ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ, ଘର ଖାଲି କରିବାକୁ ନିର୍ଦ୍ଦେଶ
ବରଗଡ,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଗୁରୁବାରରୁ ପୁଣି ଏହି ରାସ୍ତାରେ ମାପଚୁପ ଆରମ୍ଭ ହୋଇଛି। ମାପଚୁପରେ ଏହି ରାସ୍ତାର ଜବରଦଖଲ ଅଂଶ ଚିହ୍ନଟ କରାଯାଉଛି। ପୌର…
ବିଫଳତାରୁ ଶିଖିଲେ ସଫଳତା ମିଳିବ
ନୂଆପଡ଼ା,୧୮।୪(ମକାରୁ ବେମାଲ)-ନୂଆପଡ଼ା ଆଦର୍ଶ ଆବାସିକ ବିଦ୍ୟାଳୟର ୯ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ ଅତିଥି, ଇଂରାଜୀ ଅଧ୍ୟାପକ ଲୋହିତାକ୍ଷ ଯୋଶୀ ମୁଖ୍ୟବକ୍ତା,…
ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ମିଟୁଆଣି ଗ୍ରାମର ସତ୍ୟଜିତ୍ ସିଦ୍ଧାର୍ଥ ବାରିକ…
ସମାନ୍ୟ ବଚସାରୁ ଯୁବକଙ୍କ ନିର୍ମମ ହତ୍ୟା
ଆନନ୍ଦପୁର,୧୭।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ୮ନମ୍ବର ୱାର୍ଡ ବଡ଼ମଳିକ ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଭୁଜାଲି ବେକ କାଟି ଜଣେ ଯୁବକଙ୍କ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।…
ସୋନିଆ, ରାହୁଲଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା ଯୁବମୋର୍ଚ୍ଚା
ନୂଆପଡ଼ା,୧୭ା୪ (ମକାରୁ ବେମାଲ):ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ପକ୍ଷରୁ ଅଭିଯୋଗ ଫର୍ଦ୍ଦ ଦାଖଲକୁ ନେଇ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହାକୁ…
କୋଟିଆରେ ଆଧାର କେୱାଇସିକୁ ନେଇ ଦ୍ୱନ୍ଦ୍ୱ
ପଟ୍ଟାଙ୍ଗି,୧୭ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର-ଓଡ଼ିଶାର କାର୍ଯ୍ୟକଳାପକୁ ନେଇ ସୀମାନ୍ତବାସୀ ଦ୍ୱନ୍ଦ୍ୱରେ। କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ତଥା ନେରିଡିବାଲସାରେ ମାର୍ଚ୍ଚ ୩୧ରେ ପଡ଼ୋଶୀ ଆନ୍ଧ୍ରର ସାଲୁର ବ୍ଲକ୍ ପ୍ରଶାସନ ପହଞ୍ଚି ନେଟୱର୍କ ବା…
ଆନ୍ଦୋଳନକୁ ଓହ୍ଲାଇବ ଆଦିବାସୀ ମହାସଂଘ
ପାରଳାଖେମୁଣ୍ଡି,୧୭ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅନୁକୁମ୍ବା ଆବାସିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ଋତୁରାଜ ଗମାଙ୍ଗଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟଣାକୁ ନେଇ ଜିଲା ଆଦିବାସୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ଋତୁରାଜଙ୍କ…
ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ: ବରଗଡ଼ରୁ ଝାରସୁଗୁଡ଼ାକୁ କରିବ ସଂଯୋଗ
ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଳକର ଜରିମୁଲିରୁ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଅନ୍ତର୍ଗତ ପୁଝାରୀପାଲିକୁ ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ…
ଶିଶୁକନ୍ୟାଙ୍କୁ ବଳାତ୍କାର, ଯୁବକ ଗିରଫ
ଫୁଲବାଣୀ,୧୭ା୪ (ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଅନନ୍ତ…
ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ତାଲିମ
କର୍ଲାମୁଣ୍ଡା,୧୭ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା ଭାବେ ବ୍ଲକ୍ ଅଧ୍ୟକ୍ଷା କୁନି ସାହୁ, ବିଡିଓ ଦେବେନ୍ଦ୍ର କୁମାର ସାମଲ, ଉପାଧ୍ୟକ୍ଷ ସୁରେନ୍ଦ୍ର…
ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଭାଜପା ପକ୍ଷରୁ ବିକ୍ଷୋଭ
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଚନ୍ଦ୍ରଚୁଡେଶ୍ବର ଶୈବପୀଠ ନିକଟରେ ଥିବା ନରସିଂହ ପୋଖରୀର ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ଏଥିରେ ବହୁ ଅନିୟମିତତା କରାଯାଇଥିବା ପ୍ରତିବାଦରେ ଦିଗପହଣ୍ଡି ନଗର ଭାଜପା ପକ୍ଷରୁ ଗୁରୁବାର…
ନାବାଳିକା ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ବରଗଡ଼,୧୭।୪,(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ଉଗ୍ରସେନ ବାରିକ ପ୍ରମାଣ ଅଭାବରୁ ବୁଧବାର ର୍ନିଦ୍ଦୋଷରେ ଖଲାସ ହୋଇଛନ୍ତି । ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ଗ୍ରାମରେ ଅଭିଯୁକ୍ତ ଉଗ୍ରସେନ ଏକ ସେଲୁନ…
Archives


