ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ
ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଏକ…
ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…
ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭ ବର୍ଷର ନାବାଳକଙ୍କ ମୃତୁ ହୋଇଛି। ମୃତ ନାବାଳକଙ୍କ ନାମ ଲାଗେସ ମାଝୀ ବୋଲି…
ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…
ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ଡାଳିମ୍ବଗୁଡିକ ଏଣେ ତେଣେ ପଡ଼ି ନଷ୍ଟ ହୋଇଥିବା…
କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍
ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରିକି ଶ୍ମଶାନ ଯିବାକୁ ହେଲେ ମୃତଦେହ…
ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ
ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗ୍ରାମର କାଳିଆବେହେରା (୪୫)। ଏନେଇ ଲୋକେ ଉତ୍ୟକ୍ତ ହୋଇ ଭାଟକୁମରଡା…
ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ
ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘ ପକ୍ଷରୁ ୧୨ ଦଫା ଦାବି ନେଇ ଅତିରିକ୍ତ…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା
ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ସୋମବାର ଓଡ଼ିଶା କୃଷକ…
ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା
ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛିା। ଏନ୍ଏସି କାର୍ଯ୍ୟନିର୍ବାହୀ…
ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’
ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ ପରେ ରାସ୍ତା ଅଭାବରୁ ୮ କିଲୋମିଟର ଖଟିଆରେ ଶବ ବୋହିବା ଘଟଣା ସାରା…
ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର ଝରା (୫୨)ଙ୍କ ପରିବାର ଦୀର୍ଘ ୩୦ ବର୍ଷ ହେଲା ପଲିଥିନ୍ ତଳେ ଜୀବନ…
ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ ଜଜ୍ ଜଗଦୀଶ ପ୍ରସାଦ ମହାନ୍ତି ମାମଲାର ଶୁଣାଣି କରି ସେରଙ୍ଗ ଥାନା ଅନ୍ତର୍ଗତ…
ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର ଗାଁକୁ ଫେରିଛି। ମୃତକ ହେଲେ ଖରିଡ଼ା ଗ୍ରାମ ଗାନ୍ଧୀନଗର ସାହିର ନିର ବେହେରା(୫୦)।…

