ଦୋକାନରୁ ଖାତା କିଣି ଘରକୁ ଫେରୁଥିବାବେଳେ ପାଗଳା କୁକୁର ହାବୁଡରେ ପଡିଗଲେ ନାବାଳକ, ଆଉ ତା’ପରେ…
ପାଟଣା,୨୯।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ପାଟଣା-କେନ୍ଦେଇପଶି ରାସ୍ତା ରାଣା ଟ୍ରେଡର୍ସ ନିକଟରେ ଏକ ବୁଲା କୁକୁର କାମୁଡ଼ାରେ ୯ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ଗୁରୁତର ନାବାଳକ ଜଣକ ହେଉଛନ୍ତି କାବୁଲି ବେହେରାଙ୍କ ପୁଅ...
ମିଛ ଜରିମାନା ପକାଇ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ GST ଅଧିକାରୀ, ରେଡ୍ ହ୍ୟାଣ୍ଡ୍ରେ ଧରିଲା ଭିଜିଲାନ୍ସ
ବଲାଙ୍ଗୀର/ଟିଟିଲାଗଡ଼,୨୯ା୧୦(ସୁନିଲ କୁମାର ମହାନ୍ତି/ଶରତ ମିଶ୍ର): ଟିଟିଲାଗଡ଼ ସିଟି ଆଣ୍ଡ୍ ଜିଏସ୍ଟି ବିଭାଗ ଅଧିକାରୀ ଉମାକାନ୍ତ ମହାକୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କୁ ମିଥ୍ୟା ଜରିମାନା ପକାଇ ସମାଧାନ କରିବାକୁ ୧୨ ହଜାର ଟଙ୍କା ଲାଞ୍ଚ...
ଶୁଦ୍ଧିକ୍ରିୟାରେ ଯୋଗଦେଇ ଘରକୁ ଫେରୁଥିଲେ ସ୍ବାମୀ-ସ୍ତ୍ରୀ, ରାସ୍ତା ପାର୍ ହେଉଥିବାବେଳେ…
ପାଟଣା,୨୯।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ୪୯ ନମ୍ବର ଜାତୀୟ ରାଜପଥ ବାଉଁଶୁଳି ଛକ ନିକଟରେ ବୁଧବାର ପୂର୍ବାହ୍ନରେ ସ୍ବାମୀ ସ୍ତ୍ରୀ ରାସ୍ତା ପାର୍ ହେଉଥିବାବେଳେ ସ୍ତ୍ରୀଙ୍କ ଉପରେ ଟ୍ରକ୍ ଚଢିଯାଇଛି। ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି।...
ବସଷ୍ଟାଣ୍ଡ ଯାଇ ଆଉ ଘରକୁ ଫେରିଲେନି ଦଣ୍ଡାସି
ଦିଗପହଣ୍ଡି,୨୯।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପିକ ଅପ ଭ୍ୟାନ (ନଂ. ଓଡ଼ି୩୩ ଏସି -୧୦୮୩) ଧକ୍କାରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ...
ରେଭେନ୍ସାରେ ଝାଡ଼ାବାନ୍ତି
ଭୁବନେଶ୍ୱର,୨୯।୧୦: କଟକ ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ଝାଡ଼ାବାନ୍ତି ବ୍ୟାପିଛି।୧୫ରୁ ଅଧିକ ଛାତ୍ର ଆକ୍ରାନ୍ତ ହୋଇ ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଝାଡ଼ାବାନ୍ତିର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। Dharitri – Odisha’s No.1 Odia Daily
ଟଳିଲା ବିପଦ, ପାଗରେ ପରିବର୍ତ୍ତନ: ବାତ୍ୟାରେ ହୋଇନି କୌଣସି କ୍ଷୟକ୍ଷତି
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ ଦୁର୍ବଳ ହୋଇଛି। ବୁଧବାର ଭୋର ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିଥିବାବେଳେ ସକାଳ ୧୦ଟା ପରେ ସୂର୍ଯ୍ୟଙ୍କୁ ଦେଖିବାକୁ ମିଳିଛି। ଖରା ଆଉ କେତେବେକେ ପାଗ ମେଘୁଆ ହେଉଥିବାବେଳେ...
ଟଳିଲା ବାତ୍ୟା ଭୟ, ବଢିଲା ଋଷିକୂଲ୍ୟା ନଦୀ ଜଳସ୍ତର, ଭୟରେ ଲୋକେ!
ଗଞ୍ଜାମ,୨୯।୧୦(ବିଦ୍ୟାଧର ସାହୁ ): ବର୍ତ୍ତମାନ ଟଳିଛି ବାତ୍ୟା ଭୟ । ବାତ୍ୟା ମୋନ୍ଥା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏଥିସହ ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡାହଡ଼ା ଡ୍ୟାମ ପାଣି ଛଡା ଯିବା...
ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ
ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ...
ଗୋମାସଂ ନେଇ ଯାଉଥିଲେ, ଧରିପକାଇଲେ ଲୋକେ
ମୋରଡ଼ା,୨୯ା୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବଜାର ଦେଇ ଜଣେ ବେପାରୀ ଗୋ ମାଂସ ବିକ୍ରି କରିବାକୁ ନେଉଥିବା ସମୟରେ ସ୍ଥାନୀୟ ଲୋକଙ୍କ ହାତରେ ଧରା ପଡ଼ିଛନ୍ତି। ଲୋକେ ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନ...
ସମୟ ଫେରିବ ନା ନାହିଁ: ନୂଆପଡ଼ା ନିର୍ବାଚନକୁ ନେଇ ଚିନ୍ତାରେ ବିଜେଡି
ନୂଆପଡ଼ା,୨୯ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନର ପ୍ରଚାର ମୈଦାନକୁ ଅଧିକ ସତେଜ କରିବା ଲାଗି ସବୁ ଦଳର ବଡ଼ ନେତାମାନଙ୍କୁ ଡାକିବାର ଏକ ବ୍ୟବସ୍ଥା ଆରମ୍ଭ ହୋଇଗଲାଣି। ଭୋଟ ରଖିବା ଲାଗି ବିଜେଡି ପାଖରେ ଏକମାତ୍ର ବିକଳ୍ପ ଭାବେ ତାଙ୍କ ଦଳର ସଭାପତି...
SI ସ୍କାମ୍: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ...
ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ
ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍ ରହିଛି...
Archives


