ଆମ ଜିଲା ଖବର

ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର କରଛି।ମହିଳା ଜଣକ ହେଲେ ପୋଡ଼ାମାରି ଗ୍ରାମ ନିକଟ ବୁଗୁଡ଼ା କଲୋନୀର ଦେବ ନାଇକଙ୍କ…

ନମସ୍କାର ପକାଇ କଲେ ହ୍ୟାଣ୍ଡ୍‌ସେକ୍‌: ସନ୍ଧ୍ୟା ଭ୍ରମଣବେଳେ ଘଟିଗଲା…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଚିନ୍ନାରି.ରାଘବ ସୁବୁଦ୍ଧି ସନ୍ଧ୍ୟା ଭ୍ରମଣରେ ଯାଉଥିବାବେଳେ ଗାଁର ଶେଷ ମୁଣ୍ଡରେ ଜଣେ ହେଲିମେଟ ପିନ୍ଧିଥିବା ଅଚିହ୍ନା ବ୍ୟକ୍ତି ସ୍କୁଟି ରଖି ରାସ୍ତାକଡରେ ଠିଆ ହୋଇଥିଲେ। ଉକ୍ତ ବ୍ୟକ୍ତି ଜଣକ…

ଚାଷୀଙ୍କ ପାଇଁ ନିର୍ମାଣ ହେଲା ପିଚୁ ରାସ୍ତା: ବିଭାଗୀୟ ଅଧିକାରୀଙ୍କୁ ପ୍ରଶଂସାରେ ପୋତିଲେ

କେସିଙ୍ଗା,୯।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କନ୍ତେଶିର ଗ୍ରାମର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ରାଇଟ କେନାଲ ପାଶର୍‌ବରେ ଅଧୀକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡିଙ୍କ ନିର୍ଦ୍ଦେଶ କ୍ରମେ ଓସିସି ଲିମିଟେଡ଼ ଭୁବନେଶ୍ୱର ଦ୍ୱାରା ରାସ୍ତା କାମ ନିର୍ମାଣ…

ଟଙ୍କା ଫେରାଇବା କହି ବାପାଙ୍କୁ ଯାତ୍ରା ପଡିଆକୁ ଡାକି ହାଣିଥିଲେ:  ଗଲେ ଜେଲ୍‌ 

 ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନରେ ପୋଷ୍ୟପୁଅ କୁନା ସାହୁ  ବୃଦ୍ଧ ବାପା ସୀମାଞ୍ଚଳ ସାହୁ(୮୦)ଙ୍କ ବେକକୁ ପେପର କଟାରେ ବ୍ୟବହୃତ ଛୁରିରେ କାଟି ହତ୍ୟା ଉଦ୍ୟମ କରିଥିଲେ। ଏ ନେଇ ସୀମାଞ୍ଚଳଙ୍କ…

କେଶରୀ ନଗର ହନୁମାନ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଜୋରଦାର: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ମୋହନା,୯।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କେଶରୀ ନଗର ହନୁମାନ ମନ୍ଦିରରେ ଧ୍ୱଜାରୋହଣ ସହ ମହାଦେବ ମନ୍ଦିର ଓ ବୁଦ୍ଧ ମନ୍ଦିର ପ୍ରତିଷ୍ଠା ପାଇଁ ମୂଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ଏପ୍ରିଲ ମାସ ୮ ତାରିଖରୁ ୧୪…

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଆବାସ: ଭଙ୍ଗା କୁଡ଼ିଆରେ ବିତୁଛି ଜନପ୍ରତିନିଧିଙ୍କ ଜୀବନ

ଥୁଆମୂଳ ରାମପୁର, ୯ା୩ (ଦୁର୍ଗା କୀର୍ତ୍ତି): ସରକାର ଗରିବଙ୍କୁ ପକ୍କାଘର ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଓ ଅନ୍ତୋଦୟ ଭଳି ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏହାର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ। ପ୍ରଶାସନିକ…

