ଆମ ଜିଲା ଖବର

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ।  ଏ ନେଇ କନ୍ଧମାଳ ଜିଲାର ବାଲିଗୁଡା...

ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ଗଣମାଧ୍ୟମ ପ୍ରବେଶ ଉପରେ ଲାଗିଲା ରୋକୋ

ପୁରୁଷୋତ୍ତମପୁର,୨୬।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର  ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମଧ୍ୟ  ରାତିରୁ ମନ୍ଦିରରେ  ଭକ୍ତଙ୍କ ଭିଡ଼ ଲାଗଛି।  ମା’ ତାରାତାରିଣୀ ଦୁଇ ଭଉଣୀ ମହାକାଳୀ ବେଶରେ...

ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କଲା ପୋଲିସ

ଦାମନଯୋଡି,୨୫।୩(ମାନସ ରଞ୍ଜନ କର): ଏସ୍‌ଡିଜେଏମ୍‌ କୋର୍ଟ କୋରାପୁଟଙ୍କ ନିର୍ଦ୍ଦେଶ କ୍ରମେ ଦାମନଯୋଡ଼ି ଥାନା ପୋଲିସ ଅଁଳାବାଡି କଲୋନୀର ବିଜୟ ମୁଦୁଲିଙ୍କ ଘରେ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କରିଛି। ୨୦୧୧ରେ ବିଜୟଙ୍କ ନାମରେ ଏକ ସଙ୍ଗୀନ...

ରାସ୍ତାରେ ଗାଡି ଚାଳକଙ୍କୁ ଅଟକାଇ ମାରଣାତ୍ମକ ଆକ୍ରମଣ, ମାମଲା ରୁଜୁ

ହିଞ୍ଜିଳିକାଟୁ,୨୫।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ନିକଟରେ ଜାତୀୟ ରାଜପଥ ଉପରେ ଜଣେ ଟାଟା ଏସିଇ ଗାଡି ଚାଳକଙ୍କୁ ଅଟକାଇ ଜଣେ ଅଚିହ୍ନା ଯୁବକଧମକ ସହ ମାରଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ,...

କାଳବୈଶାଖୀ ତାଣ୍ଡବ: ଗରମ, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ବନ୍ଧମୁଣ୍ଡା,୨୫।୩(ସୁବ୍ରତ ଦେ): ରେଲନଗରୀ ବନ୍ଧମୁଣ୍ଡାରେ କାଳବୈଶାଖୀ ତାଣ୍ଡବ ରଚିଛି। ସୋମବାର ସାରେ ରାଉରକେଲା, ବନ୍ଧମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଘଟିଛି। ଝଡ଼ ତୋଫାନ ଯୋଗୁ ବନ୍ଧମୁଣ୍ଡା-ରାଉରକେଲା ମୁଖ୍ୟ ରାସ୍ତାର କୁମାରପଢ଼ା, ଉତ୍ତମବସ୍ତି,...

ମୁମ୍ବାଇକୁ ହରାଇ ବ୍ରହ୍ମପୁର ଚାମ୍ପିୟନ

ହିଞ୍ଜିଳିକାଟୁ,୨୫।୩(ଦ୍ବିତୀକୃଷ୍ଣ ପଣ୍ଡା): ମର୍ନିଂ କ୍ରିକେଟ କ୍ଲବ ହିଞ୍ଜିଳିକାଟୁ ପକ୍ଷରୁ ଆୟୋଜିତ ୬ଷ୍ଠ ରାତ୍ରକାଳୀନ ଟେନିସ୍‌ ବଲ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ କଲ୍ୟାଣ ଋତୁଭି କି ଫେରାରି ଟିମ୍‌କୁ ୩୨ରନ୍‌ରେ ହରାଇ ରୟାଲ ଷ୍ଟ୍ରାଇକର ବ୍ରହ୍ମପୁର ଚାମ୍ପିୟନ ହୋଇଛି।...

କାର୍‌କୁ ପିଟିଲା ବାଇକ୍‌: ୭ ଗୁରୁତର

ଛତ୍ରପୁର.୨୫।୩(ଦିଲୀପ ସାମଲ): ଗଞ୍ଜାମ ଜୟଶ୍ରୀ ଛକ ନିକଟ ଜାତୀୟ ରାଜପଥରେ ସୋମବାର ସାରେ ଏକ ସଡ଼କ ଦୁର୍ଘଟଣା ଘଟିଛି l ଏଥିରେ ୭ଜଣ ଗୁରୁତର ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ଏକ କାର୍‌(ନଂ.ଓଡି୦୨ଆର୍‌-୧୧୧୨) ଯୋଗେ ୫ଜଣ ବ୍ୟକ୍ତି ଭୁବନେଶ୍ୱରରୁ...

ଛେଳି ଗୋଠରେ ବଜ୍ରପାତ

ଭଞ୍ଜନଗର/ସୋରଡ଼ା,୨୫।୩(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଧୀନ ନୂଆଁଗା ହାତୀଖାଲ ଗାଁ ନିକଟରେ ସୋମବାର ବଜ୍ରପାତ ଘଟିଛି। ବଜ୍ରପାତରେ ୪ ଚରାଳି ଆହତ ହୋଇଥିବା ବେଳେ ୩୨ ଛେଳି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଆହତମାନେ ହାତୀଖାଲ...

ହୋଲି ପାଇଁ ସମ୍ବଲପୁର ଆସୁଥିଲା ବହୁ ପରିମାଣର କଫ ସିରପ: ଜବତ କଲା ପୋଲିସ

ସମ୍ବଲପୁର,୨୫।୩(ପ୍ରମୋଦ ବହିଦାର): ସମ୍ବଲପୁର ପୋଲିସ ଏକ ବଡ଼ ଧରଣର କଫ ସିରପ ର଼୍ୟାକେଟର ପର୍ଦ୍ଦାଫାଶ କରିବାରେ ସକ୍ଷମ ହୋଇଛି। ସଦର ଥାନା ପୋଲିସ ନିଲଡୁଙ୍ଗରିରୁ ୪୫ଟି ପେଟିରେ ୧୮୦ ମିଲିଲିଟର ବିଶିଷ୍ଟ ପ୍ରାୟ ୧୦ ହଜାର ୮ଶହ(୧୦୮୦ ଲିଟର) ନିଷିଦ୍ଧ...

ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର/ଛତ୍ରପୁର.୨୫।୩(ସୀମାଞ୍ଚଳ ମିଶ୍ର/ଦିଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ସୋମବାର ଆରମ୍ଭ ହୋଇଛି। ଏଥିନେଇ ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି । ପୁରୁଷୋତ୍ତମପୁର ସହରେ ଥିବା ୩ଟି ଦଣ୍ଡଯାତ୍ରା...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ସଂସଦୀୟ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ କଟକ,...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ସୋମବାର ସକାଳୁ ନବ ବିବାହିତାଙ୍କ ମୃତଦେହ ମିଳିଛି। ବିବାହର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri