ଆମ ଜିଲା ଖବର

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ପୁରୁଷୋତ୍ତମପୁର କଲେଜ ଛକରେ ଲାଗିଥିବା ସିସିଟିଭି କ୍ୟାମେରାରେ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା ସେସନ୍ସ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ସେରଙ୍ଗ ଥାନା ଅନ୍ତର୍ଗତ କୁଡିଙ୍ଗଡ଼ା ଗ୍ରାମର…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା କଣ୍ଟାମାଳ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ ଗ୍ରାମର ମିଶ୍ର ପ୍ରଧାନ (୪୫)। ହତ୍ୟାକାରୀ ମୃତ ମିଶ୍ରଙ୍କ ୨ ପୁତୁରା ବୋଲି…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୧୬ ଫୁଟ ଥିବା ବେଳେ ବର୍ତ୍ତମାନ ୨୦ ଫୁଟ ଉଚ୍ଚରେ ବନ୍ୟାଜଳ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ ମନ୍ଦିରରେ ଶ୍ରଦ୍ଧାଳୁ ତଥା କାଉଡ଼ିଆ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଏହି…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ ମିଳିଲା ମୃତଦେହ । ସୂଚନା ଅନୁସାରେ, ଗତ ଶୁକ୍ରବାର ବିଲରୁ ଫେରୁଥିବା ବେଳେ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର ଜିଲାର କୃଷି ବିଜ୍ଞାନ କେନ୍ଦ୍ରରେ ଦୁଇଦିନିଆ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ ରହିଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତାରେ ମାଟି ପକାଇ ମରାମତି କାର୍ଯ୍ୟ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିବା ଭୁବନେଶ୍ୱରର ଜଣେ ମହିଳା ପୋଲିସ ସବଇନ୍ସପେକ୍ଟର ସ୍ନେହମଞ୍ଜରୀ ସାହୁ ଓ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସମୁଦ୍ର କୂଳ ପରିଦର୍ଶନ କରିଛନ୍ତି।…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ ଅନୁଯାୟୀ, ସୋମବାର ଅପରାହ୍ନ ୧ଟାରେ ନଦୀର ଜଳସ୍ତର ୩୯.୧୭୦ ମିଟର ରେକର୍ଡ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?