ଇରାକ୍‌ ମୁଖ୍ୟ କୋଚ୍‌ଙ୍କ ବଡ଼ ଦାବି: ବିଶ୍ୱକପ୍‌ ପ୍ଲେ-ଅଫ୍‌କୁ ବିଳମ୍ବିତ କରାଯାଉ

ବାଗଦାଦ୍‌,୯ା୩: ଇରାନରେ ଯୁଦ୍ଧ କ୍ରମେ ଜୋର୍‌ଦାର୍‌ ହେଉଥିବାରୁ ବିଶ୍ୱକପ୍‌ ପାଇଁ ତାଙ୍କ ଦଳର ଆନ୍ତଃମହାଦେଶୀୟ ଯୋଗ୍ୟତା ପର୍ଯ୍ୟାୟକୁ ବିଳମ୍ବିତ କରିବା ଲାଗି ଇରାକ୍‌ ମୁଖ୍ୟ କୋଚ୍‌ ଗ୍ରାହାମ ଆର୍ନୋଲ୍ଡ ଫୁଟ୍‌ବଲର ଅନ୍ତର୍ଜାତୀୟ ପରିଚାଳନା ପରିଷଦ (ଫିଫା)କୁ ନିବେଦନ କରିଛନ୍ତି। ଇରାକ ମେକ୍ସିକୋର…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ: ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରିବା ପାଇଁ ଆହ୍ବାନ

ନୂଆପଡ଼ା,୯ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରିବା ପାଇଁ ଆହ୍ବାନ…

ଶିକ୍ଷୟିତ୍ରୀଙ୍କୁ ଅସୌଜନ୍ୟ ବ୍ୟବହାର କରିବା ପ୍ରଧାନଶିକ୍ଷକଙ୍କୁ ପଡିଲା ମହଙ୍ଗା, ଜୋତା ମାଡ଼ ଖାଇ…

ହାଟଡିହୀ,୯l୩(ଶୁଭକାନ୍ତ ନାୟକ): ଜଣେ ଶିକ୍ଷୟିତ୍ରୀଙ୍କୁ ନିଜ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ କରିବା ମହଙ୍ଗା ପଡିଲା । ସମ୍ପୃକ୍ତ ପ୍ରଧାନଶିକ୍ଷକ ଜଣଙ୍କ ଶିକ୍ଷୟିତ୍ରୀଙ୍କ ଠାରୁ ପ୍ରଥମେ ଜୋତାରେ ମାଡ଼ ଖାଇ ପରେ ସସ୍‌ପେଣ୍ଡ ହୋଇଛନ୍ତି । ଏପରି ଘଟଣା ସମ୍ପୃକ୍ତ…

ଆସନ୍ତାକାଲିଠାରୁ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପ୍ରସ୍ତୁତି ଜୋରଦାର

ପୁରୁଷୋତ୍ତମପୁର,୯।୩ (ସବିତା ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେବେ। ଏହାକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲାପାଳ ଶ୍ରୀ…

ପାସେଞ୍ଜର ଅଟୋକୁ ଧକ୍କା ଦେଲା କାର୍‌: ଆଉ ତା’ପରେ…

ଜଟଣୀ,୯।୩: ପିପିଲି-ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାସେଞ୍ଜର ଅଟୋକୁ ଧକ୍କା ଦେଇଛି କାର। ଦୁର୍ଘଟଣାରେ ପାସେଞ୍ଜର ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଟଣୀ ପୋଲିସ ପହଞ୍ଚି ଦୁଇଟି ଗାଡି ଜବତ କରି ଅଧିକ…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ, ୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ପୁରୁଷୋତ୍ତମପୁର,୯ା୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ସୋମବାର ଶେଷହୋଇଛି । ସମସ୍ତ ପ୍ରାର୍ଥୀମାନେ ନିଜନିଜର ପ୍ରସ୍ତାବକ ଓ ସମର୍ଥକଙ୍କ ଗହଣରେ ଆସି ନିର୍ବାଚନ ଅଧିକାରୀ ପ୍ରମୋଦକୁମାର ବେହେରାଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri