ଆମ ଜିଲା ଖବର

ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ…

କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଅସ୍ତ୍ରୋପଚାର ପରେ ଅଧାରୁ ଅଚଳ ହେଲା ମେଶିନ , ଆଉ ତା’ପରେ…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ପଦବୀ ଖାଲି ପଡିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା ।…

ମିଳିଲା ସଫଳତା: ରାଜ୍ୟସ୍ତରକୁ ମନୋନୀତ ହେଲେ ୩ ଛାତ୍ର

ମୋରଡ଼ା,୧୮।୯(ସ୍ମାରକ ମାଜୀ): ଜିଲାସ୍ତରୀୟ କବାଡି ଏବଂ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲା ମୋରଡ଼ା ଆଦର୍ଶ ବିଦ୍ୟାଳୟକୁ ସଫଳତା ମିଳିଛି। ବିଦ୍ୟାଳୟର ୩ଜଣ ଛାତ୍ର ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଛାତ୍ରମାନେ ହେଲେ ଏକାଦଶ ଶ୍ରେଣୀର କରଣ ଅର୍ଜୁନ ମହାନ୍ତ,…

ବରିଷ୍ଠ ସମାଜସେବୀ ଭୁବନ ବିହାରୀଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା

କର୍ଲାମୁଣ୍ଡା,୧୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବରିଷ୍ଠ ସମାଜସେବୀ ତଥା ବ୍ୟବସାୟୀ ଭୁବନ ବିହାରୀ ସିଂଙ୍କ ୬୮ ବର୍ଷ ବୟସରେ ଗୁରୁବାର ପରଲୋକ ଘଟିଛି। ଏହି ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ…

ସାରର ଅଭାବୀ ବିକ୍ରି, କଳା ବଜାରକୁ ନେଇ ତାତିଲା ବିଜେଡି, କୃଷି କାର୍ଯ୍ୟଳୟ ଘେରାଉ କରି ଦେଲା କଡ଼ା ଚେତାବନୀ

ବଲାଙ୍ଗୀର,୧୮।୯( ସୁନିଲ ମହାନ୍ତି): ବଲାଙ୍ଗୀର ବିଜୁ ଜନତା ଦଳ ପକ୍ଷରୁ ଜିଲାରେ ସାର ଅଭାବୀ ସାର କଳା ବଜାରକୁ ନେଇ ପ୍ରତିବାଦ କରାଯାଇ ଜିଲା କୃଷି କାର୍ଯ୍ୟାଳୟକୁ ବୁଧବାର ଘେରାଉ କରାଯାଇଥିଲା। ମାନ୍ୟବର ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ…

ପରକୀୟା ପ୍ରୀତିକୁ ସ୍ତ୍ରୀ ବିରୋଧ କରିବାରୁ ସ୍ବାମୀ ଦେଉଥିଲେ ନିର୍ଯାତନା: କୋର୍ଟ ଶୁଣାଇଲେ ଏମିତି ରାୟ

ମୋରଡା,୧୮।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫସି କୋର୍ଟରେ ଗୁରୁବାର ସ୍ତ୍ରୀଙ୍କୁ ମାରପିଟ ଏବଂ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଶ୍ରୁତି ପଟ୍ଟନାୟକ ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ନ୍ୟାଶନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମର ଏହି ୪ ପ୍ରତିଯୋଗୀ, ମନୋନୀତ ହେଲେ ମିଳିବ…

ଗଞ୍ଜାମ,୧୮।୯: (ବିଦ୍ୟାଧର ସାହୁ ) ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ହିମାଞ୍ଚଳ ପ୍ରଦେଶରେ ହେବାକୁ ଥିବା ନ୍ୟାଶନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଗଞ୍ଜାମର ୪ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିବେ। ଏଥିପାଇଁ ଶୁକ୍ରବାର ୱାକ ଓଡ଼ିଶା ପ୍ରେସିଡେଣ୍ଟ କାର୍ତ୍ତିକ ଡାକୁଆ,…

ଜାତୀୟ ପୋଷଣ ମାସ-୨୦୨୫: ୮ଟି ଥିମ ଉପରେ ଆଲୋଚନା

କେସିଙ୍ଗା,୧୮।୯(ତୁମେଶ୍ବର ସାହୁ): ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ ଭବାନୀପାଟଣା ଆନୁକୂଲ୍ୟରେ ଜାତୀୟ ପୋଷଣ ମାସ-୨୦୨୫ ଏବଂ ମା’ଙ୍କ ପାଇଁ ଗଛଟିଏ ୨.0 ବିଷୟବସ୍ତୁ ଉପରେ ଏକ କର୍ମଶାଳା ବ୍ଲକର ସଭାଗୃହଠାରେ ଗୁରୁବାର ଅନୁଷ୍ଠିତ…

ପୋତାହେଲା ଲକ୍ଷାଧିକ ଟଙ୍କାର ବାଣ, ବେଆଇନ ଭାବେ ଗଚ୍ଛିତ ରଖି…

ଗଞ୍ଜାମ,୧୮ା୯(ଅଖିଳ ତରାଇ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମରେ ବେଆଇନ ଭାବେ ଗଚ୍ଛିତ ଥିବା ଲକ୍ଷାଧିକ ଟଙ୍କାର ବାଣ ସାମଗ୍ରୀକୁ ପୋଲିସ ଜବତ କରିବା ପରେ ଏହାକୁ ନଷ୍ଟ କରିଦିଆଯାଇଛି। ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ମାନ୍ୟବର କୋର୍ଟର…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ଉଦ୍ୟମ, ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର,୧୮ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ହଇଚଇ ସୃଷ୍ଟି କରିଥିବା ନକଲି ଜାଲ ସାର୍ଟିଫିକେଟ୍‌ ନେଇ ପୁଣି ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଜିଲାରେ ଡେରା ପକାଇଥିଲେ ଏବଂ ବିଭିନ୍ନ ଅଫିସକୁ ଯାଇ ନକଲି ସାର୍ଟିଫିକେଟକୁ…

ମା’ ରାମଚଣ୍ଡୀଙ୍କ ବିଷ୍ଣୁମାୟା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଛତ୍ରପୁର,୧୮।୧୦(ଦିଲ୍ଲୀପ ସାମଲ): କରପଡା ପଞ୍ଚାୟତର ଅନୁଚ ପାହାଡ ଶିଖରେ ଅବସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠରେ ଏକାଦଶୀ ତିଥିରେ ସମ୍ପୂର୍ଣ ଚଣ୍ଡୀ ପୂରାଣ ରୀତିନୀତି ଅନୁସାରେ,ମା ରାମଚଣ୍ଡୀଙ୍କ ଷୋଡ଼ଶ ଦିନାତ୍ମକ ପୂଜା ଚାଲିଛି l ଅଷ୍ଟମୀ ତିଥିରେ ମା’ ଦୁର୍ଗା ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?