବାଳିକା ଜଣକ ମଙ୍ଗଳବାର…

ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

ଧର୍ମଶାଳା,୨୦ା୮: ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରଭାତଙ୍କ ବିରୋଧରେ ଅଗଷ୍ଟ ୧୧ରୁ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ଅନାସ୍ଥା ପ୍ରସ୍ତାବ…

୧୦ ଦଫା ଦାବି ନେଇ ଜିଲା କୃଷକ ମହାସଂଘ ପକ୍ଷରୁ ଗଣଧାରଣା

ବଲାଙ୍ଗୀର, ୨୦।୮:( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ୧୦ ଦଫା ଦାବି ନେଇ ବୁଧବାର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ସାର କଳା ବଜାର ବନ୍ଦ, ଧାନ ପଞ୍ଜିକରଣ ସମୟ ବୃଦ୍ଧି, ବଲାଙ୍ଗୀରରେ କୃଷି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri