ଆମ ଜିଲା ଖବର

ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ପ୍ରଶାସନ ସଜାଗ

ଗଜପତି,୨୬ା୧୦(ଗିରିଧାରୀ ପରିଛା): ‘ସମ୍ଭାବ୍ୟ’ ବାତ୍ୟା ମୋନ୍ଥା ଆନ୍ଧ୍ର ଉପକୂଳ କାକିନଡ଼ାଠାରେ ସ୍ଥଳଭାଗ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ ପରେ ଗଜପତି ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଯାହାକୁ ନେଇ ଜିଲା ପ୍ରଶାସନ ତତ୍ପର ହୋଇଛି, ଜିଲାରେ ରହିଥିବା ବାତ୍ୟା…

ବରଗଡ଼କୁ ଲମ୍ବିଛି ଝାଡୁଦାର ନିଯୁକ୍ତି ଠକେଇର ଚେର, ଜିଲାପାଳଙ୍କୁ ଭେଟି ମହିଳା…

ବରଗଡ଼,୨୬ା୧୦(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ହାତରେ ଧରାପଡ଼ିଥିବା ଝାଡୁଦାର ନିଯୁକ୍ତି ଠକେଇର ଚେର ବରଗଡ଼ ଜିଲାକୁ ଲମ୍ବିଛି। ଶୁକ୍ରବାର ଭଟଲି ଥାନାରେ ଏଭଳି ଠକେଇ ଅଭିଯୋଗ ନେଇ ଦୁଲଣା କୁମ୍ଭାର ସମେତ ଅନେକ ମହିଳା ଏତଲା ଦେଇଛନ୍ତି।…

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ରବିବାର ପୂର୍ବାହ୍ନରେ ଏକ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ହେବା ଫଳରେ ବାଇକ୍‌ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି l ମୃତ ଯୁବକଙ୍କ ନାଁ ପ୍ରଭାତ ବୈଦ୍ୟ (୪୨) ଏବଂ…

ବଢ଼ିବ କି ଭାଜପା ଅଡ଼ୁଆ: ବିଜେଡିର ମିଶ୍ରଣ ପର୍ବରେ ୪୦ ଊର୍ଦ୍ଧ୍ୱ …

ନୂଆପଡ଼ା, ୨୬ା୧୦ (ମକାରୁ ବେମାଲ):ନୂଆପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖରିଆର ରୋଡ୍‌ ଏନ୍‌ଏସିରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।…

ମାମୁ ଘର କହି ଭୁଆଁ ବୁଲାଉଛନ୍ତି ସ୍ନେହାଙ୍ଗିନୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ନୂଆପଡ଼ା,୨୬ା୧୦ (ମକାରୁ ବେମାଲ): ରାଜ୍ୟରେ ୨୪ ବର୍ଷର ସରକାର ଥିଲା। କିନ୍ତୁ ମହିଳାମାନଙ୍କୁ ହାତଖର୍ଚ୍ଚ ଦେଇ ନ ଥିଲା। ମୋହନ ସରକାର ଆସିଲା ପରେ ମହିଳାମାନଙ୍କୁ ବର୍ଷକୁ ୧୦ ହଜାର କରି ୫ ବର୍ଷରେ ୫୦ ହଜାର ଟଙ୍କା ଦେବ ବୋଲି…

ହଠାତ୍‌ ଲିକ୍‌ ହେଲା ଗ୍ୟାସ ଚାହୁଁଚାହୁଁ ୨ ଗୁରୁତର 

ଚିକିଟି,୨୬।୧୦ (ପ୍ରକାଶ ଚନ୍ଦ୍ର ସାହୁ ): ଗଞ୍ଜାମ ଜିଲା ଚିକିଟି ପେଣ୍ଠସ୍ଥିତ ବସଷ୍ଟାଣ୍ଡ ନିକଟରେ ଏକ ଜଳଖିଆ ଦୋକାନରେ ରବିବାର ସକାଳେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇ ଜଣ ହେଲେ…

ହାତପାହାନ୍ତାରେ ରୋଗୀଙ୍କୁ ମିଳିଲା ଚିକିତ୍ସା ସୁବିଧା, ଅଭିଜ୍ଞ ଡାକ୍ତର ଆସି…

ଭଞ୍ଜନଗର,୨୬ା୧୦(ବାବୁଲା ପ୍ରଧାନ): ସିଲ୍କ ସିଟି ସର୍ଜନ୍ସ କ୍ଲବ ବ୍ରହ୍ମପୁର, ଭାରତୀୟ ଚିକିତ୍ସକ ସଂଘ ବ୍ରହ୍ମପୁର ଶାଖା ଏବଂ ଭାରତୀୟ ଶଲ୍ୟ ଚିକିତ୍ସକ ସଂଘ ବ୍ରହ୍ମପୁର ଶାଖାର ମିଳିତ ସହଯୋଗରେ ରବିବାର ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର…

ଉଠା ପନିପରିବା ଦୋକାନୀଙ୍କ ମନମାନି: ପରିବା ଦରରେ ରହୁନି ନିୟନ୍ତ୍ରଣ

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ବଡ଼ ବଜାରଠାରୁ ଆରମ୍ଭ କରି ସାନ ବଜାର ପର୍ଯ୍ୟନ୍ତ ମାଳମାଳ ଉଠା ପନିପରିବା ବେପାରୀ । ପବିତ୍ର କାର୍ତିକ ମାସ ଚାଲିଥିବା ହେତୁ ଉଠା ପନିପରିବା ଦୋକାନ ଗୁଡିକରେ ନାହିଁ ନ ଥିବା ଭିଡ଼…

‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି, କହିଲେ ଓଡ଼ିଶାର…

ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ…

ଛଟ୍‌ ଘାଟରେ ବୁଡି ନାବାଳକ ନିଖୋଜ

ରାଉରକେଲା,୨୬।୧୦(ସଙ୍ଗୀତା ଜେନା): ରାଉରକେଲା ସେକ୍ଟର ୧୯ଥାନା ଅନର୍ଗତ ହମିରପୁର ଛଟ୍‌ ଘାଟରେ ରବିବାର ସକାଳେ ଜଣେ ନାବାଳକ ବୁଡି ନିଖୋଜ ହୋଇଛନ୍ତି। ନାବାଳକ କୋଏଲ ନଦୀରେ ବୁଡି ନିଖୋଯ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଁଞ୍ଚି ଉଦ୍ଧାର କାର୍ଯ୍ୟ…

ଇକୋ ରିଟ୍ରିଟ୍‌ କାର୍ଯ୍ୟ ତଦାରଖ କଲେ ବିଡିଓ, ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇ…

ଦାରିଙ୍ଗବାଡ଼ି,୨୬ା୧୦(ଅରୁଣ ସାହୁ): ପର୍ଯ୍ୟଟନ ଋତୁକୁ ନଜରରେ ରଖି ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ପାଇଁ ବିଡିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟ ଚାଲିଥିବା ପର୍ଯ୍ୟଟନକ୍ଷେତ୍ରକୁ ରବିବାର ପରିଦର୍ଶନ କରିଛନ୍ତି। ସେ କନ୍ଧମାଳ ଜିଲାପାଳ ବେଦ ଭୂଷଣଙ୍କ ନିର୍ଦ୍ଦେଶ କ୍ରମେ କଫି…

ଆସ ଫେରିଯିବା ରେଡ଼ିଓ ଯୁଗକୁ ,ମୋବାଇଲକୁ ଟିକେ ଦୁରେଇ

ଧର୍ମଶାଳା,୨୬।୧୦(ଶିବପ୍ରସାଦ ମହାନ୍ତି): ଯାଜପୁରରେ ଧୁମ୍‌ ଧାମରେ କାଳୀପୂଜା ଓ ଲକ୍ଷ୍ମୀନାରାୟଣ ପୂଜା ଚାଲିଛି । ଲକ୍ଷ ଲକ୍ଷ ଟଙ୍କାରେ ନିର୍ମିତ ବଡ଼ ବଡ଼ ତୋରଣ ସାଙ୍ଗକୁ ବିଭିନ୍ନ ରଙ୍ଗର ଲାଇଟ୍‌ରେ ଝଲୁସୁଛି ସହର। ପାଖାପାଖି ୪୬ଟି ମଣ୍ଡପରେ ପୂଜାଚର୍ନା ଚାଲିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?