ଆମ ଜିଲା ଖବର

ଦୌଡକୁଦ ପ୍ରତିଯୋଗିତାରେ ପ୍ରୀୟଙ୍କାଙ୍କୁ ସଫଳତା: ରାଜ୍ୟସ୍ତରକୁ ମନୋନୀତ

ଲୋଇସିଂହା,୧୮।୧୦ (ସୁଶାନ୍ତ ବାରିକ)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ବେଲଗାଁ ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଗତ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜିଲା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ପ୍ରତୀଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ଗୋଟିଏ ରାତିରେ ୩ଟି ମନ୍ଦିରରୁ ଚୋରି , ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କା

ଚିକିଟି,୧୮।୧୦(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ ନୂଆଗାଁ ଅନ୍ତର୍ଗତ ଶୁକ୍ରବାର ବିଳମ୍ବିତ ରାତିରେ ୩ଟି ମନ୍ଦିରରୁ ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇ ଦୁର୍ବୃତ୍ତମାନେ ଫେରାର୍‌ ହୋଇଥିବା ଜଣାପଡିଛି। ଏ ନେଇ ୩ଟି ମନ୍ଦିରର ପୂଜାରୀ…

ତାରସିଂରେ ଖୋଲିବ ଦମକଳ କେନ୍ଦ୍ର: ୮୦୦ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ

ଭଞ୍ଜନଗର,୧୮/୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପରିସରରେ ରାସନ କାର୍ଡ ପ୍ରଦାନ, ପକ୍କା ଘର କାର୍ଯ୍ୟାଦେଶ ୱାର୍କ ଅର୍ଡର ପ୍ରଦାନ ଏବଂ ଭତ୍ତା ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…

ବାପା, ପ୍ରେମିକ ସହ ମିଶି ଯୁବକଙ୍କୁ ହତ୍ୟା କଲେ ପ୍ରେମିକା! ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ…  

ମାଲକାନଗିରି,୧୮ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା କତାପାଲ୍ଲୀ ପଞ୍ଚାୟତ ବଡାଗୁଡା ଗ୍ରାମ ନିକଟ କ୍ରସର ନିକଟ ଏକ ପୋଖରୀରୁ ଉଦ୍ଧାର ହୋଇଥିବା ମୃତଦେହ ଘଟଣାରେ ୩ଜଣଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବିନୋଦ କୁମାର, ଶଙ୍କର ଇଣ୍ଡିଆ, ସାଗର…

ନୂଆପଡ଼ା ଉପନିର୍ବାଚନ: କିଏ ଜିତିବ ବାଜି, ପ୍ରମୁଖ ଦଳ ପାଇଁ ଅଗ୍ନିପରୀକ୍ଷା

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ):ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ୩ ଦଳର ପ୍ରାର୍ଥୀ ଘୋଷଣା ସରିଛି। ପ୍ରଥମେ ଜାତୀୟ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝିଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଳମ୍ବରେ ଭାଜପା ଜୟ ଢୋଲକିଆ ଓ ବିଜେଡି…

ଭୋଟ ଚୋରି ପରେ ପ୍ରାର୍ଥୀ ଚୋରି କରୁଛି ଭାଜପା: ଭକ୍ତଙ୍କ ବସ୍ଫୋରକ ବୟାନ ପରେ…

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ): ଭାଜପା ପ୍ରଥମେ ଭୋଟ ଚୋରି କରୁଥିଲା, ଏବେ ପ୍ରାର୍ଥୀ ଚୋରି କରୁଛି ବୋଲି ସ୍ଥାନୀୟ ଖୁଣ୍ଟିଆ ସମ୍ମିଳନୀ କକ୍ଷରେ ଗୁରୁବାର ସନ୍ଧ୍ୟାରେ ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସେ ଆହୁରି…

