ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା
ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ ଗିରଫ କରିଛି। ମହିଳା ସବଇନ୍ସପେକ୍ଟର ହେଲେ ସ୍ନେହାମଞ୍ଜରୀ ସାହୁ ଓ ଗିରଫ ସାମ୍ବାଦିକ…
କେଏସ୍ୟୁବି କଲେଜରେ ଆତ୍ମରକ୍ଷା ତାଲିମ ଶିବିର, ଛାତ୍ରୀମାନଙ୍କ ମଧ୍ୟରେ ସୁରକ୍ଷା….
ଭଞ୍ଜନଗର,୧୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍ ପକ୍ଷରୁ ସୋମବାର ଆତ୍ମରକ୍ଷା ତାଲିମ ଶିବିର ‘ସେଲ୍ଫ ଡିଫେନ୍ସ’ ଅନୁଷ୍ଠିତ ହୋଇଯାଇଛି । କଲେଜ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ମଧ୍ୟରେ…
ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର
ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ ବିଗ୍ରହମାନଙ୍କ ଦର୍ଶନ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ…
ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…
ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର ଉଗ୍ର ରୂପରୁ ନିଜ ଭିଟାମାଟି ଓ ପରିବାରକୁ ବଞ୍ଚାଇବା ଦାବିରେ ଗ୍ରାମବାସୀ ସୋମବାର…
ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…
ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର କିଛି ମତ୍ସ୍ୟଜୀବୀ ବେଆଇନ ଭାବେ ଦୁଇଟି ଟ୍ରଲର ଯୋଗେ ମାଛ ଧରୁଥିବା ଅଭିଯୋଗ…
ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବା ବେଳେ ସାଳନ୍ଦୀ ନଦୀ ରବିବାର ରାତିରୁ ବିପଦ ସଙ୍କେତ ଉପରେ…
ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ
ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ ନୃତ୍ୟାଶା ସମ୍ମାନ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଓଡ଼ିଶୀ ନୃତଗୁରୁ…
ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….
ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ…
ବ୍ରିଜ୍ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ
ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା…
ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ
ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍ ହୋଇଗଲା ରାଶନ ବଣ୍ଟନ। ଫଳରେ ରାଶନ ପାଇଁ ହିତାଧିକାରୀ ହନ୍ତସନ୍ତ ହେଉଛନ୍ତି । ଏଭଳି ଅବ୍ୟବସ୍ଥା…
ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ
ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ବୈତରଣୀ ନଦୀ କୂଳ ଲଙ୍ଘି ଅନୂଷୟା ଘାଟ ବୁଡ଼ିବା ସହ…
ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍, ଜଳସ୍ତର ରହିଛି…
ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ…

