ଟାପୁରେ ଫସିଲେ ୩୦ ହାତୀ, ଦେଖିବାକୁ ନଦୀକୂଳରେ ଲାଗିଛି ପ୍ରବଳ ଭିଡ଼
କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ଟାପୁରେ ଫସିଛନ୍ତି ୩୦ ହାତୀ। ବୈତରଣୀ ନଦୀ ପାର ହୋଇ କେନ୍ଦୁଝରରୁ ମୟୂରଭଞ୍ଜ ଜିଲାକୁ ଯାଉଥିବା ବେଳେ ଲୋକଙ୍କ ଘେରାଉ କାରଣରୁ ମଝିରେ ଏକ ଟାପୁରେ ଅଟକି ଯାଇଛନ୍ତି। ସେମାନଙ୍କୁ ଦେଖିବାକୁ ନଦୀକୂଳରେ ଭିଡ଼ ଜମିଛି।…
ବୟଫ୍ରେଣ୍ଡଙ୍କ ସହ ଗୁପ୍ଚୁପ୍ ଖାଇବାକୁ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଫେରିବା ବେଳେ ଗଣବଳାତ୍କାର
ଜଳେଶ୍ୱର,୧୧ା୧୦(ନବୀନ ସାହୁ): ପଶ୍ଚିମବଙ୍ଗରେ ଆରଜି କର୍ ମେଡିକାଲ କଲେଜ ଘଟଣାର ହୋଇଛି ପୁନରାବୃତ୍ତି। ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ହୋଇଛି ଗଣବଳାତ୍କାର। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନଚ୍ଚିମପୁର ଅଞ୍ଚଳର ବୋଲି ସୂଚନା ମିଳିଛି।…
ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ
ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଏକ ଜନନୀ ଯନ୍ତ୍ରଣାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି…
ଜଙ୍ଗଲଜାତ ଦ୍ରବ୍ୟର ବ୍ୟବହାର ବିକ୍ରି ନେଇ ତାଲିମ
ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ): ଜଙ୍ଗଲ ସୁରକ୍ଷା ନେଇ ଜାଗୃତି ସଭାଗୃହ ଠାରେ ଚାଲିଥିବା ୨ ଦିନିଆ କର୍ମଶାଳା ଶନିବାର ଉଦ୍ଯାପିତ ହୋଇଛ। ଗୋଷ୍ଠୀ ଜଙ୍ଗଲ ଜମି ସମ୍ପର୍କିତ ଏହି କର୍ମଶାଳାକୁ କାର୍ଯ୍ୟକ୍ରମ ଅଧିକାରୀ ସଦାନନ୍ଦ ସିଂଙ୍କ ତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ପୁଣି ସସ୍ପେନ୍ସ ବଢ଼ାଇଲା ଢୋଲକିଆଙ୍କ ସମର୍ଥକଙ୍କ ରାଲି: ଜୟ କାହାର…
ଭୁବନେଶ୍ୱର,୧୧।୧୦: ସସ୍ପେନ୍ସ ବଢ଼ାଉଛି ଜୟ ଢୋଲକିଆଙ୍କ ସମର୍ଥକଙ୍କ ରାଲି। ନୂଆପଡ଼ା ଖରିଆର ରୋଡରେ ଜୟ ଢୋଲକିଆ ସମର୍ଥକ ବଡ଼ ରାଲି କରିଛନ୍ତି। କୌଣସି ଦଳର ପତାକା ନ ନେଇ ବଡ଼ ରାଲି ସହ ସଭା ମଧ୍ୟ କରିଛନ୍ତି। ଆମେ ଢୋଲକିଆଙ୍କ ପରିବାର…
ପୁଣି ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ବସନ୍ତ ପଣ୍ଡାଙ୍କୁ ନେଇ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୧।୧୦: ରାଜ୍ୟ ଅତିଥି ଭବନରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ।ସଭାପତି ମନମୋହନ ସାମଲ, ମାନସ ମହାନ୍ତି, ବସନ୍ତ ପଣ୍ଡା ଉପସ୍ଥିତ ଥିବା ମଧ୍ୟ ଦେଖିବାକୁ ମିଳିଛି। ପୂର୍ବତନ ଏମ୍ପି ବସନ୍ତ ପଣ୍ଡାଙ୍କ ମାନଭଞ୍ଜନ ପାଇଁ ଉଦ୍ୟମ ଚର୍ଚ୍ଚା ହେଉଛି। ଜୟ ଢୋଲକିଆ ଭାଜପାରେ…
OSRTC ବସ୍ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ: କଣ୍ଡକ୍ଟର ମୃତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଖଜୁରୀପଡ଼ା,୧୧।୧୦ ( ବିଦୁର ବେହେରା ): ଲାଞ୍ଜିଗଡରୁ କଟକକୁ ଯାତ୍ରା କରୁଥିବା ଯାତ୍ରୀବାହୀ ଓଆରଏସଟିସି ବସ୍ ଗାଡିଆପଡା ଘାଟିର ଏସ ବୁଲାନିରେ ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । କଣ୍ଡକ୍ଟର ସୌମ୍ୟ ରଞ୍ଜନ ଦାସ(୨୪)ମୃତ ହୋଇଥିବା ବେଳେ ବସ ଚାଳକ ଟୁଟୁ…
ଦେବୀ ଖୋଲିଦେଲେ ଢୋଲକିଆଙ୍କ ଗୁମର: ରାତିସାରା ଯୋଗାଯୋଗରେ ସକାଳକୁ….
ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ…
ନୂଆପଡ଼ା ଉପନିର୍ବାଚନକୁ ନବୀନଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ: ବିଜେଡି ସୁପ୍ରିମୋ ଛିଡ଼ା ହେଲେ ବି …
ଭୁବନେଶ୍ୱର,୧୧।୧୦ ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ଜୟ ଢୋଲକିଆ ଭାଜପାରେ ମିଶିବା ଚର୍ଚ୍ଚାରେ ଭାଜପା ଏମ୍ପି ରବୀ ନାରାୟଣ ବେହେରା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୟଙ୍କୁ ଦଳ ଗ୍ରହଣ କରିବ । ନୂଆପଡ଼ା ଉପନିର୍ବାଚନ ପାଇଁ ଅନେକ ଆଶାୟୀ…
ଟାପୁରେ ଫସିଛନ୍ତି ୩୦ ଟିକିଆ ବଣୁଆ ହାତୀପଲ: ସ୍କୁଲ ଘର ଭାଙ୍ଗିଲା ଗୋଠଛଡା ଦନ୍ତା
ପାଟଣା,୧୧।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଇ ଟାଙ୍ଗିରି ସେକ୍ସନ ବୈତରଣୀ ନଦୀର ୩ ଧାରିଆ ଟାପୁରେ ଶୁକ୍ରବାର ବିଳମ୍ବିତ ରାତ୍ରିରୁ ୩୦ ଟିକିଆ ବଣୁଆ ହାତୀପଲ ଅଟକି ରହିଛନ୍ତି । ନଦୀର ଉଭୟ ପାର୍ଶରେ ପ୍ରଖର ସ୍ରୋତ…
ମଶାଧୂପ ନିଆଁରୁ ବାଣରେ ଲାଗିଲା ନିଆଁ: ମା’ ପୁଅ ଗୁରୁତର
ଜଳେଶ୍ୱର,୧୧।୧୦( ନବୀନ ସାହୁ): ବାଣ ବିସ୍ଫୋରଣରେ ମା’ ପୁଅ ଗୁରୁତର। ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଶାଳିକୋଠା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଶାଳୀକୋଠା ଗ୍ରାମର ସୁନିତା ଦତ୍ତଙ୍କୁ ସେହି ଗ୍ରାମର ଜନୈକ ବ୍ୟବସାୟ ବାଣ ତିଆରି କରିବା…
ରାସ୍ତା ନିର୍ମାଣରେ ଚଞ୍ଚକତା: ଭିଜିଲାନ୍ସ ତଦନ୍ତ ଦାବି
ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡାବାଡ଼ି ଗ୍ରାମରେ ରାସ୍ତା ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମୋନ୍ନୟନ ରାସ୍ତାଠାରୁ ଗ୍ରାମର ବଣଢେପ ଯାଏ ରାସ୍ତା ନିର୍ମାଣ ପାଇଁ ଏମଜିଏନଆରଇଜିଏ ଯୋଜନାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି…

