ଆମ ଜିଲା ଖବର

ସମୁଦ୍ର ମଝିରେ ଫସିଲା ବିଶାଖାପାଟଣା ଟ୍ରଲର

ବ୍ରହ୍ମଗିର,୨୮।୧୦: ବ୍ରହ୍ମଗିରି ବାଲିହରଚଣ୍ଡି ସମୁଦ୍ରରେ ବିଶାଖାପାଟଣା ଟ୍ରଲର ଫସିଛି। ମୋନ୍ଥା ପ୍ରଭାବରେ ବିଶାଖାପାଟଣାର ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି । କାଲି ରାତିରୁ ମଝି ସମୁଦ୍ରରେ ଟ୍ରଲର ସହ ୧୦ ମତ୍ସ୍ୟଜୀବୀ ଫସି ରହିଥିଲେ । ଲଙ୍ଗର ଛିଡ଼ିଯିବାରୁ ଭାସି ଭାସି…

ମୋନ୍ଥା ପ୍ରଭାବ: କୂଳ ଲଂଘିଲା ସମୁଦ୍ର, ଭୁଶୁଡ଼ିଲା ୩ ଘର

ଖଲ୍ଲିକୋଟ,୨୮।୧୦: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ସ୍ଥଳଭାଗ ନିକଟତର ହେଉଛି। ବାତ୍ୟା ‘ମୋନ୍ଥା’ ମଛଲିପଟନମଠାରୁ ୧୪୦ କିମି ଦୂରରେ ରହିଥିବା ବେଳେ କାକିନାଡ଼ାଠାରୁ ୨୪୦ କିମି, ଗୋପାଳପୁର…

ବାସହୀନ ହେଲେ ବାସୁଦେବ, ବାତ୍ୟାରେ ଭାଙ୍ଗିଲା ଘର

ମୋହନା, ୨୮।୧୦( ମନ୍ମଥ ମିଶ୍ର ): ଗଜପତି ଜିଲାକୁ ପ୍ରଶାସନ ପକ୍ଷରୁ ବାତ୍ୟାକୁ ନେଇ ରେଡ୍‌ ଆଲର୍ଟ ରହିଥବାବେଳେ ପ୍ରଶାସନ ସଜାଗ ରହିଛି । ମଙ୍ଗଳବାର ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତ ଅନ୍ତର୍ଗତ ଆକିଲି…

ବୁଝିଲେନି ସମ୍ପର୍କ: ଟାଙ୍ଗିଆରେ ହାଣି ବାପାଙ୍କୁ ମାରିଦେଲେ ପୁଅ

ଉମରକୋଟ,୨୮।୧୦(ସନ୍ତୋଷ ଶତପଥୀ): ପୁଅର ଟାଙ୍ଗିଆ ମାଡ଼ରେ ୮୦ ବର୍ଷୀଆ ବୃଦ୍ଧ ବାପାର ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମେରକୋଟ ବ୍ଲକ ବଡ଼ବାସିନୀ ଗ୍ରାମରେ। ପୁଅ ବିଶ୍ୱନାଥ ରଜଗଣ୍ଡ ନିଜ ୮୦ବର୍ଷୀୟ ବୃଦ୍ଧ ବାପା ସାଧୁ ରଜ ଗଣ୍ଡଙ୍କୁ…

ମାଡ଼ି ଆସୁଛି ମୋନ୍ଥା: ୪୨ ଟ୍ରେନ ବାତିଲ କଲା ପୂର୍ବତଟ ରେଲୱେ

ଭୁବନେଶ୍ୱର,୨୮।୧୦: ବାତ୍ୟା ପାଇଁ ଯାତ୍ରୀ ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ବିଭିନ୍ନ ରେଳ ମଣ୍ଡଳ ଅନ୍ତର୍ଗତ ଅଞ୍ଚଳ ଏବଂ ସଂଯୁକ୍ତ ରୁଟ୍‌ରେ ଚଳାଚଳ କରୁଥିବା ବହୁ ଯାତ୍ରୀବାହୀ ଟ୍ରେନର ବାତିଲ, ପରିବର୍ତ୍ତନ ଏବଂ ସଂକ୍ଷିପ୍ତ ଅବଧି ଘୋଷଣା କରାଯାଇଛି। ଏହି…

ବାତ୍ୟା ମୋନ୍ଥା ପ୍ରଭାବ: ବର୍ଷା ପବନରେ ଭୁଶୁଡିଲା କାଉନସିଲରଙ୍କ ଘର କାନ୍ଥ

ଗଞ୍ଜାମ,୨୮।୧୦:(ବିଦ୍ୟାଧର ସାହୁ):ଆଜି ରାତି ସୁଦ୍ଧା ସ୍ଥଳଭାଗ ଛୁଇଁବି ବାତ୍ୟା ମୋନ୍ଥା। ତାହାର ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ହେଉଅଛି l ପବନର ବେଗ ମଧ୍ୟ ବେଳକୁ ବେଳ ବଢୁଛି l ବର୍ଷା ଯୋଗୁ ଗଞ୍ଜାମ ଏନଏସି ୱାର୍ଡ ନମ୍ବର ୯…

ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ, ହଠାତ୍‌ ହୋଇପଡିଲେ ଅସୁସ୍ଥ

ଗଜପତି,୨୮।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ପୋତାର ପଞ୍ଚାୟତର ଯୋଗାଣ ସହାୟକଙ୍କ ସୁରେନ୍ଦ୍ର ଗମାଙ୍ଗାଙ୍କ ମୃତ୍ୟୁ ହୋଇଛି । ସୋମବାର ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ,ପ୍ରଥମେ ଜିରାଙ୍ଗ ପ୍ରାଥମିକ…

ମୋନ୍ଥା ପ୍ରଭାବ: ପାହାଡ଼ରୁ ଧସିଲା ପଥର

ଗଜପତି,୨୮।୧୦(ଗିରିଧାରୀ ପରିଛା): ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡକୁ ମାଡି ଆସୁଛି ମୋନ୍ଥା। ବଙ୍ଗୋପସାଗରରୁ ବଳ ଗୋଟାଇ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଆଗକୁ ଗତି କରୁଛି ବାତ୍ୟା ମୋନ୍ଥା। ମଛଲିପଟନମ ଠାରୁ ୨୩୦, କାକିନା ୩୧୦ କି.ମି. ଦକ୍ଷିଣ-ଦକ୍ଷିଣପଶ୍ଚିମରେ…

ନୂଆପଡ଼ା ଉପନିର୍ବାଚନ:ଜାତିଭିତ୍ତିକ ଭୋଟକୁ ପ୍ରମୁଖ ଦଳର ପ୍ରାଧାନ୍ୟ

ନୂଆପଡ଼ା,୨୮ା୧୦(ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟର ୩ ପ୍ରମୁଖ ଦଳ ଗୁରୁତ୍ୱ ଦେଇ ଜାତିଭିତ୍ତିକ ଭୋଟକୁ ପ୍ରାଧାନ୍ୟ ଦେଉଛନ୍ତି। ସବୁଠାରୁ ବଡ ଭୋଟ ଆଦିବାସୀମାନଙ୍କର ଥିବାବେଳେ ଏବେ ଏସ୍‌ସି ଓ ଓବିସି ଭୋଟ ଉପରେ ନେତା ବିଶେଷ ଧ୍ୟାନ ଦେଉଛନ୍ତି। ଏହି…

କାର୍‌, ପିକଅପ ଭ୍ୟାନରେ କରୁଥିଲେ ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ, ଗଞ୍ଜେଇର ମୂଲ୍ୟ ଜାଣିଲେ…

ମୋହନା,୨୮।୧୦( ମନ୍ମଥ ମିଶ୍ର ): ୪୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଗଜପତି ଜିଲା ଅଡବା ଥାନା ବିରିକୋଟ ରାସ୍ତାରୁ ଜବତ କରିଛି ପୋଲିସ l ଗୋଟିଏ କାର୍‌ ଓ ଗୋଟିଏ ପିକଅପ ଭ୍ୟାନ ଜବତ ସହ ୭ ଜଣଙ୍କୁ…

ବାତ୍ୟା ‘ମୋନ୍ଥା’ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ: ଉପଭୋକ୍ତା ହଟହଟା

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ର ବଡ଼ ପ୍ରଭାବ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ। ଗତକାଲିଠାରୁ ବାତ୍ୟାର ପ୍ରଭାବ ସାମାନ୍ୟ ଭାବେ ପବନ ବୋହିବା ସହ ଝିପିଝିପି ବର୍ଷା ଲାଗିରହିଛି। ତେବେ ଏହାଠାରୁ ଅଧିକା ବର୍ଷା…

ନୂଆପଡ଼ା ଉପନିର୍ବାଚନ: ଅବକାରୀ ବିଭାଗ ପକ୍ଷରୁ ଯାଞ୍ଚ କଡ଼ାକଡ଼ି

ନୂଆପଡ଼ା,୨୮/୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନକୁ ଦୃଷ୍ଟିରେ ରଖି ଜିଲା ଅବକାରୀ ବିଭାଗ ତରଫରୁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ଜିଲାର ସୀମାବର୍ତ୍ତୀ ଅଞ୍ଚଳରେ ଚେକ୍‌ପୋଷ୍ଟ କରି ଯାନବାହନ ତଲାସୀ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଅବକାରୀ କର୍ମଚାରୀ ୬୯ ଲିଟର ବିଅର୍‌, ୩୮ଲି. ବିଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?