ଆମ ଜିଲା ଖବର

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି ମିଳିବାରୁ ପ୍ରତ୍ୟାହାର ହୋଇଛି। ସୂଚନା ଅନୁଯାୟୀ, ସିଆଙ୍ଗବାଲିଠାରୁ କୁସିପାଙ୍କା ଗ୍ରାମ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ…

ମଦ ବିକ୍ରି ବନ୍ଦ ଦାବିରେ ଏକଜୁଟ ହେଲେ ମହିଳା, ଅବକାରୀ ବିଭାଗର ସହଯୋଗ ଲୋଡ଼ିଲେ

ଅମରପାଲି,୨୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୁଦଗୁଦା ଗ୍ରାମରେ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ଏକଜୁଟ ହୋଇଛନ୍ତି । ଏନେଇ ସୋମବାର ଗ୍ରାମର ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ନେଇ ଏକ ବୈଠକ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର ପର୍ଯ୍ୟନ୍ତ ଅର୍ଥାତ ଦାରିଙ୍ଗବାଡିରୁ ସିଆଙ୍ଗବାଲି ପର୍ଯ୍ୟନ୍ତ ଯାତାୟାତ କରୁଥିବା ମୁଖ୍ୟମନ୍ତ୍ରୀ ବସ ସେବା…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ ଅଧିକ ସଂଖ୍ୟକ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିବା ସହ ଅତିକମ୍‌ରେ ୨ରୁ ୩ ରାତି…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା ୪୮ ମିନିଟ୍ ସମୟରେ ଏହି ଭୂକମ୍ପ ହୋଇଥିବା ବେଳେ ଏହା ତୀବ୍ରତା ରିକ୍ଟର…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ ପାଇଁ ସାହାରା ପାଲଟିଛି ଦେଶୀ ଡଙ୍ଗା। ହେଲେ ବିବାହ ସ୍ଥିର ହୋଇଥିବା ନଦୀକୂଳ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ ଜଳସେଚନ ଓ କୃଷି କାର୍ଯ୍ୟ ପ୍ରଭାବିତ ହେଉଛି। ଏହାର ପ୍ରଭାବରେ କେତେକ ଅଞ୍ଚଳରେ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ଦଳର ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା ୨୨ରେ ହତ୍ୟାକାଣ୍ଡ ହୋଇଥିବା ବେଳେ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଫଳରେ ପର୍ଯ୍ୟଟକଙ୍କ ସମେତ ସ୍ଥାନୀୟ ଲୋକେ ଯାତାୟାତରେ ବହୁ ସମସ୍ୟାର…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି ସଭାପତି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ବରଗଡ଼ କଲ୍ୟାଣ ମଣ୍ଡପରୁ…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?