ନୂଆପଡ଼ା ଉପନିର୍ବାଚନ: ନେତା ଏପଟସେପଟ, ଭୋଟର ଦ୍ୱନ୍ଦ୍ୱରେ
ନୂଆପଡ଼ା,୩୦ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ଏକ ନୂଆ ଅଡୁଆ ବା ଦ୍ୱନ୍ଦ୍ୱ ଉଭୟ ପ୍ରାର୍ଥୀ ଓ ଭୋଟରଙ୍କୁ ଘାରିଛି। ଏହି ଉପନିର୍ବାଚନ ପୂର୍ବରୁ ବିଭିନ୍ନ ଦଳୀୟ ଓ ନିର୍ଦ୍ଦଳୀୟ ନେତା ଏପଟସେପଟ ହୋଇଛନ୍ତି। ଦିବଂଗତ...
ଦେଢ଼ ମାସ ହେଲା ନିଖୋଜ ଥିଲେ, ନାଲସିଂ ପାହାଡ଼ରୁ ମିଳିଲା କଙ୍କାଳ; ପାଖରେ ପଡ଼ିଛି ବାଇକ, ମୋବାଇଲ…
ନିରାକାରପୁର,୨୯ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ବ୍ୟକ୍ତି ଗତ ଦେଢ଼ମାସ ହେଲା ଘରୁ ନିଖୋଜ ଥିବାବେଳେ ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ନାଲସିଂସ୍ଥିତ ଅଟଳା ପାହାଡ଼ ନିକଟ ଏକ ବୁଦାମୂଳରୁ ତାଙ୍କର କଙ୍କାଳ ମିଳିଛି। କଙ୍କାଳ ପାଖରୁ ୨ଟି...
କଲେକ୍ସନ କରି ଫେରୁଥିଲେ, କୋଲାବ ବ୍ରିଜ୍ ନିକଟରୁ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ୫ ଲକ୍ଷ ଟଙ୍କା
କୁନ୍ଦୁରା, ୨୯।୧୦(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଖଟଲାପଦର କୋଲାବ ବ୍ରିଜ ନିକଟରୁ ବ୍ୟବସାୟୀଙ୍କଠାରୁ ବୁଧବାର ଅପରାହ୍ନରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ବ୍ୟବସାୟୀମାନଙ୍କଠାରୁ ୫ଲକ୍ଷ ଟଙ୍କା ଓ ଫୋନ୍ ଆଦି ଚୋରି କରି ନେଇଥିବା କୁନ୍ଦୁରା ଥାନାରେ ଅଭିଯୋଗ...
ମୋବାଇଲ ଚାର୍ଜ ପାଇଁ ରେଳଷ୍ଟେସନରେ ଭିଡ଼
ନନ୍ଦପୁର/ ପାଡୁଆ, (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ବାତ୍ୟା ମୋନ୍ଥା ପାଇଁ ରେଳ ବିଭାଗ ତରଫରୁ ସମସ୍ତ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ୩ ଦିନ ପାଇଁ ବାତିଲ କରାଯାଇଛି। ନନ୍ଦପୁର ବ୍ଲକ ଦେଇ ଯାଇଥିବା କେକେ ରେଳ ପଥର ଏକାଧିକ...
ବାତ୍ୟା ‘ମେନ୍ଥା’ ଯୋଗୁ ଲଗାଣ ବର୍ଷା: ପାତ୍ରପୁର ବ୍ଲକର ସ୍ଥିତି ବେହାଲ, ୪ ପଞ୍ଚାୟତ…
ପାତ୍ରପୁର,୨୯ା୧୦(ଉମା ଚରଣ ନେପାକ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ବର୍ଷା ହୋଇଥିଲା। ଜିଲାରେ ସର୍ବାଧିକ ବର୍ଷା ପାତ୍ରପୁର ବ୍ଲକରେ ହୋଇଥିବା ରେକର୍ଡ କରାଯାଇଥିଲା। ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ବୁଧବାର ସା ସୁଦ୍ଧା ବର୍ଷା...
ଜଙ୍ଗଲକୁ ଶିକାର ପାଇଁ ଯାଇଥିଲେ, ଫୁଟିଗଲା ବନ୍ଧୁକ; ଜଣେ ଗୁରୁତର….
