ଆମ ଜିଲା ଖବର

ଚକୋଲେଟ ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାରଣ, ମା’ବାପାଙ୍କ ଅଭିଯୋଗ ପରେ ବନ୍ଧା ହେଲେ ଶିକ୍ଷକ…

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଏକ ଲଜ୍ୟା ଜନକ ଘଟଣା ଦେଖିବାକୁ ମିଳିଛି । ଏକ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ହୁମ୍ମା ଫାଣ୍ଡି ପୋଲିସ ଏକ ପ୍ରାଥମିକ...

ସାନଖେମୁଣ୍ଡିରେ ବ୍ଲକସ୍ତରୀୟ ‘ସୁରଭି’

ଦିଗପହଣ୍ଡି/ପାଟପୁର, ୧ା୧୧ (ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମୌଳାଭଞ୍ଜା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷୟତ୍ରୀ ଭାରତୀ ମହାରଣାଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ...

‘ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ନେଲେ ଶପଥ’

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା ଓ...

କଳାହାଣ୍ଡି ଜିଲା ଗଠନ ସମାରୋହରେ କଳା ପ୍ରଦର୍ଶନ କଲେ କୃତିତ୍ୱ

କେସିଙ୍ଗା,୧।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକସ୍ତରୀୟ ୭୬ତମ କଳାହାଣ୍ଡି ଜିଲା ଗଠନ ପ୍ରତିଷ୍ଠା ସମାରୋହ-୨୦୨୫ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶନିବାର ସନ୍ଧ୍ୟାରେ ମହାସମାରୋହରେ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ...

ବ୍ୟବସାୟୀଙ୍କୁ ଅପହରଣ କରି ଅସୁଲିଥିଲେ ୪୦ ଲକ୍ଷ ଟଙ୍କା, ୪ ଡ଼କାୟତଙ୍କୁ ବାନ୍ଧିଲା ବୈଶିଙ୍ଗା ପୋଲିସ…

ବୈଶିଙ୍ଗା,୧।୧୧(ରତନ ଦାଶ):  ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଞ୍ଚଳରେ ଜନୈକ ରାଇସ ମିଲ ମାଲିକଙ୍କୁ ଦିନ ଦ୍ବିପହରରେ ମାରଣାସ୍ତ୍ର ଦେଖାଇ ୧୮ ନଂ ଜାତୀୟ ରାଜପଥ ଉପରୁ ଅପହରଣ କରି ନେଇଥିଲେ। ପରେ ତାଙ୍କ ଠାରୁ ୪୦ ଲକ୍ଷ ଟଙ୍କା...

ଆସନ୍ନ ପରାଜୟକୁ ନେଇ ଭାଜପା ଭୟଭୀତ: ପ୍ରୀତିରଞ୍ଜନ

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ଭାଜପା ଜାଣିସାରିଲାଣି ନୂଆପଡାରେ ବିଜେଡିର ବିଜୟ ସୁନିଶ୍ଚିତ। ସେଥିପାଇଁ ପୋଲିସ ପ୍ରଶାସନକୁ ରାଜନୈତିକ ଅସ୍ତ୍ର ଭାବେ ଶାସକ ଦଳ ବ୍ୟବହାର କରୁଛି। ଶୁକ୍ରବାର ସାରେ ନୂଆପଡ଼ାଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ପ୍ରୀତି ରଞ୍ଜନ...

ନୂଆପଡ଼ା ପାଇଁ ପ୍ରଚାର କଲେ ନବୀନ

ନୂଆପଡ଼ା,୧ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳର ହେଭିୱେଟ ନେତା ପ୍ରଚାର ଜୋରଦାର କରିଛନ୍ତି। କିଏ ଘରକୁ ଘର ବୁଲି ତ କିଏ ସଭାସମିତି କରି ପ୍ରଚାର କରୁଛନ୍ତି। ମାତ୍ର ବିଜେଡି ଏକ ଅଭିନବ ଢଙ୍ଗରେ...

ନବୀନଙ୍କ ସଭା ଭଣ୍ଡୁର ପାଇଁ ଭାଜପା ଉଦ୍ୟମ କରୁଛି: ବିଜେଡି

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ସଭାକୁ ଭଣ୍ଡୁର କରିବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଛି ବୋଲି ବିଜେଡି ଅଭିଯୋଗ କରିଛି। ଶୁକ୍ରବାର ଏ ନେଇ ଦଳ ପକ୍ଷରୁ ନିର୍ବାଚନ...

ମାମୁଘରକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଶିଶୁକନ୍ୟାର ଜୀବନ

ଦେବଗଡ଼,୧ା୧୧(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ଥାନା ଅଧୀନ ନାଉଲିପଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମାମୁଘରକୁ ଆସି ପୋଖରୀକୁ ଏକୁଟିଆ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶିଶୁକନ୍ୟା...

ଶଂଖ ଛାଡି ପଦ୍ମ ଧରିଲେ ସରପଞ୍ଚଙ୍କ ସହ ୧୧ ୱାର୍ଡ ସଭ୍ୟ

ନୂଆପଡ଼ା,୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବଞ୍ଜରୀ ମଣ୍ଡଳ ଅନ୍ତର୍ଗତ କାଣ୍ଡେତରା ପଞ୍ଚାୟତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓ ବିଧାୟକ ବାବୁ ସିଂ ନିର୍ବାଚନୀ ପ୍ରଚାରରେ ଯାଇଥିବା ବେଳେ ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସଙ୍କ ସହ ୧୧ ୱାର୍ଡସଭ୍ୟ...

ବିଜେଡିର ବଢ଼ିଲା ଅଡ଼ୁଆ: ସରପଞ୍ଚଙ୍କ ସହ ୧୧ ୱାର୍ଡ ସଭ୍ୟ ମିଶିଲେ ଭାଜପାରେ

ନୂଆପଡ଼ା,୧ା୧୦ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବଞ୍ଜରୀ ମଣ୍ଡଳ ଅନ୍ତର୍ଗତ କାଣ୍ଡେତରା ପଞ୍ଚାୟତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓ ବିଧାୟକ ବାବୁ ସିଂ ନିର୍ବାଚନୀ ପ୍ରଚାରରେ ଯାଇଥିବା ବେଳେ ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସଙ୍କ ସହ ୧୧...

କାଟ ଖାଇଲା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଆସିକା ୧ା୧୧ (ସୁରେନ୍ଦ୍ର ନାଥ ସାହୁ): ଆସିକା ବ୍ଲକ୍‌ ଅନ୍ତର୍ଗତ ଜୟପୁର ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀ ବେହେରାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବର ଆଲୋଚନା ଓ ମତଦାନ ଲାଗି ଶୁକ୍ରବାର ଧାର୍ଯ୍ୟ ହୋଇଥିଲା। ପୂର୍ବାହ୍ନ ୧୧ଟାରେ ଏହା ଆଗତ କରାଯାଇଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri