ଆମ ଜିଲା ଖବର

ସ୍ବାଧୀନଙ୍କୁ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ

ଗଞ୍ଜାମ,୯ା୧୦(ଅଖିଳ ତରାଇ): ସାପ ଓ ସରୀସୃପଙ୍କ ସୁରକ୍ଷା ତଥା ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ସ୍ନେକ ହେଲ୍ପ ଲାଇନ ସଂଯୋଜକ ସ୍ବାଧୀନ କୁମାର ସାହୁଙ୍କୁ ‘ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ’ରେ ଉପଖଣ୍ଡ ସ୍ତରରେ ସମ୍ମାନିତ କରାଯାଇଛି। ଗୁରୁବାର ବ୍ରହ୍ମପୁରସ୍ଥିତ…

ବର୍ଷାରେ ବେହାଲ ରାସ୍ତା, ସାମାନ୍ୟ ବର୍ଷିଲେ ସୃଷ୍ଟି ହେଉଛି ବନ୍ୟାର ଭ୍ରମ

ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ କିଛି ମାସ ହେଲା ବର୍ଷା ହେଉଥିବା ବେଳେ ୩ ତାରିଖଠାରୁ ନିୟମିତ ବର୍ଷା ହେଉଛି। ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେଉଥିବା ବେଳେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହି ବର୍ଷା ଲୋକଙ୍କୁ ଦୁଃଖ…

ଘର ଭିତରେ ଜିଅନ୍ତା ଜଳିଗଲେ ଯବାନଙ୍କ ସ୍ତ୍ରୀ

କୋରାପୁଟ,୯ା୧୦: ଘର ଭିତରେ ପୋଡ଼ିଯାଇ ଜଣେ ଆଇଆର୍‌ବି ଯବାନଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସହର ଉପକଣ୍ଠସ୍ଥ ଓଏମ୍‌ପିସ୍ଥିତ ଉପର ଲାଇନ୍‌ କ୍ବାର୍ଟର୍ସରେ ରହୁଥିବା ଯବାନଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟି ପୋଡ଼ିଯାଇଥିବା ସୂଚନାରୁ ଜଣାପଡ଼ିଛି। ତେବେ…

ଉତ୍କଳମଣିଙ୍କ ଜନ୍ମପୀଠ ଚଳଚଞ୍ଚଳ, ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି

ସାକ୍ଷୀଗୋପାଳ,୯ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଦାସଙ୍କ ୧୪୮ ତମ ଜୟନ୍ତୀ ଅବସରରେ ଗୁରୁବାର ସତ୍ୟବାଦୀ ଯୁବ ସଂଗଠନ ପକ୍ଷରୁ ପ୍ରତିବର୍ଷ ପରି ପଞ୍ଚସଖା ସମାଧିପୀଠରେ ପ୍ରାର୍ଥନା ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ପୂର୍ବତନ ପିସିସି ସଭାପତି ପ୍ରସାଦ…

ଦାରିଙ୍ଗବାଡ଼ିରେ ଦେବଗଡ଼ ଜିଲା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସ୍ବାବଲମ୍ବୀ ହେବାକୁ ଖୋଜୁଛନ୍ତି ବାଟ

ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦେବଗଡ଼ ଜିଲାରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୯ ଜଣିଆ ଟିମ୍‌ ଆସିଛନ୍ତି। ସେମାନଙ୍କ ମୁଖ୍ୟ ଲକ୍ଷ୍ୟ ଦାରିଙ୍ଗବାଡ଼ି ଅଞ୍ଚଳରେ ବହୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ସ୍ବ ରୋଜଗାରକ୍ଷମ ହେବା ସହ ସଶକ୍ତ…

କଟକ ଦଶହରା ଗଣ୍ଡଗୋଳ: ଆଉ ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୯ା୧୦: କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ପୂର୍ବରୁ ୬ ଜଣ ଗିରଫ ହୋଇଥିବାବେଳେ ଗୁରୁବାର ଆଉ ୩ ଗିରଫ ହୋଇଥିବା କହିଛନ୍ତି ଏସିପି ଗିରିଜା ଚକ୍ରବର୍ତ୍ତୀ। ତେବେ ଆଗକୁ ଆଉ ଅଧିକଙ୍କୁ…

ମତ୍ସ୍ୟ ଚାଷ ପ୍ରତି ଆଗ୍ରହ ବୃଦ୍ଧି ଲକ୍ଷ୍ୟ: ମାଛ ବଞ୍ଚାଇବାର ଉପାୟ ଶିଖିଲେ ଚାଷୀ

ଦାରିଙ୍ଗବାଡି, ୯।୧୦ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବିଭିନ୍ନ ଚାଷ ସମ୍ପର୍କରେ ଚାଷୀର ଅନୁଭୂତି ରହିଥିଲେ ମଧ୍ୟ ମତ୍ସ ଚାଷୀଙ୍କ ଦକ୍ଷତା ବା ଅନୁଭୂତି ନ ଥିବାରୁ ଚାଷୀ ଏହି ଚାଷ କରିବାକୁ ଅମଙ୍ଗ ହେଉଛନ୍ତି। ଫଳରେ…

ନୂଆପଡ଼ା ଉପନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡ଼ା,୯ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୂଡ଼ାନ୍ତ ଭୋଟର୍‌ ତାଲିକା ଗୁରୁବାର ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି। ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା,୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…

୨୪ ଦିନ ବିତିଲା, କଳିଙ୍ଗା ଘାଟି ରାସ୍ତା ନୋହିଲା: ଉଠିଲା ବିକଳ୍ପ ରାସ୍ତା ନିର୍ମାଣ ଦାବି

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ)-ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗତ ମାସ ୧୬ ତାରିଖରେ ପ୍ରବଳ ବର୍ଷା ଯୋଗୁ ଘାଟିର ଦୁଇଟି ଝରଣା ସ୍ଥାନରେ ବଡ ବଡ ପଥର ସବୁ ଖସିବା ସହ ମାଟି ଅତଡା ଧସିଥିଲା। ଫଳରେ ଘାଟି…

ପ୍ରଧାନଶିକ୍ଷକଙ୍କ ମନମାନି: ଧାରଣାରେ ବସିଲେ ଛାତ୍ରୀ

ବରୀ,୯ା୧୦(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷାମଣ୍ଡଳ ଅଧିନସ୍ଥ ଧାରପୁରସ୍ଥିତ ଏକମାତ୍ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଶିକ୍ଷାଦାନ, ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ଏବଂ ପ୍ରଧାନଶିକ୍ଷକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଗୁରୁବାର ଛାତ୍ରୀମାନେ ଧାରଣାରେ ବସିଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ ଏହି ବିଦ୍ୟାଳୟର…

ଯାଜପୁରରେ ଚାଞ୍ଚଲ୍ୟ: କନ୍ୟା ସନ୍ତାନ ଜନ୍ମ ଦେଲେ ନାବାଳିକା

ଯାଜପୁର, ୯ା୧୦(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ନାବାଳିକା ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଏକ ଘରୋଇ ହସ୍ପିଟାଲରେ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ସାମାଜିକ କର୍ମୀ ଜିତେନ ବାରିକ…

ଭିକ୍ଷୁକ ବୃଦ୍ଧଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ…

ସୋରଡ଼ା, ୯।୧୦ (ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଗୋଛା ପଞ୍ଚାୟତ ସର୍ଗଦାର ଗ୍ରାମ ନିକଟରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଠେଙ୍ଗାରେ ପିଟି ପିଟି ବୃଦ୍ଧାଙ୍କ ହତ୍ୟା କରିଛନ୍ତି ଦୁବୃର୍ତ୍ତ । ମୃତକ ଜଣକ ସିଙ୍ଗପୁର ଗ୍ରାମର ଶିଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?