ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ ଜି ଶ୍ରୀଲକ୍ଷ୍ମୀଙ୍କ କନ୍ୟା ଶିରିଶା ଚଳିତ ମାଟ୍ରିକ ପରୀକ୍ଷାରେ ୯୪.୩୩ ପ୍ରତିଶତ ହାରରେ…
ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ
ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…
ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ
ପୁରୀ,୩ା୫(ଅଜିତ୍ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ…
ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ
ପୁରୀ୩ା୫(ଅଜିତ୍ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସେଠାରେ ଏକ ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍କାର ଦେଇ କହିଥିଲେ, ପୁରୀ ମନ୍ଦିର…
ଶିକାରୀଙ୍କ ଗଳା କାଟି ହତ୍ୟା
ଦେବଗଡ଼,୩ା୫(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଜଣେ ବନ୍ୟଜନ୍ତୁ ଶିକାରୀଙ୍କ ଗଳା କାଟି ହତ୍ୟା କରାଯାଇଛି। ମୃତକ ହେଲେ ସୁରେଶ ଶବର(୫୯)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁରେଶଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…
୨ ଯାଆଁଳା ଭାଇ ମାଲକାନଗିରି ଜିଲା ଟପ୍ପର
ମାଲକାନଗିରି/ଏମ୍ଭି ୭୯, ୩ା୫(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ): ମାଟ୍ରିକ୍ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଦୁଇ ଯାଆଁଳା ଭାଇ ସମାନ ନମ୍ବର ରଖି ମାଲକାନଗିରି ଜିଲା ଟପ୍ପର ହୋଇଛନ୍ତି। କାଲିମେଳା ବ୍ଲକ୍ ଏମ୍.ଭି. ୭୯ସ୍ଥିତ ସାବେରୀ ଉଚ୍ଚ ବିଦ୍ୟାଳୟରେ ମୋହନ ଲେଙ୍କାଙ୍କ ଦୁଇ…
ରାଇକିଆ ବ୍ଲକରେ ୯୮.୭% ସଫଳତା
ରାଇକିଆ,୨।୫(ପ୍ରଦୀପ ବେହେରା): ଶୁକ୍ରବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଇକିଆ ବ୍ଲକରେ ସଫଳତା ହାର ୯୮.୭% ରହିଛି । ସମୁଦାୟ ୭୯୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୮୦ କୃତକାର୍ଯ୍ୟ ହୋଇଛନ୍ତି । ଇନ୍ଦ୍ରଗଡ ମା ବାପାଙ୍ଗି…
ପ୍ରେମିକାଙ୍କୁ ଛୁରିଭୁସି ବନ୍ଧାହେଲେ ପ୍ରେମିକ
ବ୍ରହ୍ମପୁର,୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଏବେ କଥା କଥାକେ ହତ୍ୟା ଓ ମରଣାନ୍ତକ ଘଟଣା ଘଟୁଛି। ଗୋପାଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଶୁକ୍ରବାର ନିମଖଣ୍ଡି…
ବରଗଡ଼ ଜିଲାରେ ପାସ୍ହାର ୯୭ ପ୍ରତିଶତ: ବବିତା ରଥ ଟପ୍ପର
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲା ରାଜ୍ୟରେ ତ୍ରୟୋଦଶ(୧୩ତମ) ସ୍ଥାନରେ ରହିଛି। ଜିଲାର ପାସ୍ ହାର ୯୭.୦୯ପ୍ରତିଶତ ରହିଛି। ଜିଲାରେ୧୬ହଜାର ୯୩୫ଜଣ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ…
ପଟ୍ଟାଙ୍ଗିରେ ଚନ୍ଦନ, କୁନ୍ଦୁରାରେ ସ୍ନେହାସ୍ମିତା ଟପ୍ପର୍
ପଟ୍ଟାଙ୍ଗି/କୁନ୍ଦୁରା,୨ା୫(ଶରତ କୁମାର ଧଳ/ସନ୍ତୋଷ ପ୍ରହରାଜ): ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶ ପାଇଥିବା ବେଳେ ପଟ୍ଟାଙ୍ଗି ବ୍ଲକ୍ରେ ପୁକାଲି ନୋଡାଲ୍ ହାଇସ୍କୁଲର ଛାତ୍ର ଚନ୍ଦନ ବୁରୁଡି ଟପ୍ପର ହୋଇଛନ୍ତି। ଚନ୍ଦନ ୪୪୨ ମାର୍କ ରଖି ବ୍ଲକ୍ ପାଇଁ ଗୌରବ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ
ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଏବଂ ଏହା ଅନାଦାୟ ଅଧିକ…
କନ୍ଧମାଳ ଜିଲାରେ ପାସହାର ୯୭.୪୫, ଅନ୍ବେଷା ଆଗରେ
କନ୍ଧମାଳ/ ଫୁଲବାଣୀ,୨ା୫(ସଞ୍ଜୟ କୁମାର ପାଣିଗ୍ରାହୀ/ରାକେଶ କୁମାର ରାଉତ): ମାଟ୍ରିକ ପରୀକ୍ଷା ଫଳାଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଚଳିତ ବର୍ଷ କନ୍ଧମାଳ ଜିଲାରେ ପାସ ହାର ୯୭.୪୫ ରହିଛି। ଜିଲାର ୨୧୪ଟି ହାଇସ୍କୁଲର ସମୁଦାୟ ୯୮୭୭ ଛାତ୍ରୀଛା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ…
Archives


