ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର
ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ ଲଘିଂ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଶୁକ୍ରବାର ରାତିରେ ପ୍ରବଳ ଜୁଆର ମାଡ଼ରେ…
ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ
ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…
ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ
ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର ପଞ୍ଚାୟତଗୁଡ଼ିକରେ କାର୍ଯ୍ୟରତ ପାଖାପାଖି ୨୩୦ ଜଣ ଯୋଗାଣ ସହାୟକ ମଧ୍ୟ ଏହି ଆନ୍ଦୋଳନରେ…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ ପ୍ରଧାନ(୬୭)। ତାଙ୍କ ଘର ଦଅଁଳା ଭୂୟାଁ ସାହିରେ ବୋଲି ଜଣାପଡିଛି। ମିଳିଥିବା ସୂଚନା…
ଗାଜଲବାଡି ଘାଟି ସିଲ୍କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର
ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର ଠାରୁ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏହି…
କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ
କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରାୟ ୪୫ ଗାଁ ପାଣିଘେରକୁ ଆସିଥିବା ବେଳେ ପ୍ରଶାସନ…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ…
ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ
ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନୁଧ୍ୟାନ କରିଛନ୍ତି। ବିଧାୟକ ନାୟକ ବିଭିନ୍ନ ୱାର୍ଡ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…
ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ
ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ ବନ୍ୟାଜଳ ଜନସାଧାରଣଙ୍କୁ ପ୍ରଭାବିତ କରିଛି। ସିମୁଳିଆ ବ୍ଲକ ଜାମୁଝାଡି ନିକଟସ୍ଥ ଶଙ୍ଖପୋଲ ବାରୁଣୀ…
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ…
ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ
ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ ଭାଙ୍ଗି ବନ୍ୟା ଜଳ ପ୍ରବାହିତ ହେଉଛି । ଘାଇ ଯୋଗୁ ସ୍ଥାନୀୟ ଫଳପୁର,…

