ହିଂସା ହଟାଅ, ଏକତା ଆଣ: ପୋଲିସର ନିଆରା ପ୍ରୟାସ
ପୁରୁଷୋତ୍ତମପୁର,୩୧।୧୦(ସବିତା ମିଶ୍ର):ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଚ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ହିଂସାତ୍ମକ ମନୋଭାବକୁ ଦୂରକରି ସମସ୍ତଙ୍କ ମଧ୍ୟରେ ଏକତା ରକ୍ଷା କରିବା ଲାଗି ଏକ ପ୍ରୟାସ କରାଯାଇଛି।...
ହଜାର ହଜାର ଚାଷୀଙ୍କ ପାଇଁ ଖୁସିଖବର: ଏତେ ଦିନ ପରେ ଖୋଲିଲା…
ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ ): ଦୀର୍ଘ ଦୁଇ ଦଶନ୍ଧି ଧରି ଋଷିକୂଲ୍ୟା ମୁହାଣ ଖୋଲାଯିବା ପାଇଁ ଦାବି ହୋଇ ଆସୁଥିଲା । ପୂର୍ବତନ ବିଧାୟକ ସ୍ବର୍ଗତ ଆଦିକନ୍ଦ ସେଠୀ ବିଧାନସଭାରେ ଦାବି କରିଥିଲେ । ପରେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର...
‘ଜାତୀୟ ଏକତାର ପ୍ରତୀକ ଥିଲେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’
ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ନିଖିଳ ଉତ୍କଳ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ଜିଲୁଣ୍ଡି ଅଞ୍ଚଳ ପକ୍ଷରୁ ଶୁକ୍ରବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଗଞ୍ଜାମ ଜିଲା ଭଞ୍ଜନଗରରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ବାଉଁଶଲୁଣ୍ଡି...
ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଲିଛି ପାଠପଢ଼ା, ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଛାତ୍ରୀଛାତ୍ର
ରିଷିଡା,୩୧।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ଅନାବନା ଗଛ ଘାସ ଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର...
ଜାରକା ଅଞ୍ଚଳରେ ବଢୁଛି ଚୋରି: ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ
ଧର୍ମଶାଳା,୩୧।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କୁମାରୀ ଅଞ୍ଚଳର ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ଶୁକ୍ରବାର ସକାଳୁ ଜଣାପଡିଛି। ବିଭିନ୍ନ ଘରର ଝରକା ଭାଙ୍ଗି ଦୃର୍ବୁତ୍ତମାନେ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା...
‘ମୋନ୍ଥା’ ପରେ ଦାଉ ସାଧୁଛି ମାଟିଆଗୁଣ୍ଡି ରୋଗପୋକ, ଧାନଫସଲ ନଷ୍ଟ, ଚାଷୀ ହତାଶ
ଦିଗପହଣ୍ଡି,୩୧ା୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପବନ ଓ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଚାଷଜମିରେ ଚଳିତବର୍ଷ ଖରିଫ ଧାନ ଓ ପନିପରିବା ଫସଲ ପ୍ରାୟତଃ ନଷ୍ଟ ହୋଇଛି। ଖାଲୁଆ ଜମିରେ ପାଣି...
ଏକତା ପାଇଁ ଦୌଡିଲେ ଛାତ୍ରୀଛାତ୍ର: ସୁରକ୍ଷାବାହିନୀ ସାମିଲ
ରାଇକିଆ,୩୧।୧୦(ପ୍ରଦୀପ ବେହେରା): ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ କନ୍ଧମାଳ ଜିଲା ରାଇକିଆ ପୋଲିସ ତରଫରୁ ଶୁକ୍ରବାର ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଗଣ ଦୌଡ କାର୍ଯ୍ୟକ୍ରମରେ କଲେଜ ଛାତ୍ରୀଛାତ୍ର ଏବଂ ପୋଲିସ...
କୁକୁର କାମୁଡାରେ ୨ ଦିନରେ ୧୦ ଆହତ: ଉତ୍ତ୍ୟକ୍ତ ହୋଇ କୁକୁରକୁ ପିଟିପିଟି ମାରିଦେଲେ ଲୋକେ
ପାଟଣା,୩୧।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ପାଟଣା-କେନ୍ଦେଇପଶି ରାସ୍ତା ରାଣା ଟ୍ରେଡର୍ସ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ବୁଲା କୁକୁର କାବୁଲି ବେହେରାଙ୍କ ପୁଅ ପ୍ରୀତି ରାଜ ବେହେରା(୯) ଡିମିରି ଡିହାର ପଙ୍କଜ ବେହେରାଙ୍କୁ ଗୋଡାଇ...
ଦାଦନ: ସମସ୍ୟା ନୁହେଁ, ଦୁଃଖ
ନୂଆପଡ଼ା,୩୧ା୧୦(ପୀତାମ୍ବର ସାହୁ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ଘୋଷଣା ପରଠାରୁ ଯଦିଓ ବିଭିନ୍ନ ଦଳର ନେତାମାନେ ବଡ଼ ଗାଡ଼ି ଧରି ଏଠାକାର ମୁଖ୍ୟ ରାସ୍ତାରେ ବାରମ୍ବାର ଏପାଖସେପାଖ ହୋଇ ନିଜ ଉପସ୍ଥିତି ଦେଖାଉଛନ୍ତି, ତଥାପି ବାସ୍ତବ ସମସ୍ୟା ଭିତରକୁ ପଶିବାର ଆଗ୍ରହ...
ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ
ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ...
ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ କନ୍ଧମାଳ ସୁରକ୍ଷା ଅଭିଯାନ
ଦାରିଙ୍ଗବାଡି, ୩୦।୧୦ (ଅରୁଣ ସାହୁ): କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ୧୨ଦଫା ଦାବି ନେଇ ଶୁକ୍ରବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତି ହୋଇଥିବା ଅଭିଯାନର ଆବାହକ ପ୍ରତାପ ପ୍ରଧାନ ନିଷ୍ପତି ଗ୍ରହଣ କରିଥିବା ଜଣାପଡିଛି। ସେହି...
ଜିଲା ପାଇଁ ଗୌରବ ଆଣିଲେ ରାଧାରାଣୀ, ରାଜ୍ୟସ୍ତରୀୟ ଭାରତ୍ତୋଳନରେ ଜିତିଲେ ରୌପ୍ୟ ପଦକ
ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଗୁରୁବାର ଆୟୋଜିତ ୭୨ତମ ରାଜ୍ୟସ୍ତରୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ଦିଗପହଣ୍ଡିର ରାଧାରାଣୀ ପାଣିଗ୍ରାହୀ ରୌପ୍ୟ ପଦକ ହାସଲ କରି ଗୌରବ ଅର୍ଜନ କରିଛନ୍ତି। ସେ ଦିଗପହଣ୍ଡି ସ୍ଥିତ ବଡ଼ ବ୍ରାହ୍ମଣ ସାହି...
Archives


