ଆମ ଜିଲା ଖବର

ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ

ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ କିଛି ମଦ୍ୟପ ଯୁବକ ମରଣାନ୍ତକ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲେ ।…

ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…

ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା (୪୨) l ତାଙ୍କ ଘର କେନ୍ଦୁଝର ଜିଲା କୁଆଗଡ଼ିଆ ଅଞ୍ଚଳରେ l ଦ୍ୱିପ୍ରହର ସମୟରେ…

ଅର୍ଚ୍ଚନାଙ୍କ ସ୍ବରରେ ଝୁମିଲେ ଦର୍ଶକ: ଆକର୍ଷଣ ସାଜିଲା ସମ୍ବଲପୁରୀ-ଲୋକନୃତ୍ୟ

କେସିଙ୍ଗା,୧୨।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନନ୍ଦ ଉଲ୍ଲାସର ସହିତ ଏକ ବର୍ଣ୍ଣାଢ୍ୟ ପରିବେଶରେ ୨୮ତମ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦଯାପିତ ହୋଇଯାଇଛି। ଏହି ଉଦଯାପିତ ସାରସ୍ବତ ସମାରୋହରେ ମୁଖ୍ୟ…

ଘରକୁ ଫେରୁଥିଲେ ୨ ଭାଇ, ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍‌: ଆଉ ତା’ପରେ…

ଗୁଣପୁର,୧୨।୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ ଦୁଇ ଭାଇ ମୁନା କିମ୍ବାକା, କ୍ରିଷ୍ଣା କିମ୍ବାକା। ମୃତକମାନେ ହେଲେ ଗୁଡାରି ବ୍ଲକ କଦମା…

ମଞ୍ଚରେ ଅଶ୍ଳୀଳ ନୃତ୍ୟ ନିଶା ମହାରଣା: ଚୌକି-ଜୋତା ମାଡ଼ କଲେ ଦର୍ଶକ: ଆଉ ତା’ପରେ ଘଟିଲା…

ଭଦ୍ରକ,୧୨।୧: ଯାତ୍ରା ମଞ୍ଚରେ ଆଇଟମ ଗାର୍ଲ ନିଶା ମହାରଣାଙ୍କୁ ପୁଣି ଥରେ ବିରୋଧ ହୋଇଛି। ଅଶ୍ଳୀଳ ନୃତ୍ୟ ପାଇଁ ନିଶାଙ୍କୁ ବିରୋଧ କରିଛନ୍ତି ଉପସ୍ଥିତ ଦର୍ଶକ। ଭଣ୍ଡାରିପୋଖରୀରେ ପାର୍ବତୀ ଗଣନାଟ୍ୟ ପକ୍ଷରୁ ଚାଲିଥିବା ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ କରୁଥିଲେ ନିଶା।…

ବାଟବଣା ବସୁଧା ଯୋଜନା, ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୧୨।୧(ପ୍ରଦୀପ କୁମାର ସାହୁ):ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ଯୋଜନାଗୁଡିକ ଠିକ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି…

ମହାନଦୀ ଜଳକୁ ଅଟକାଉଛି ଛତିଶଗଡ଼: ବ୍ୟାରେଜ ସହିତ ତିଆରି କରିଛି ବାଲିବନ୍ଧ

ଝାରସୁଗୁଡ଼ା,୧୨ା୧(ଆଶିଷ ରଞ୍ଜନ ଦାଶ):ଛତିଶଗଡ଼ ସରକାରଙ୍କର ମନ ମାନୁନାହିଁ। ଶିଳ୍ପସଂସ୍ଥା ସ୍ବାର୍ଥରେ ମହାନଦୀ ଭିତରେ ବ୍ୟାରେଜ ସହିତ ବାଲିବନ୍ଧ ତିଆରି କରିଛି। ମହାନଦୀ ଉପରେ ନିର୍ମାଣ ହୋଇଥିବା କଲମା ବ୍ୟାରେଜକୁ ଲାଗି ବାଲିବନ୍ଧ ନିର୍ମାଣ କରିଥିବା ବେଳେ କଲମା ବ୍ୟାରେଜ୍‌ର ୬୬ଟି ଗେଟ…

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା ବେଳେ ନବବଧୂ ଜଣକ ୭ ମାସର ଗର୍ଭବତୀ ଥିବା ସୂଚନା ମିଳିଛି। ସ୍ତ୍ରୀଙ୍କୁ ସ୍ବାମୀ…

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ ଖାନନଗର ଦୁର୍ଗା ମଣ୍ଡପ ନିକଟରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ରବିବାର ଉଦ୍ଧାର…

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବାସୁଦେବପୁର…

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨ ଜଣ ଦୁର୍ବୃତ୍ତ ଏକ ସ୍କର୍ପିଓରେ ଆସି ଚୋରି କରିନେଇଛନ୍ତି। ଚୋରି ବେଳର ସମସ୍ତ ଦୃଶ୍ୟ…

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri