ସର୍ଭିସ ରୋଡ ଉପରେ ରଖାଯାଉଛି ଗାଡ଼ି: ଯାତାୟତ ବାଧାପ୍ରାପ୍ତ
ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି । ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ ଚକିଆ ୪ ଚକିଆ ଓ ସାଧାରଣ…
ବିଭିନ୍ନ ସମସ୍ୟା ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଆଲୋଚନା କଲେ ସାଂସଦ
ପଦ୍ମପୁର,୨।୫(ପ୍ରଦୀପ୍ତ ଦାଶ):ପଦ୍ମପୁର ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସହିତ ପଦ୍ମପୁର ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ପଦ୍ମପୁର ଗଣମାଧ୍ୟମର ପ୍ରତିନିଧିମାନେ ଆଲୋଚନା କରିଛନ୍ତି । ବିଶେଷକରି ପଦ୍ମପୁରରେ ଏକ ଆଞ୍ଚଳିକ ସହକାରୀ ପରିବହନ କାର୍ଯାଳୟ ସ୍ଥାପନ ସମେତ ପଦ୍ମପୁରର ସ୍ବାସ୍ଥ୍ୟ…
ମଶାଣି ସଫେଇ କଲେ ଗ୍ରାମବାସୀ: ଶତାଧିକ ଲୋକେ ସାମିଲ
ଦାରିଙ୍ଗବାଡି, ୨।୫ (ଅରୁଣ ସାହୁ )- ମଣିଷର ଶେଷ ଠିକଣା ହେଉଛି ମଶାଣି। ତାକୁ ସଫାସୁତୁରା ସହ ପରିବେଶ ସଫା ରଖିବା ନିଷ୍ପତି ଗ୍ରହଣ କରି ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ମଶାଣିକୁ ସଫେଇ କରିଛନ୍ତି ଗ୍ରାମବାସୀ। ଏଭଳି ଦୃଶ୍ୟ…
କଳସ ଧରି ଗ୍ରାମ ପରିକ୍ରମା କଲେ ମହିଳା
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନେଟେଙ୍ଗା ଶ୍ରୀ ବୁଢ଼ିମା ଠାକୁରାଣୀ ମନ୍ଦିର ପୁନରୁଦ୍ଧାର ଏବଂ ପ୍ରତିଷ୍ଠା ଉତ୍ସବ ଗୁରୁବାର ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ ନିକଟସ୍ଥ ନଦୀରୁ ଶତାଧିକ ମହିଳା ଜଳ ଗ୍ରହଣ କରି କଳସ ଶୋଭାଯାତ୍ରାରେ ଆସିଥିଲେ।…
ସୁରତରେ ଉତ୍କଳ ବ୍ରାହ୍ମଣ ପରିବାର ପକ୍ଷରୁ ପର୍ଶୁରାମ ଜୟନ୍ତୀ
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ସୁରତ ଉତ୍କଳ ବ୍ରାହ୍ମଣ ପରିବାର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ପର୍ଶୁରାମ ଜୟନ୍ତୀ ପାଳିତ ହୋଇଯାଇଛି। ସଭାପତି ଭାବଗ୍ରାହୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବିଗତ ୩ ବର୍ଷ ଧରି ଏହି ଉତ୍ସବ ପାଳିତ ହେଉଛି। ମଙ୍ଗଳବାର ଅନୁଷ୍ଠିତ ଉତ୍ସବରେ ମୁଖ୍ୟ…
ପାରାଦୀପରେ ହେବ ନୂଆ ଏୟାରପୋର୍ଟ
ଭୁବନେଶ୍ୱର,୧।୫: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ…
ସହକାରୀ ମତ୍ସ୍ୟ ଅଧିକାରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ
ଓଡ଼ଗାଁ,୨।୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଏନ୍ଏସି ଦଲକସାହିରେ ଗୁରୁବାର ସନ୍ଧାରେ ସୋନପୁର ଜିଲା ବିରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୁତି ଭୁଷଣ ପ୍ରଧାନଙ୍କ ପୈତୃକ ବାସଭବନରେ ଚଢ଼ାଉ ଜାରି ରହିଛି। ସମ୍ପୃକ୍ତ ଅଧିକାରୀ ପ୍ରଧାନ ନିଜ କାର୍ଯ୍ୟାଳୟରେ ଏସ୍ଏଚ୍ଜି…
ଜଙ୍ଗଲରୁ ବନ୍ଧୁକ, ଭୁଜାଲି ସହିତ ବାଇକ୍ ଜବତ, ଶିକାରୀ ଫେରାର
ଓଡଗାଁ,୧।୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ବନଖଣ୍ଡ ଅନ୍ତର୍ଗତ ଶୁଳିଆ ଜଙ୍ଗଲ ଓ ଢୋଲପଥର ଡ୍ୟାମ ନିକଟରୁ ବନ ବିଭାଗ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି, ଟାଙ୍ଗିଆ, କଟୁରୀ ସହିତ ଗୋଟିଏ ବାଇକ୍ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ବନ ବିଭାଗ…
କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ବିଦ୍ୟୁତ୍ ସେବା ଠପ
ଅତାବିରା,୧।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡବତାସ ସହିତ ପ୍ରବଳ ବର୍ଷା ଯୋଗୁ ରାସ୍ତା ପାର୍ଶ୍ୱରେ ଥିବା ବଡ଼ବଡ଼ ଗଛ ଭାଙ୍ଗି ଯାତାୟତ ଠପ୍ ହୋଇଯାଇଥିଲା। ତେବେ ଅତାବିରା ଅଗ୍ନିଶମ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ…
ବାଘପାଲିରେ ଡବଲ ମର୍ଡର: ପୋଲିସର ତନାଘନା
ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ବାଘପାଲି ଗ୍ରାମରେ ଗୁରୁବାର ଡବଲ ମର୍ଡର ହୋଇଛି। ଆକ୍ରମଣ, ପ୍ରତିଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବାଘପାଲି ଗ୍ରାମର ତରଣୀ ବାଗ ଏବଂ ମଘା ଭୁଏ। ମଘାଙ୍କ ଏକ ଘର…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ
ପରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୋଷୋତ୍ତମ ଥାନା ଅଧୀନ କରନ୍ଦାପଲ୍ଲୀ ଗ୍ରାମରେ ମଙ୍ଗୁଳୁ ରେଡି ନାମକ ଜଣେ ବ୍ୟକ୍ତିଙ୍କୁ ମରଣାତ୍ମକ ଆକ୍ରମଣ କରାଯାଇଥିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ଅପରାଧୀ ମିଟୁ ରେଡିଙ୍କୁ ଗୁରବାର ଆଇଆଇସି ରାଜେଶ କୁମାର ନାୟକ ଗିରଫ କରି କୋର୍ଟ…
ହାତୀ ଉପଦ୍ରବ: କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ
ରାଇକିଆ,୧।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଇନ୍ଦ୍ରାଗଡ଼ ପଞ୍ଚାୟତରେ ମଙ୍ଗଳବାର ରାତିରେ ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରିବା ସହ ୪ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ…
Archives


