୧୩୪ ବର୍ଷ ବିଦ୍ୟାଳୟର ନାହିଁ ନିଜସ୍ବ ଜମି: ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ନାହାନ୍ତି ବିଜ୍ଞାନ ଶିକ୍ଷକ
ବାଲିପାଟଣା,୨ା୧୧(ଅଭିମନ୍ୟୁ ନାୟକ): ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକର ବିଶ୍ୱନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୯୨ମସିହାରେ ପ୍ରତିଷ୍ଠା ହୋଇଥିବାବେଳେ ଚଳିତବର୍ଷ ୧୩୪ ବର୍ଷରେ ପଦାର୍ପଣ କରିଛି। ଏହି ବିଦ୍ୟାଳୟରେ ଶିଶୁବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ରହିଛି। ୭୨ଜଣ ବିଦ୍ୟାର୍ଥୀ ଏହି…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ: ଦୈନିକ ଏତିକି ଗାଡ଼ିକୁ ପ୍ରବେଶ ଅନୁମତି…
ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ରବିବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି ବିଶ୍ୱପ୍ରସିଦ୍ଧ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ। ପ୍ରଥମ ଦିନରେ ପର୍ଯ୍ୟଟକଙ୍କ ମଧ୍ୟରେ ଶିମିଳିପାଳ ଭ୍ରମଣକୁ ନେଇ ବେଶ୍ ଉତ୍ସାହ ଦେଖିବାକୁ…
ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା
କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ନୟାକୋଟ ଥାନା କୁଶକଳା କାଳିଆଡ଼ିହି ସାହିରେ ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା ହୋଇଛି। ହତ୍ୟା ପରେ ମୃତଦେହକୁ ଗାଁ ନିକଟସ୍ଥ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ମଙ୍ଗଳବାର ସାରେ ହତ୍ୟାକାଣ୍ଡ ଘଟିଥିବା ବେଳେ…
ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ
ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି ସିନିଅର ବର୍ଗରେ ବୀରେନ୍ଦ୍ର ପାଓ୍ବାର ଲିଫ୍ଟଙ୍ଗ ଗେମ୍ରେ ୨୫୦ କିଲୋଗ୍ରାମ ଡେଡ୍ ଲିଫ୍ଟ…
ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ: ସରକାରଙ୍କ ବିଫଳତାକୁ ନେଇ ବର୍ଷିଲେ ବିଜେଡି ନେତା
ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳିସ୍ଥିତିରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ…
ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ
ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁ ପଞ୍ଚାୟତର ନର୍ବାହୀ ଅଧିକାରୀ(PEO) ସତ୍ୟନାରାୟଣ ପଣ୍ଡାଙ୍କୁ ଜିଲାପାଳ ନିଲମ୍ବନ କରିଛନ୍ତି। ଏଭଳି…
ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି
ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ଖବର ପାଇବା ପରେ ଚାଇଲ୍ଡ ଲାଇନର ଏକ ଟିମ୍ ନବଜାତ ଶିଶୁକନ୍ୟାକୁ…
ଗଜପତିରୁ ବ୍ରହ୍ମପୁର ଯାଉଥିଲା ଗଞ୍ଜେଇ ବସ୍ତା: ପାଟ୍ରୋଲିଂ ବେଳେ ଧରାପଡ଼ିଲେ; ମହାରାଷ୍ଟ୍ର ଯୁବକ ସମେତ ଦୁଇ ଗିରଫ…
ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇ ୧୪ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ମାମଲାରେ ଜଣେ ଅଣଓଡ଼ିଆ ଯୁବକ ସମେତ ଦୁଇ ଜଣଙ୍କୁ ଗିରଫ…
କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା
ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫) ଗତ ଶନିବାର ରାତିରେ ଅପହରଣ କରି ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।…
ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…
ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ ଗୁଗ୍ଲ ମିଟ୍ ବୈଠକ ରବିବାର ସନ୍ଧ୍ୟାରେ ହୋଇଥିଲା। ଏହି ବୈଠକରେ ତହସିଲଦାର ଏ.…
ରାସ୍ତା ନିର୍ମାଣ ଦାବିରେ ତେଜିଲା ଆନ୍ଦୋଳନ
ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ଖୋଲଡି ଗାଁ ରାସ୍ତା ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବନ୍ୟା ପାଣିରେ ସମ୍ପୂର୍ଣ ଧୋଇ ଯାଇଛି। ଫଳରେ ଗତ ୪ ଦିନ ହେଲା ଗ୍ରାମବାସୀ ଜଳବନ୍ଦୀ ଅବସ୍ଥାରେ ରହୁଥିବା ବେଳେ…
ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣଙ୍କ ସ୍ମୃତିସଭା
ପାଟଣା,୧ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ କଣ୍ଟିଆପଡ଼ା ପଞ୍ଚଚାୟତ ଭଗପଶି ଗ୍ରାମ ବାସଭବନରେ ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ଏକାଦଶ ଅବସରରେ ରବିବାର ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଯାଜପୁର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ…

