ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ,୨୨ା୯: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କାଲି ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ଏଥିପାଇଁ କାଲି ଦିନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…
ବାଣ ବିସ୍ଫୋରଣ ଘଟଣା: ଗୋଦାମରେ ପୋଲିସର ଚଢ଼ାଉ, ଫେରାର ମାରିଲେ ଅଭିଯୁକ୍ତ
ହରଭଙ୍ଗା,୨୨ା୯(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ପୁରୁଣାକଟକ ବଜାର ନିକଟସ୍ଥ ଜିଆକଟା ଗ୍ରାମରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିବା ଫଳରେ ୨ଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇପଡ଼ିଥିଲେ। ପୋଲିସ ବାଣ ଗୋଦାମ କରିଥିବା…
ବଜ୍ରପାତରେ ଜଳିଗଲା ଘର: ଅଗ୍ନିବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଲେ ବିଭିନ୍ନ ସଂଗଠନର କର୍ମକର୍ତ୍ତା
ଧର୍ମଶାଳା,୨୨ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଦାସ ସାହି ଗ୍ରାମର ଅଗ୍ନିବିପନ୍ନ ବାରିଣିଙ୍କ ପରିବାର ପାଖେ ବିଭିନ୍ନ ସଂଗଠନ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ଦାସସାହି ଗ୍ରାମର ବଟକୃଷ୍ଣ ଦାସଙ୍କ ଚାଳ…
କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା:ଦାରିଙ୍ଗବାଡିରୁ ଭୁବନେଶ୍ୱର ଯିବାକୁ ପଡୁଛି ଆଉ ୩୫କିମି ଅଧିକ ବାଟ
ଦାରିଙ୍ଗବାଡି, ୨୨।୯(ଅରୁଣ ସାହୁ):କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା ପରେ ଜିଲାର ଦୁର୍ଗମ ଓ ଘାଟି ପାହାଡ଼ ଉପରେ ରହିଥିବା ଦାରିଙ୍ଗବାଡିବାସୀଙ୍କ ପାଇଁ ସମସ୍ୟା ବୃଦ୍ଧି ପାଇଛି। ଯେଉଁ ଯାତ୍ରୀମାନେ ବସ ଉପରେ ନିର୍ଭର କରୁଛନ୍ତି। ସେମାନଙ୍କୁ…
ପିଏଚଡ଼ିର ନାକତଳେ ଫାଟିଛି ପାଇପ, ଦୂଷିତ ହେଉଛି ପିଇବା ପାଣି
ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମ୍ୟୁନିସିପାଲଟି ଅଧିନ ଶକ୍ତି ନଗରସ୍ଥିତ ନେହେରୁ ଆସୋସିଏସନ ସମ୍ମଖରେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳ ପାଇଁ ଉଦ୍ଦିଷ୍ଟ ପାଣି ପାଇପ ଫାଟି ଯାଇଛି। ଫଳରେ ପାନୀୟଜଳ ଦୂଷିତ ହେଉଥିବାବେଳେ ନିକଟସ୍ଥ ସମଲେଶରୀ ନର୍ସରୀ…
ରାସ୍ତା ନିର୍ମାଣ ଦାବି: ଆନ୍ଦୋଳନରେ ବସିଲେ ଅଞ୍ଚଳବାସୀ
ଭବାନୀପାଟଣା,୨୨।୯(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଦ ଛକରେ ସୋମବାର ସକାଳୁ ସ୍ଥାନୀୟ ଅଞ୍ଚଳବାସୀ ରାସ୍ତା ନିର୍ମାଣ ପାଇଁ ରାସ୍ତାରୋକ ଆନ୍ଦୋଳନ କରିଛନ୍ତି। ଫଳରେ ଭବାନୀପାଟଣା -ରାୟଗଡା ୬ନମ୍ବର ରାଜ୍ୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲାଞ୍ଜିଗଡ଼ ବ୍ଳକ ପୋଖରୀବନ୍ଧ…
