ଆମ ଜିଲା ଖବର

ଏମିତି ବି ଆସେ ମୃତ୍ୟୁ : କୁକୁର ଛୁଆ ମୁହଁରୁ ଢାଳ କାଢ଼ି ବଞ୍ଚାଇଥିଲେ, ହେଲେ ଏବେ…

ଦାରିଙ୍ଗବାଡି,୩।୧୨ (ଅରୁଣ ସାହୁ): ମୃତ୍ୟୁ ଏମିତି ବି ଆସେ। ଟିକିଏ ଅସାବଧାନତା ଜଣଙ୍କ ଜୀବନ ନେଇଗଲା। ଏଭଳି ଦୁଃଖଦ ଖବର ଆସିଛିି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରାମୁଳି ପଞ୍ଚାୟତ ପାକାଲମାହା ଗ୍ରାମର ଫାଉସ୍ଥିନା ବଳିୟାର ସିଂ(୪୬)ଙ୍କ କ୍ଷେତ୍ରରେ। ସେ ମଙ୍ଗଳବାର…

୨ ପର୍ଯ୍ୟଟନସ୍ଥଳୀର ହେବ ବିକାଶ: ଖର୍ଚ୍ଚ ହେବ ୨ କୋଟି

ଗଞ୍ଜାମ,୩।୧୨(ବିଦ୍ୟାଧର ସାହୁ ): ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପର୍ଯ୍ୟଟନସ୍ଥଳୀର ବିକାଶ ହେଲେ ପର୍ଯ୍ୟଟନ ସଂଖ୍ୟା ବୃଦ୍ଧି ହେବା ସହ ସ୍ଥାନୀୟ ଅଞ୍ଚଳବାସୀ ଉପକୃତ ହେବେ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗଞ୍ଜାମ ବ୍ଲକରେ…

ପୁଣି ବଢିଲା ଶୀତ: ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ବୁଧବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି। ପୂର୍ବରୁ…

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା ଶିକକା ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ସକାଳୁ ସେ ଡଙ୍ଗର…

ଭୟଙ୍କର ଆତଙ୍କ: ଗୁହାଳେ ପଶି ୧୫ ଛେଳିମେଣ୍ଢାଙ୍କୁ ମାରିଲା କଲରାପତରିଆ

ନୂଆପଡ଼ା/ବୋଡେନ,୩ା୧୨ (ମକାରୁ ବେମାଲ/ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡେନ ବ୍ଲକ କର୍ଲାକୋଟ ପଞ୍ଚାୟତ କିରେଝୋଲା ଗାଁ ସର୍ଗିମୁଣ୍ଡାରେ ସୋମବାର ରାତିରେ ଏକ କଲରାପତରିଆ ବାଘ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ୧୫ରୁ ଊର୍ଦ୍ଧ୍ୱ ଛେଳିମେଣ୍ଢାଙ୍କୁ ମାରିଦେଇଛି।ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ…

ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ମୃତ୍ୟୁ: ଆଉ ଗାଁକୁ ଫେରିଲେନି…

ଦାରିଙ୍ଗବାଡି,୩।୧୧ (ଅରୁଣ ସାହୁ): କେରଳରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଚିନ୍ତା ବଢିଛି। ମୃତକ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ସରାମୁଳି ପଞ୍ଚାୟତ ପାକାଲମାହା ଗ୍ରାମର ଫାଉସ୍ଥିନା ବଳିୟାର ସିଂ(୪୬)।ଚିକିତ୍ସାଧୀନ ଅବସ୍ଥାରେ ବଳିୟାରଙ୍କ ମୃତ୍ୟୁ ଘଟିଛି।…

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩ କି.ମି. ଦୂରରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଇପାରୁ ନ ଥିବା ପିଲାମାନଙ୍କୁ ଦେଉଛନ୍ତି ଶିକ୍ଷା…

ଅତାବିରା ଆର୍‌ଏମ୍‌ସିରେ ଅଚଳାବସ୍ଥା ଜାରି: ପଞ୍ଚମ ଦିନରେ ଉଠାଣ ଶୂନ

ଅତାବିରା, ୩ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ଗୋଡ଼ଭଗା ଓ ଅତାବିରା ମଣ୍ଡିରୁ କେବଳ…

ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା: ମିଳିଲା ଲିଖିତ ପ୍ରତିଶ୍ରୁତି, ଟଳିନି ସମସ୍ୟା

ବରଗଡ଼,୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ ଦିନ ବିତି ଯାଇଛି। ଏହାସତ୍ତ୍ୱେ ଧାନ ଉଠାଣ ନେଇ ଚାଷୀମାନେ ଆଶଙ୍କାରେ ରହିଛନ୍ତି। ମଙ୍ଗଳବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ଅଧୀନ କଲାପାଣି ମଣ୍ଡିରେ ଉପଜିଲାପାଳ ପ୍ରସନ୍ନ କୁମାର…

ବରଗଡ଼ ଧନୁଯାତ୍ରା ପ୍ରସ୍ତୁତି ସମୀକ୍ଷା: ସଂସ୍କୃତି ବିଭାଗର ସହାୟତା କୋଟିଏ ଟଙ୍କାକୁ ବୃଦ୍ଧି

ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ ପ୍ରସିଦ୍ଧ ତଥା ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ୭୮ତମ ସଂସ୍କରଣର ସଫଳ ଆୟୋଜନ ପାଇଁ ମଙ୍ଗଳବାର ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଆଭାସୀ ପ୍ରସ୍ତୁତି…

ଅନ୍ଧାରରେ ମା’ ତାରାତାରିଣୀ ମନ୍ଦିର; ମୋବାଇଲ ଲାଇଟରେ ପୂଜାର୍ଚ୍ଚନା, ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ

ପୁରୁଷୋତ୍ତମପୁର,୨।୧୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଅନ୍ଧକାରମୟ ହୋଇ ରହିଥିବା ବେଳେ ମୋବାଇଲ ଲାଇଟରେ ପୂଜାର୍ଚ୍ଚନା କରାଯାଉଥିବା ଭଳି ଦୃଶ୍ୟ ମଙ୍ଗଳବାର ଦେଖିବାକୁ ମିଳିଛି। ମନ୍ଦିରର ବେଢ଼ା ଓ ଗର୍ଭଗୃହରେ ସନ୍ଧ୍ୟା ପରେ ଘୋର…

୬ଟି ବିଦ୍ୟାଳୟର ଛାତ୍ରୀଙ୍କୁ ନେଇ ମୁରୁସୁଆଁରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ପ୍ରତିଯୋଗିତା

ପାଟଣା,୨।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଙ୍ଗଳବାର ୬ଟି ବିଦ୍ୟାଳୟର ଛାତ୍ରୀଙ୍କ ମଧ୍ୟରେ ଆନ୍ତଃ-ବିଦ୍ୟାଳୟ “ଖେଳିବା ଓ ପ୍ରସ୍ଫୁଟିତ ହେବା” ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପିପୁଲସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?