ମା’ର ତ୍ୟାଗ ଆଗରେ ହାର୍ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ
ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ ଲଗାଇବାକୁ ପଛାଇ ନଥାଏ । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଭିତରକନିକା…
ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ
ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ ଥିବା ଯୋଗୁ ଏଠାରେ ବାରମ୍ବାର ଏପରି ହେଉଛି । ଏହି ହାଇୱା ଦବି…
ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର
ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି। ନଦୀର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ଜଣେ ବୃଦ୍ଧଙ୍କୁ ପ୍ରାୟ ୧୦…
ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…
ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ ଗାଁକୁ ଯାଇପାରୁନି। ଫଳରେ ପ୍ରସବ ବେଦନାରେ ଛଟପଟ ହେଉଥିବା ମହିଳାଙ୍କୁ ଭାର କରି…
ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ
ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ ମଧ୍ୟ ବ୍ୟାଙ୍କ ଖୋଲା ରହିଛି। ଅନ୍ୟପଟେ ବ୍ୟାଙ୍କ କର୍ମଚାରୀମାନେ କଳା ପୋଷାକ ପିନ୍ଧି…
ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ
ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ ଯୋଡ଼ି ହେଉଥିବା ୧୫ଟି ଜିଲାର ଲୋକେ ପ୍ରଭାବିତ ହେବେ। ଏଭଳି ପରିସ୍ଥିତିରେ ପୂର୍ତ୍ତ…
ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…
ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍) ଅଧୀନରେ ଚାଉଳ ବଣ୍ଟନକୁ ନେଇ ସାଂଘାତିକ ଅନିୟମିତତାର ଅଭିଯୋଗ ଉଠିଛି। ହାତିମୁଣ୍ଡ ଗ୍ରାମରେ ଏଭଳି ଅଭିଯୋଗ ସାମ୍ନାକୁ ଆସିଛି।…
ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ
କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି।…
ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ
ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ବ୍ୟାଙ୍କ କଲୋନୀର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଥିବାବେଳେ ତାମ୍ପରା…
ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…
କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା ପକ୍ଷ’ ପାଳନ ଅବସରରେ ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ସଂଘର…
ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…
ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ ନଦୀରେ ବୁଡ଼ି ମୃତ୍ୟୁ ହୋଇଛି। ଏନେଇ ମୃତ କ୍ରିଷ୍ଣାଙ୍କ ଭାଇ ଧାମନଗର ଥାନାରେ…
ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍ ଗେଟ୍: ମୋଟ ୨୬ଟି ଗେଟ୍ରେ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍ ଗେଟ୍ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱର ୧୭ଟି…