କମ୍ବିଂ ଅପରେଶନ ଜୋରଦାର: ବର୍ଷାରେ ଭିଜି ମାଓବାଦୀଙ୍କୁ ଖୋଜୁଛନ୍ତି ଯବାନ
ଭଞ୍ଜନଗର,୨୧/୯(ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାର ବାଇବାଲି, ଇନ୍ଦ୍ରଗଡ଼, ମହୁଲପଲ୍ଲୀ ପ୍ରମୁଖ ଗ୍ରାମ ଜଙ୍ଗଲରେ ଆଜକୁ ୩ ଦିନ ହେବ କମ୍ବିଂ ଅପରେଶନ ଜୋରଦାର ଚାଲିଛି। ଉକ୍ତ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ତଥାପି ଯବାନମାନେ ବର୍ଷାରେ ଭିଜି ଭିଜି ଜଙ୍ଗଲରେ…
ଗଡଜାତ ଅଞ୍ଚଳର ଖଣ୍ଡାବସା ପର୍ବ: ଚଳଚଞ୍ଚଳ ଗାଁଠାରୁ ସହର
ଥୁଆମୂଳ ରାମପୁର,୨୨।୯(ଦୁର୍ଗା କୀର୍ତ୍ତି ): ଉତ୍ସବ ମୁଖରିତ ହୋଇପଡିଛି ଥୁଆମୂଳ ରାମପୁର l ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଦଶଭୁଜା ମହାମାୟୀ ମା’ ମାଣିକେଶ୍ବରୀ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକର ବହୁ ପୁରାତନ ତନ୍ତ୍ର ମନ୍ତ୍ରର ଶକ୍ତି ପୀଠ ଭାବରେ…
ଗାଁ ଗାଁରେ ବିକ୍ରି ହେଉଛି ଦେଶୀ-ବିଦେଶୀ ମଦ: ନୀରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ
ଅମରପାଲି,୨୨/୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳରେ ବ୍ୟାପକ ଦେଶୀ ବିଦେଶୀ ମଦ ବିକ୍ରି ହେଉଛି। ଅବକାରୀ ବିଭାଗ ସବୁ ଜାଣି ଚୁପ ରହୁଛି। ଫଳରେ ମଦ୍ୟପଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ବ୍ଲକର ଉପାନ୍ତ ଲୁତୁରପଙ୍କ ଓ ବହଳପଦର…
ଟ୍ରକ୍ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ
ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର ନିକଟ ରେଲୱେ ଓଭରବ୍ରିଜ ପାଖରେ ରାସ୍ତା ଅବରୋଧ କରିଥିଲେ। ଫଳରେ ସହର ମୁଖ୍ୟରାସ୍ତାରେ…
ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଅଞ୍ଚଳବାସୀ
ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଛକରୁ ସିନ୍ଧିବାହାଳୀ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଥିଲେ ମଧ୍ୟ ପ୍ରଶାସନ ନ ଶୁଣିବାରୁ ଶେଷରେ ଅଞ୍ଚଳବାସୀ ନିଜସ୍ବ ଖର୍ଚ୍ଚରେ ମରାମତି କରିଛନ୍ତି। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ରାସ୍ତା…
ଲୋକଙ୍କ ଜୀବନ ସହ ଖେଳୁଛି ଆଇପିଏଲ୍: ଭୟରେ ଲୋକେ
ଭବାନୀପାଟଣା,୨୨ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଥିବା ଆଇପିଏଲ୍ (ଇଣ୍ଡିଆନ ପଟାସ୍ ଲିମିଟେଡ) କମ୍ପାନୀ ସ୍ଥାନୀୟ ଲୋକଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହୋଇଛି। ଅଞ୍ଚଳବାସୀ ଏହାର ପ୍ରତିବାଦ କରି ଆନ୍ଦୋଳନ କରିବା ପରେ ମଧ୍ୟ କମ୍ପାନୀ କର୍ତ୍ତୃପକ୍ଷ…

