ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ: ରକ୍ତଦାନ କଲେ ବିଜୁପ୍ରେମୀ
ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ଗୁରୁବାର ଓଡ଼ିଶାର ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଓ ପୂର୍ବତନ ମନ୍ତ୍ରୀ ଅଜାତଶତ୍ରୁ ଆନନ୍ଦ ଆଚାର୍ଯ୍ୟଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। ଏହି ଅବସରରେ…
ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ! ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର ଅଧ୍ୟକ୍ଷତା କରି ଦଳର ନୀତି, ଆଦର୍ଶ ଓ ଶୃଙ୍ଖଳା ସମ୍ପର୍କରେ ପାଠ…
ପଦ୍ମପୁରରେ ନୂତନ ବିଡିଓ ଭାବେ ଯୋଗ ଦେଲେ ମନୋଜ କୁମାର
ପଦ୍ମପୁର,୧୭।୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଳକର ନୂତନ ବିଡ଼ିଓ ଭାବରେ ମନୋଜ କୁମାର ଦେବତା ଯୋଗଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ଦେବତା ଜି ଉଦୟଗିରି ବିଡ଼ିଓ, କନ୍ଧମାଳ ସହକାରୀ ଉପଜିଲାପାଳ ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। ପଦ୍ମପୁର ବ୍ଳକର ଉନ୍ନୟନ…
ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ
ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି ମୌଜାକୁ ଇଡ୍କୋ ପକ୍ଷରୁ ସରକାରୀ ଜମି ଅଧିଗ୍ରହଣ ପାଇଁ ନୋଟିସ ହେଇଛି। ଏଥିରେ କୌଣସି…
ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ
ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି ଏନଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଜିଲା ପରିଷଦ ସଭ୍ୟ ସନାତନ…
ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ
ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ କାର୍ଡ ବଣ୍ଟନ…
ଆମ୍ବ ଆଣିବାକୁ ତୋଟାକୁ ଯାଇଥିଲେ, ଶୁଣ୍ଢରେ ଟେକି ଗଛରେ ପିଟିଦେଲା ଦନ୍ତା; ଚାଲିଗଲା ଜୀବନ
ବନ୍ତଳା୧୭।୪ (ଶୁସିତ କୁମାର ସାହୁ): ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ କଞ୍ଜା ସେକ୍ସନ କଞ୍ଜା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ୬୦ ବର୍ଷୀୟ ବୃଦ୍ଧ ସୋମନାଥ ବେହେରା। ସୂଚନାନୁଯାୟୀ, ଗୁରୁବାର ଭୋର ସମୟରେ କଞ୍ଜା ଗ୍ରାମର…
ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୁଣି ମାପଚୁପ
ବରଗଡ,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଏହି କ୍ରମରେ ଆଜିଠାରୁ ପୁଣି ଏହି ରାସ୍ତାରେ ମାପଚୁପ ହୋଇ ଜବରଦଖଲ ଅଂଶ ଚିହ୍ନଟ କରାଯାଉଛି। ପୌର ପ୍ରଶାସନର…
ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ଜରୁରୀ ମେଡିଶିନ, ନିରାଶ ହୋଇ ଫେରୁଛନ୍ତି…
ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ମେଡିକାଲ ଗୁଡିକୁ ମାଗଣା ଔଷଧ ପ୍ରଦାନ କରାଯାଉଛି । କିନ୍ତୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଉଚ୍ଚ ରକ୍ତଚାପ (ବ୍ଲଡ଼ ପ୍ରେସର) ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି l ଉକ୍ତ ମେଡିଶିନକୁ ନିୟମିତ…
ପିସିସିଏଫ୍ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର
ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା ୨କୁ ମିଶାଇ ମୋଟ ୭ କୁମ୍ଭୀରକୁ ମୁକ୍ତ କରାଯାଇଛି। ଏହି ଅବସରରେ ରାଜ୍ୟ ମୁଖ୍ୟ…
ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ ବାବୁଙ୍କ…
ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା
ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର…
Archives


