ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ
ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ରହିଛି ବିଭିନ୍ନ କୃଷିଭିତ୍ତିକ ପର୍ବପର୍ବାଣୀ। ସେଥିମଧ୍ୟରୁ କାଦୋପୂଜା ଅନ୍ୟତମ। ଚାଷ କାମର ରୁଆ…
ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି
ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ ଅଧିକାରୀଙ୍କୁ ମୋଟାଅଙ୍କର ଅର୍ଥ ଦେଇ ପ୍ରମାଣପତ୍ର ହାସଲ କରୁଛନ୍ତି। ଜମିବାଡ଼ି କିଣାବିକା ସମୟରେ…
ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ
ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ ମହିଳାଙ୍କ ମୃତ ଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ଗଞ୍ଜାମ ଥାନାକୁ ଖବର…
ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା
ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ…
ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ବିଶ୍ୱଜିତ୍ କୁଲାଡର ଜଣାଶୁଣା ରୋଷେୟା ଟୁନା ପାତ୍ରଙ୍କ ପୁଅ ଅଟନ୍ତି। ବିଶ୍ୱଜିତ୍ଙ୍କ ବିୟୋଗର…
କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ କିଛିଦିନ ହେବ ଅସୁସ୍ଥ ଥିଲେ। ତେଣୁ ସେ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ତାଙ୍କର…
ମହାପ୍ରଭୁଙ୍କ ବିଚିତ୍ର ଲୀଳା, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଦେଲେ ନୂଆ ଜୀବନ: ରିଷ୍ଟ ଖଣ୍ଡନ ହୋଇଗଲା କହି….
ନୟାଗଡ,୧୯।୮(ଲୋକନାଥ ମିଶ୍ର):ନୟାଗଡ ପୁରୁଣା ସହର ଜଗନ୍ନାଥ ମନ୍ଦିର ଦକ୍ଷିଣ ଦ୍ୱାରରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏକ ବ୍ୟାଟେରୀ ସ୍କୁଟି ଜଳିଗଲା। ସ୍କୁଟି ଚାଳକ ନୟାଗଡରଯୁବ ବ୍ୟବସାୟୀ ରବୀନ୍ଦ୍ର କୁମାର ସାହୁ ଘରୁ ନୟାଗଡ ପୁରୁଣା ସହର ଜଗନ୍ନାଥ…
ପ୍ରଶାସନିକ ଉଦାସୀନତା: ୨ ଶିକ୍ଷକଙ୍କ କାନ୍ଧରେ ହାଇସ୍କୁଲ, ୧୦୦ ପିଲାଙ୍କ ହଷ୍ଟେଲ ଭାର
ଜମନକିରା,୧୯।୮(ରବିନ୍ଦ୍ର ପ୍ରସାଦ ଦାନୀ):ଗୋଟିଏ ପଟେ ସରକାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଓ ରୂପାନ୍ତରଣର ଦିଗଦର୍ଶନ ଦେଉଛନ୍ତି। ଅନ୍ୟପଟେ ଗ୍ରାଉଣ୍ଡ ଜିରୋରେ ସରକାରୀ ହାଇସ୍କୁଲଗୁଡ଼ିକ କର୍ମଚାରୀ ଓ ଶିକ୍ଷକ ଅଭାବରୁ ଧୁକୁଧୁକୁ ହୋଇ ଚାଲିଛି। ଏହାର ଏକ ଚରମ ଅବ୍ୟବସ୍ଥାର ଚିତ୍ର…
ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ
ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ…
ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…
ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ଖୋଦ୍ ପୂର୍ବତନ ସମିତି ସଭ୍ୟ…
ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର
ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ କୁମାରଙ୍କ ପ୍ରସ୍ତାବକ୍ରମେ ସାଂସଦ ଆଞ୍ଚଳିକ ଉନ୍ନୟନ ପାଣ୍ଠି (MPLADS) ୨୦୨୫-୨୬ ଯୋଜନାରୁ ୧୦…
ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…
ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ – ୨୦୨୬ କାର୍ଯ୍ୟକ୍ରମ ଜାରି ରହିଛି। ଏହି ପ୍ରକ୍ରିୟା ଅଧୀନରେ ବୁଥ୍ ସ୍ତରୀୟ…

