Odisha Elections 2024

ଆମ ଜିଲା ଖବର

ରାଜସ୍ବ ଫାଙ୍କି ରୋକିବ ଆଇଓଟି ଡିଭାଇସ୍‌

ଯୋଡ଼ା,୨୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଲୁହାପଥର ମାନରେ ହେର୍‌ଫେର ନେଇ ହେଉଥିବା ଅଭିଯୋଗକୁ ରୋକିବା ପାଇଁ ରାଜ୍ୟ ସରକାର ଏକ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରିଛନ୍ତି। ଖଣି ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ଫେବୃୟାରୀ...

ପୁନରୁଦ୍ଧାର ହେବ ଉତ୍କଳମଣିଙ୍କ ବାସଭବନ

ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର...

‘ଡିସେମ୍ବର ସୁଦ୍ଧା ସରିବ କାନପୁର ଡ୍ୟାମ୍‌ କାମ’

କେନ୍ଦୁଝର/ଆନନ୍ଦପୁର,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବୁଧବାର କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଅଗ୍ରଗତିର ସମୀକ୍ଷା କରିଛନ୍ତି। ଯୋଡ଼ା ବ୍ଲକ୍‌ କାନପୁର ଜଳସେଚନ ପ୍ରକଳ୍ପ ଗସ୍ତ କରି ଏହି ପ୍ରକଳ୍ପ ଡିସେମ୍ବର...

ଉନ୍ନୟନ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯୋଡ଼ା/ବଡ଼ବିଲ୍‌/କେନ୍ଦୁଝର,୨୦ା୪(ଡି.ଏନ.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗ ତଥା ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ କେନ୍ଦୁଝର ଜିଲା ଯୋଡ଼ା ଓ ବଡ଼ବିଲ ଅଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଗ୍ରାମୀଣ ଉନ୍ନୟନ କାର୍ଯ୍ୟ ଓ...

ପ୍ରମାଣପତ୍ର ପାଇବାକୁ ଭୂମିହୀନ ହନ୍ତସନ୍ତ

କେନ୍ଦ୍ରାପଡ଼ା ଅଫିସ, ୨୦ା୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଟିକରପଙ୍ଗା ପଞ୍ଚାୟତ ନାରାୟଣପୁର ଗଁାରେ ପ୍ରାୟ ୩୦୦ ପରିବାର ଅଛନ୍ତି। ଏମାନଙ୍କ ମଧ୍ୟରୁ ପ୍ରାୟ ୭୦ ପ୍ରତିଶତ ଅନୁସୂଚିତ ଜାତି ବର୍ଗ। ତେବେ ଏସ୍‌ଇସିସି (ସୋସିଓ ଇକୋନୋମିକ ଆଣ୍ଡ କାଷ୍ଟ...

ପାରାଦୀପ ମାଛଧରା ବନ୍ଦର ଶୂନ୍‌ଶାନ୍‌

ପାରାଦୀପ,୨୦ା୪(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ଏବେ ଶୂନ୍‌ଶାନ୍‌ ଅବସ୍ଥାରେ ରହିଛି। କାରଣ ଏପ୍ରିଲ ୧୫ରୁ ଜୁନ୍‌ ୧୪ ତାରିଖ ପର୍ଯ୍ୟନ୍ତ ୨ମାସ ସାମୁଦ୍ରିକ କଟକଣା ଜାରି ହୋଇଛି। ଏହାଦ୍ୱାରା ସର୍ବଦା ଚଳଚଞ୍ଚଳ ଥିବା ପାରାଦୀପ ମାଛଧରା...

ଠପ୍‌ ହୋଇଗଲା ଜନଜୀବନ

ଯାଜପୁର ରୋଡ୍‌,୨୦ା୪(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ସହର ପ୍ରତି ଉପେକ୍ଷା ଓ ୫ ଦଫା ଦାବି ନେଇ ନାଗରିକ କମିଟି ଦ୍ୱାରା ବିଭିନ୍ନ ଗଣ ସଂଗଠନକୁ ନେଇ ଗଠିତ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ଦିଆଯାଇଥିବା ବନ୍ଦ ଡାକରା...

ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ

ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର କୁମାର ସେଠୀ ବୁଧବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଥିରେ ସହଯୋଗ...

ବିଞ୍ଝାରପୁର ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି ସମ୍ପର୍କରେ ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ଅବଦୁଲ କାଦିର ଲୋକାୟୁକ୍ତଙ୍କ...

୪ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁର ଅଫିସ/କୋରେଇ (ଡି.ଏନ୍‌.ଏ.),୨୦ା୪: ବଲାଙ୍ଗୀର ଜିଲାରେ ଯେଭଳି ନକଲି ପ୍ରମାଣପତ୍ରକୁ ନେଇ ଛାନ୍‌ଭିନ୍‌ ହେଲା ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେଭଳି ପଦକ୍ଷେପ ଯାଜପୁର ଜିଲାରେ ଦେଖିବାକୁ ମିଳିନାହିଁ। ବରଂ ଏହି ଜିଲାରେ ନକଲି ଶିକ୍ଷୟିତ୍ରୀ ଓ ଶିକ୍ଷକ କଟକ...

ବିଶୃଙ୍ଖଳିତ ଶିକ୍ଷକଙ୍କ ବଦଳି ଦାବି

ରଘୁନାଥପୁର,୨୦ା୪(ଡି.ଏନ୍‌.ଏ.): ରଘୁନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶୃଙ୍ଖଳିତ ତଥା କର୍ତ୍ତବ୍ୟନିଷ୍ଟ ପ୍ରଧାନ ଶିକ୍ଷକ ରାଜକିଶୋର ଓଝାଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କରାଯାଇ ତାଙ୍କୁ ପୁଣି ଅବସ୍ଥାପିତ କରିବାକୁ ଦାବି ହୋଇଛି। ଉକ୍ତ ବିଦ୍ୟାଳୟରେ ଦୀର୍ଘଦିନ ଧରି ରହିଥିବା ବିଶୃଙ୍ଖଳିତ...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ,୨୦ା୪(ସ୍ବ.ପ୍ର.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶାରେ ଆଜିବି ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ ବାହାରିବାକୁ ପସନ୍ଦ କରୁନାହାନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri