ଆମ ଜିଲା ଖବର

ବୟୋଜ୍ୟେଷ୍ଠ ଦିବସରେ ସ୍ବାସ୍ଥ୍ୟ ପରୀକ୍ଷା

ଗଞ୍ଜାମ,୧୦ା୧୦(ଅଖିଳ ତରାଇ/ବିଦ୍ୟାଧର ସାହୁ):ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ବୟୋଜ୍ୟେଷ୍ଠ ଦିବସ ଉପଲକ୍ଷେ ଏକ ସ୍ବାସ୍ଥ୍ୟସେବା ଶିବିର ପରିଷଦର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସହଯୋଗରେ ଆୟୋଜିତ ଏହି ଶିବିରରେ ତହସିଲଦାର ସୁକାନ୍ତ ଚନ୍ଦ୍ର…

ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ବଲାଙ୍ଗୀର,୧୦।୧୦:(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ପୁଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମରେନ୍ଦ୍ର ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦିବସରେ ମୁଖ୍ୟଅତିଥି…

IRB ଯବାନଙ୍କ ସ୍ତ୍ରୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ: ଗ୍ୟାସ ସିଲିଣ୍ଡରରୁ…

କୋରାପୁଟ,୧୦।୧୦: IRB ଯବାନଙ୍କ ସ୍ତ୍ରୀ ମୃତ୍ୟୁ ଘଟଣାର ପୋଲିସ ବଡ଼ ଖୁଲାସା କରିଛି। ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ IRB ଯବାନ ଶିବଶଙ୍କର ପାତ୍ରଙ୍କୁ କୋରାପୁଟ ଟାଉନ ଥାନା ପୋଲିସ ଗିରଫ କରିଛି। ପୋଲିସ ସୂଚନା ମୁତାବକ, ପ୍ରଥମେ ଯବାନ ଶିବଶଙ୍କର ଏକ…

ଲୋୟର ସୁକତେଲ ଡ଼୍ୟାମ ସମୀକ୍ଷା କଲେ ଏମ୍‌ପି ସଙ୍ଗୀତା ସିଂଦେଓ

ବଲାଙ୍ଗୀର,୧୦।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଶୁକ୍ରବାର ଲୋୟର ସୁକତେଲ ଡ଼୍ୟାମ ପରିଦର୍ଶନ କରିବା ସହ ପ୍ରକଳ୍ପ ସମୀକ୍ଷା କରିଥିଲେ। ଆସନ୍ତା ଖରିଫ ଋତୁରେ ଏହି ଡ଼୍ୟାମରୁ ଚାଷଜମିକୁ ପାଣି ଦିଆଯିବ। ସେଥିପାଇଁ ଡ଼୍ୟାମରେ ଚାଲିଥିବା…

ଋଣଭାର ହେଲା କାଳ: ଶେଷକୁ ଆକାଶିଆ ଗଛରେ…

ପାଟଣା,୧୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ରତନପୁର ଗ୍ରାମରେ ଋଣ ଭାର ସହି ନ ପାରି ଜଣେ ଯୁବକ ଶୁକ୍ରବାର ସକାଳୁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଘରଠାରୁ କିଛି ଦୁରରେ ଏକ ଆକାଶିଆ ଗଛରେ ରଶି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଞ୍ଜନଗର ବିଧାୟକ: କଳିଙ୍ଗା ଘାଟିରେ ବିକଳ୍ପ ରାସ୍ତା ନେଇ…

ଭଞ୍ଜନଗର,୧୦।୧୦(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଜାତୀୟ ରାଜପଥ ରାସ୍ତା ଧୋଇ ହେବାର ଆଜକୁ ୨୫ ଦିନ ବିତିଯାଇଛି । ମାତ୍ର ରାସ୍ତା କାମ ସରିବାକୁ ନାହିଁ। ଜାତୀୟ ରାଜପଥ କତୃପକ୍ଷ ଉକ୍ତ ରାସ୍ତାକୁ ଗୁରୁତର…

୨୫ ଦିନ ହେଲା କଳିଙ୍ଗା ଘାଟି ରାସ୍ତା ବନ୍ଦ: ଦୁର୍ଦ୍ଦିନରେ ବ୍ୟବସାୟୀ

ଜି.ଉଦୟଗିରି,୧୦ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ୧୫୭ ନଂ. ଜାତୀୟ ରାଜପଥ କଳିଙ୍ଗା ଘାଟିରେ ସେପ୍ଟେମ୍ବର ୧୬ରେ ଭୂସ୍ଖଳନ ହୋଇଥିଲା। ଫଳରେ ୨୫ ଦିନ ହେବ ରାଞ୍ଚି-ବିଜୟୱାଡା କରିଡର ବନ୍ଦ ରହିଛି। ଏହାକୁ ନେଇ କନ୍ଧମାଳ ଜିଲାବାସୀ ନାହିଁ ନ…

ଚକରା ବିଷୋୟୀ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ :ଚମ୍ପିୟାନ ହେଲେ…

ଭଞ୍ଜନଗର,୧୦।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡିଆରେ ଚାଲିଥିବା ରାଜ୍ୟ ସ୍ତରୀୟ ଚକରା ବିଷୋୟୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଶୁକ୍ରବାର ଫାଇନାଲ ମ୍ୟାଚ୍ । ଏହା ଭଞ୍ଜନଗର ନରେଶ ଏକାଦଶ ଓ ଆୟୋଜକ ଭଞ୍ଜନଗର ଫୁଟବଲ…

ଗଞ୍ଜାମଜିଲା ଘରୋଇ ବସ୍‌ମାଲିକ ସଂଘ ବୈଠକ : ନୂତନ ବସଷ୍ଟାଣ୍ଡ ସ୍ଥାନାନ୍ତରକୁ ବିରୋଧ

ପୁରୁଷୋତ୍ତମପୁର,୧୦।୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ଘରୋଇ ବସ୍‌ ମାଲିକସଂଘ ପଷରୁ ଏକ ବୈଠକ ତାରାରିଣୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ବସ୍‌ ମାଲିକ ସଂଘର ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ୟରେ ମୁଖ୍ୟଅତିଥି ଭାବରେ ଜିଲା ବସମାଲିକ ସଂଘର…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ୫୦ ଜଣଙ୍କୁ ଜେରା, ଖୁବ୍‌ଶୀଘ୍ର ହଟିବ ପରଦା

ବ୍ରହ୍ମପୁର,୧୦ା୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା କରାଯାଇଥିବା ବ୍ରହ୍ମପୁର ଏସ୍‌ପି ସୂଚନା ଦେଇଛନ୍ତି। ସନ୍ଦେହରେ ୫ରୁ ୬ ଜଣଙ୍କୁ ପଚରାଉଚରା କରାଯାଉଛି। ଏଥିସହ ପ୍ରତ୍ୟକ୍ଷଦର୍ଶୀ, ସହକର୍ମୀଙ୍କୁ ମିଶାଇ ଏଯାବତ୍‌ ୫୦ ଜଣଙ୍କୁ ଜେରା କରାଗଲାଣି।…

ଫେରିଲେ ନବୀନ: କାହାକୁ କରିବେ ପ୍ରାର୍ଥୀ, ଚାଲିଛି କସରତ

ଭୁବନେଶ୍ୱର,୧୦।୧୦: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରୁ ଭୁବନେଶ୍ୱର ଫେରି ଆସିଛନ୍ତି। ନବୀନ ଭୁବନେଶ୍ୱର ଫେରିବା ପରେ ପ୍ରାର୍ଥୀ ଘୋଷଣା ନେଇ ଚର୍ଚ୍ଚା ଜୋର ଧରିଛି। ୨ ଲକ୍ଷ ୫୩…

ବଟେଶ୍ୱର ବାଲିଯାତ୍ରା ପ୍ରସ୍ତୁତି ବୈଠକରେ ହେଲା ବଡ଼ ନିଷ୍ପତ୍ତି: ଯାତ୍ରୀଙ୍କ ସୁବିଧା ପାଇଁ ପ୍ରଥମ ଥର ହେବ…

ଗଞ୍ଜାମ ,୧୦।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠ ଅବସ୍ଥିତ। ବର୍ତ୍ତମାନ ପବିତ୍ର ଧାର୍ମିକ କାର୍ତ୍ତିକ ମାସ ଆରମ୍ଭ ହୋଇ ଯାଇଥିବା ବେଳେ ଆସନ୍ତା ୫ରେ ସେଠାରେ ବାଲିଯାତ୍ରା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?