ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ
ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬) ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି…
ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍ ଆର୍ କଲୋନୀର ଜଣେ ୧୫ ବର୍ଷୀୟ ନାବାଳକଙ୍କର ବୋଲି ଚିହ୍ନଟ କରାଯାଇଛି। ମାତ୍ର ମୃତ ନାବାଳକଙ୍କ…
ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…
ପଟ୍ଟାମୁଣ୍ଡାଇ/ବରୀ,୨୭ା୯(କଳ୍ପତରୁ ନାୟକ/ମହେନ୍ଦ୍ର ସ୍ବାଇଁ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ ଦୀର୍ଘ ବାଟ ଭାସିଯିବା ପରେ ବି ପାଣି ସହ ସଂଗ୍ରାମ କରି…
ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…
ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ କୁଚିଳାଘାଟୀ ପଞ୍ଚାୟତ ଖସାଡିହା ଗ୍ରାମର ୬୦ ବର୍ଷୀୟ ସନାତନ ସିଂ। ସୂଚନା ଅନୁଯାୟୀ,…
ପଡ଼ିଆରେ କ୍ରିକେଟ୍ ଖେଳୁଥିଲେ ଏଆର୍ଆଇ, ହଠାତ୍ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…
ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍ଆଇ ପି. ରାଜେଶଙ୍କ ଅକାଳ ବିୟୋଗ ଘଟିଥିବା ଜଣାପଡ଼ିଛି। ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ପି. ରାଜେଶ ପୂର୍ବରୁ…
ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା
ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ତେବେ ଲୁହା, ବାଲି, ଗୋଡ଼ି, ଇଟା ଓ…
ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ
ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ ପାଟଳୀପୁରା ପଞ୍ଚାୟତ ଅଞ୍ଚଳରେ ବୁଢ଼ାବଳଙ୍ଗ ନଦୀର ବନ୍ୟାଜଳରେ ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ଏହି…
ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍
ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର ସନ୍ଧ୍ୟାରେ ଲୁଟ୍ କରିଛନ୍ତି। ବନ୍ଧୁକ ମୁନରେ ମାରିଦେବାର ଧମକ ଦେଇ ସେମାନେ ଲୁଟ୍…