ମା’ ମନସାଙ୍କ ବ ପୂଜା

ମୋରଡ଼ା,୧୭ା୧୦(ସ୍ମାରକ ମାଜୀ ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁ ପଞ୍ଚାୟତର ଫୁଲଝରି ଗ୍ରାମରେ ଥିବା ମା’ ମନସାଙ୍କ ମନ୍ଦିରରେ ଗୁରୁବାର ଅପରାହ୍ନରେ ବଡ଼ପୂଜା ଓ ବାର୍ଷିକ ଘଟଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ନିକଟରେ ଥିବା ଏକ ପୋଖରୀରୁ ୩୦୦ରୁ…

୪୨ କେଜି ଗଞ୍ଜେଇ ଜବତ : ୩ ଗିରଫ

ତୁମୁଡିବନ୍ଧ,୧୭।୧୦(ଦୀପକ କୁମାର ପରାସେଠ): କାନ୍ଧମଳ ଜିଲା ତୁମୁଡିବନ୍ଧ ପୋଲିସକୁ ଆଉ ଏକ ସଫଳତା ମିଳିଛି । ଗଞ୍ଜେଇ ଚୋରାଚାଲାଣ ବେଳେ ତୁମୁଡିବନ୍ଧ ପୋଲିସ କୌଣସି ସୂତ୍ରରୁ ଖବରପାଇ ଗଞ୍ଜେଇ ଓ ଗାଡିକୁ ଧରିବା ପାଇଁ ଅଙ୍କିଥିଲା ରୋଡ଼ ବ୍ଲକ ମ୍ୟାପ ।…

କଂଗ୍ରେସ ଷ୍ଟାର୍‌ ପ୍ରଚାରକ ତାଲିକା : ସଚିନ ପାଇଲଟଙ୍କ ସହ ଆସୁଛନ୍ତି କହ୍ନେୟା

ନୂଆପଡ଼ା,୧୭।୧୦(ମକାରୁ ବେମଲ): ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି। ବିଜେଡି ଆଜି ତାର ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଛି। ଏହି…

କୁଟଲାରୀ ଗାଁର ସୁନା ଝିଅ ଲକ୍ଷ୍ମୀପ୍ରିୟା:  ଅକ୍ଲାନ୍ତ ପରିଶ୍ରମରେ ଆଣିଦେଲା ସଫଳତା

ଦାରିଙ୍ଗବାଡି,୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡ଼ା ପଞ୍ଚାୟତ କୁଟଲାରିଗାଁର ସୁନାଝିଅ ଲକ୍ଷ୍ମୀପ୍ରିୟା ମଲ୍ଲିକ ପାଇଛନ୍ତି ବଡ଼ ସଫଳତା। ସେ ପିଏଚ୍‌ଡି ହାସଲ କରି ଦାରିଙ୍ଗବାଡି ସମେତ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ସୂଚନାଯୋଗ୍ୟ, ସ୍ବର୍ଗତ…

ନକଲି ବିଦେଶୀ ମଦ ଚାଲାଣ :୩ ଗିରଫ

ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ସଦର ରେଞ୍ଜ ଅନ୍ତର୍ଗତ ମାଡିଙ୍ଗ ଛକ ଠାରେ ଶୁକ୍ରବାର ସନ୍ଧ୍ୟାରେ ନକଲି ବିଦେଶୀ ମଦ ଚାଲାଣ ହେଉଥିବା ଖବର ପାଇ କଳାହାଣ୍ଡି ଅବକାରୀ ମୋବାଇଲ ୟୁନିଟ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଏକ କାର…

ଜଙ୍ଗଲ ଅଧିକାର, ଜୀବନଜୀବିକା, ସୁଶାସନ ପ୍ରକଳ୍ପ ନେଇ…

ଦାରିଙ୍ଗବାଡ଼ି,୧୭ା୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଜାଗୃତି ସଭାଗୃହ ପରିସର ମଧ୍ୟରେ ଜଙ୍ଗଲ ଅଧିକାର, ଜୀବନଜୀବିକା ଓ ସୁଶାସନ ପ୍ରକଳ୍ପ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଛି। ଜାଗୃତିର ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?