ଆମ ଜିଲା ଖବର

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କେତେବେଳେ ସେ ନିଜକୁ ଜଣେ ଭିଜିଲାନ୍ସ ଅଫିସର ଭାବେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ ମା’ ସମଲେଶ୍ୱରୀଙ୍କ ପବିତ୍ର ପୀଠ ପରିସରରେ ମଦ ଓ ମାଂସର ଆସର ଭଳି…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର ୭.୫ ମିଲିୟନ ଟନ୍‌। ଏବେ ଏହାର ବାର୍ଷିକ ଉତ୍ପାଦନ କ୍ଷମତା ୨୨ ଲକ୍ଷ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀଛାତ୍ର ଆକ୍ରାନ୍ତ ହେବା ପରେ ଏବେ ପୁରା ଗ୍ରାମକୁ ଏହା ବ୍ୟାପିବାରେ ଲାଗିଛି।…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗର ଗବେଷକ ଶ୍ରୀରାଜ ନାହାକ, ଗୀତାଞ୍ଜଳି ଭୋଇ ଓ ସୁମନ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ୪୧ ଜଣଙ୍କ ଜବରଦଖଲ ଉଚ୍ଛେଦ ପାଇଁ ଚିହ୍ନଟ କରାଯାଇଥିବା ବେଳେ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ପୌରହିତ୍ୟରେ ଶୁକ୍ରବାର ରାତିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ଦୀର୍ଘଦିନ ଧରି ଏହି  ନୂତନ ଆଦର୍ଶ  ଥାନା ନିର୍ମାଣ  ହୋଇ ପଡିରହିଥିଲା।…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ଖବର ସାମ୍ନାକୁ ଆସିଛି। ମୃତ ଶ୍ରମିକ ଜଣକ…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ଜଣ ସଦସ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ…

ଭଞ୍ଜନଗରରେ ଏଚ୍‌ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍‌ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ହ୍ୟୁମାନ ପାପିଲୋମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri