ଆମ ଜିଲା ଖବର

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା କରିଥିଲେ। ହେଲେ ପ୍ରତିକୂଳ ପାଗ ଓ ସୁରକ୍ଷା କାରଣରୁ ସେମାନଙ୍କୁ ନିରାଶ ହେବାକୁ…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ ଉଦ୍ଧାର ପରେ ବ୍ୟବସାୟୀ ନରେନ୍ଦ୍ର ସାହୁ ଓ ଅଟକ ଅଭିଯୁକ୍ତଙ୍କୁ ରବିବାର ବଲାଙ୍ଗୀର…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି ଏକାବେଳକେ ୩ଟି ବଡ଼ ଟ୍ରକ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ମିଳିଥିବା ସୂଚନା…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ରାତିରୁ ଉଭୟ ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି।…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି ମରଣୋତ୍ତର ସମେତ ୭୮ ଟି ବୀରତ୍ୱ ପୁରସ୍କାର ପ୍ରଦାନ କରିବାକୁ ଅନୁମୋଦନ କରିଛନ୍ତି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଥିବା ଅଭିଯୋଗ ହୋଇଛି। ୮୦ତମ ସ୍ୱାଧୀନତା ଦିବସ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର ଝରା (୫୧)ଙ୍କ ପରିବାର ଦୀର୍ଘ ୩୦ ବର୍ଷ ଧରି ପଲିଥିନ ତଳେ ଜୀବନ…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଜଣେ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଅଟକ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ ପାଳିତ ହୋଇଯାଇଛି। ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କୋର୍ଟର…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ପିଏମ୍ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହାଇସ୍କୁଲ ମିନିଷ୍ଟାଡିୟମରେ ଦ୍ୱି-ଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ଶନିବାର ଆନୁଷ୍ଠାନିକ ଭାବେ ଉଦଘାଟିତ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?