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜୟମଙ୍ଗଳ ନିକଟସ୍ଥ ଜଙ୍ଗଲରେ ମଙ୍ଗଳବାର ରାତିରେ ଶିକାରୀ ଗୁଳି ଫୁଟି ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କୁ ଗ୍ରାମବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି...
ଗାଧୋଇବାକୁ ଯାଇ ଘରକୁ ଫେରିଲେନି, ପୋଖରୀରେ ଭାସିଲା ମୃତଦେହ; ଖବର ପାଇ…
ଥୁଆମୂଳ ରାମପୁର,୨୯।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଓଡ୍ରି ଗ୍ରାମପଞ୍ଚାୟତ ସ୍ଥିତ ର୍ଚିକା ଗ୍ରାମରେ ଘଟିଯାଇଛି ଏକ ଦୁଃଖଦ ଘଟଣା l ଗ୍ରାମର ଜଣେ ବ୍ୟକ୍ତି ପୋଖରୀରେ ଗଧୋଇବାକୁ ଯାଇ ବୁଡି ପ୍ରାଣ ହରାଇଥିବା ଜଣା...
କୁଲାଡ଼ ଉପର ବ୍ୟାଘ୍ର ଦେବୀ ମନ୍ଦିରରୁ ଖସିଲା ପଥର, ଲୋକେ ଆତଙ୍କିତ, ପ୍ରଶାସନ…
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସହର ନିକଟସ୍ଥ କୁଲାଡ ଉପର ବ୍ୟାଘ୍ରଦେବୀ ମନ୍ଦିରରୁ ବୁଧବାର ସନ୍ଧ୍ୟାରେ ଏକ ବିରାଟ ପଥର ଖସି ପଡ଼ିଛି। ଯାହାକୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପଥରଟି ଖସି ତଳକୁ ଆସିବା ସମୟରେ...
ଡୁଲୁରୀ ପୋଲ ନିକଟରେ ବାଇକ ଦୁର୍ଘଟଣା: ଗୁରୁତରଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା ମିଳୁନି,ତଳେ ରଖି…
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀ ପୋଲ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଅଛନ୍ତି। ...
ସରକାରୀ ବାବୁଙ୍କ ଡ୍ରାଇଭରଙ୍କ ଦବଙ୍ଗଗିରି: ନାଲିବତୀ ଗାଡ଼ି ନେଇ ଧମକାଉଥିଲେ, ମାଗୁଥିଲେ ଚାନ୍ଦା, ଏବେ…
ବାଙ୍କୀ, ୨୯।୧୦( ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଜିଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି । ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ଚୋରା ବାଲି ଟ୍ରକ୍ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଥିଲା। ସେ ହାତରେ ପାଇପ୍ ଧରି ମଦ ପିଇବା...
ନାଳରେ ଭାସିଗଲେ ମହିଳା, ପତ୍ତା ମିଳୁନି
ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ଜଣେ ମହିଳା ବୁଧବାର ସାରେ ଗ୍ରାମ ନାଳକୁ କୌଣସି କାମରେ ଯାଇଥିବା ବେଳେ ଭାସିଯାଇଛନ୍ତି। ସେ ହେଲେ ଆମ୍ବି ନାୟକ। ଖବର ଲେଖା ହେବା ସୁଦ୍ଧା(ରାତି ୮ଟା) ତାଙ୍କର...
ଦିନ ଦ୍ୱିପହରରେ ମାତିଛନ୍ତି ଲୁଟେରା, କାର୍ କାଚ ଭାଙ୍ଗି ଲୁଟିନେଲେ ୨୦ ଲକ୍ଷ ଟଙ୍କା, ଟାଉନ ଥାନାରେ…
ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ବଢ଼ି ଚାଲିଛି ଲୁଟ୍ପାଟ୍। ଜିଲା ସଦର ମହକୁମା ଏଥିରୁ ବାଦ୍ ପଡ଼ି ନାହିଁ। ବୁଧବାର ଦିନ ଦ୍ୱିପ୍ରହରରେ ବରଗଡ଼ ସହର ଗାନ୍ଧିଛକ ନିକଟ ଏକ ହୋଟେଲ ସମ୍ମୁଖରେ ରଖାଯାଇଥିବା ଏକ କାର୍(ଓଡ଼ି୧୭ଏବି ୬୨୫୫)ର କାଚ...
Archives


