ସମ୍ବଲପୁରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ ଘରେ ପଶିଲା ପାଣି
ସମ୍ବଲପୁର,୨୪।୯(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ଦୁଇଦିନ ଧରି ନିରବଚ୍ଛିନ ଭାବେ ପ୍ରବଳ ବର୍ଷା ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ପ୍ରବଳ ବର୍ଷା ଯୋଗୁ ଅନେକ ବସ୍ତି ଅଞ୍ଚଳ ଜଳମଗ୍ନ ହେବାସହ ସହରରେ ଏକ ପ୍ରକାର ବାତ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅନେକ…
ଜଙ୍ଗଲ ଚନ୍ଦା, ପାହାଡ଼ ଲଣ୍ଡା:ପୂର୍ବରୁ କାନ୍ଦୁଲ ଏବେ ମକା ସାଜିଛି କାଳ
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ମକା ଚାଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଭଲ ରୋଜଗାର ମଧ୍ୟ ମକା ଦେଇଛି। କମ ସମୟ ମଧ୍ୟରେ ମକା ଅମଳ ହେଉଛି। ଆଉ ଚାଷୀ ଲାଭବାନ ମଧ୍ୟ…
ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ: ବାଘଡ଼ା ଛକ ନିକଟରେ ମାଡିବସିଲା ପୋଲିସ
ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଗୋ ଚାଲାଣ ବେଳେ ଏକ ପିକ୍ଅପ୍ ଭ୍ୟାନ୍କୁ ଜବତ କରିଛି। ଏଥିସହ ଗାଡ଼ି ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ପିକ୍ଅପ୍ ଭ୍ୟାନ୍ (ଓଡି-୧୧ଏଫ୍-୫୫୩୩)ରେ ୫…
ଧରିତ୍ରୀରେ ଖବର ପ୍ରକାଶ ପରେ ଲାଣ୍ଡାଗୁଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ ଘର ନିର୍ମାଣ
ଦାରିଙ୍ଗବାଡି,୨୪।୯ (ଅରୁଣ ସାହୁ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ପାଇଁ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ପାଠ୍ୟ ପୁସ୍ତକ, ପୋଷାକ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ସହ ପୁଷ୍ଟିକର ଖାଦ୍ୟରେ ମାଣ୍ଡିଆ ଲଡ଼ୁ ଆଦି ପ୍ରଦାନ କରୁଛନ୍ତି। ଏଥିପାଇଁ…
ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକଙ୍କୁ ଝୁରୁଛି ଗଞ୍ଜାମ ମାଟି, ଅମର ଆତ୍ମାର ସଦ୍ଗତି କାମନା କରି…
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ମାଷ୍ଟର ପଙ୍କଜ ବାରିକଙ୍କ ଅକାଳ ବିୟୋଗ ଘଟିଛି । ପୁଇଁତୋଳା ଚାରିସାହି ଗ୍ରାମ୍ୟ କମିଟିର ବରିଷ୍ଠ ସଦସ୍ୟ ଭାବେ ଗ୍ରାମର ବହୁ ଉନ୍ନୟନ…
ଘର ଲୋକ ଛାଡ଼ି ପଳାଇଲେ… ବିଜେଡି ଏବେ କରିବ କ’ଣ
ଯାଜପୁର,୨୪ା୯(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଏକ ରୋଚକ ରାଜନୈତକ ଘଟଣା ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ସମୟରେ ଅନ୍ୟ ଜିଲାରେ ପ୍ରାର୍ଥୀ ହୋଇ ହାରିଥିବା ବିଜେଡିର ଜଣେ ଜଣାଶୁଣା ନେତା ଗତ ୨୦ ତାରିଖରେ କୋରେଇ ନିର୍ବାଚନମଣ୍ଡଳୀର ଷଠିପୁରରେ…
ଗାଈ ସହ ଅପ୍ରାକୃତ ଯୌନକ୍ରିୟା ଅଭିଯୋଗ: ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଯୁବକଙ୍କୁ ମାଡ଼
ବାଲେଶ୍ୱର,୨୪।୯(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅମାନବୀୟ ଘଟଣା ଘଟିଛି। ନିଜର ହିତାହିତ ଜ୍ଞାନ ଭୁଲି ଜଣେ ଯୁବକ ଏକ ଗାଈ ସହ ଅପ୍ରାକୃତିକ ଯୌନକ୍ରିୟା କରିବା ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ଉକ୍ତ ଯୁବକଙ୍କୁ…
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
କୋରାପୁଟ,୨୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଛୁଟି ବାତିଲ କରିଛନ୍ତି। ହେଡ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର…
ରାଜ୍ୟର ପ୍ରଥମ କ୍ରିଟିକାଲ କେୟାର ବ୍ଲକରେ ବାହାରୁ ପଡ଼ିଛି ତାଲା, ଭିତରୁ ସବୁ ଯନ୍ତ୍ରପାତି ଗାଏବ, ବର୍ଷେ ନ ପୂରୁଣୁ…
ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡିଛି । ସେହିପରି ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ଏବଂ ପରିବାର…
ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ, ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ
ବରଗଡ଼,୨୪।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜନୋତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ବୁଧବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ, ଫୁଲ…
ରକ୍ତମୁଖା ହୋଇଗଲେ ବାପା, କଟୁରୀ ଚୋଟରେ ଚାଲିଗଲା ପୁଅଙ୍କ ଜୀବନ
ଧର୍ମଶାଳା,୨୩।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଏଣ୍ଡଳବା ପଞ୍ଚାଯତ ବିଛାଖଣ୍ଡି ଦେଉରି ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ବାପାଙ୍କ କଟୁରୀ ଚୋଟରେ ପୁଅଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତକ ହେଲେ ଶମ୍ଭୁ ନାୟକ(୩୦)। ମିଳିଥିବା ସୂଚନା ଅନୁସାରେ, ପାରିବାରିକ…
ବିଏସ୍ପି ଜ଼ିଲା ସଭାପତି ହେଲେ ଥୁଆମୂଳ ରାମପୁର ମାଟିର ପୁଅ ସୋମନାଥ ନାଏକ
ଥୁଆମୂଳ ରାମପୁର,୨୩ା୯(ଦୁର୍ଗା କୀର୍ତ୍ତି)- ଭୁବନେଶରସ୍ଥିତ ବହୁଜନ ସମାଜ ପାର୍ଟି (ବିଏସ୍ପି) କାର୍ଯ୍ୟାଳୟଠାରେ ରବିବାର ରାଜ୍ୟ ସଭାପତି ସରୋଜ କୁମାର ନାଏକଙ୍କ ସଭାପତିତ୍ୱରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରୀୟ ସଂଯୋଜକ ଡ. ଲାଲଜୀ ମେଧାନକର ମୁଖ୍ୟ ଅତିଥି, ଓଡ଼ିଶା ରାଜ୍ୟ…

