ଆମ ଜିଲା ଖବର

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ହେଉଥିବା ସ୍ଥାନରେ ଆୟୋଜିତ ଏହି ଶିବିରରେ ମୋଟ ୧୦୨ ୟୁନିଟ ରକ୍ତ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ ପରିଣତ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅକରୁଆ ପଞ୍ଚାୟତର ବଡ଼ସାହିଠାରୁ କେନ୍ଦୁଗୁଡ଼ାକୁ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ ଅଧ୍ୟକ୍ଷା କୁମାରୀ ଦାସଙ୍କ ସମର୍ଥକଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା । ବିଡିଓ ସରକାରୀ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର ସମସ୍ତ ସରକାରୀ ହେଡ଼କ୍ୱାଟର୍ସ କାର୍ଯ୍ୟାଳୟରେ ବିଭିନ୍ନ ଅଧିକାରୀମାନେ ଜାତୀୟ ପତାକା ଉତ୍ତୋଳନ କରିବା…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ କରି ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ l କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଖଣ୍ଡ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ ଓରଫ ପାର୍ଥ (୪୮ ବର୍ଷ)ଙ୍କର ଅକାଳ ବିୟୋଗ ଘଟିଛି। ଜଣେ ମେଳାପୀ, ସହଯୋଗୀ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ ଘରବାରି ପଟ୍ଟା ପ୍ରଦାନ କରାଯାଇଛି। ଏହି କ୍ରମରେ ଡଙ୍ଗରଗମ୍ଭାରୀ ଗ୍ରାମର ୧୧ ଜଣ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସଆରଟିସି)ର ଏକ ଭଲଭୋ ବସ୍ ‘ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍’ (ଓଡି-୦୨-ସିଆଇ-୨୫୫୭)…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଯୁବ ଅଧ୍ୟାପକଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାଲେଶ୍ୱର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ ପକ୍ଷରୁ ଲାଞ୍ଜିଗଡ ହାଇସ୍କୁଲ ଖେଳ ପଡ଼ିଆଠାରେ ଲାଞ୍ଜିଗତ ବ୍ଲକ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ ଅଣ୍ଡିରା) ହାତୀର ଗତିବିଧି ଏବଂ ସ୍ୱାସ୍ଥ୍ୟ ନିରୀକ୍ଷଣ କରାଯାଇଛି। ବନ ବିଭାଗ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?